ପ୍ରମୁଖ ଖବର

କେନ୍ଦୁପତ୍ର ତୋଳାଳିଙ୍କୁ ରାଜ୍ୟ ସରକାରଙ୍କ ବଡ଼ ଉପହାର; ବୋନସ ଓ ମୂଲ୍ୟବୃଦ୍ଧିକୁ ମଞ୍ଜୁରି
ଜୁଲାଇ ୧୭ରେ ଗଡ଼ିବ ଦେଶର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍, ଶୁଭାରମ୍ଭ କରିବେ ମୋଦୀ
ଓସିସିଏଲ୍ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ୨୩ କୋଠରୀର ଲଜ୍ ସହ ୮ ପ୍ଲଟ୍ ଠାବ
ଓସିସିଏଲ୍ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ୨୩ କୋଠରୀର ଲଜ୍ ସହ ୮ ପ୍ଲଟ୍ ଠାବ
ଆନ୍ଧ୍ରରେ ୨ କୋଭିଡ୍ ମୃତ୍ୟୁ ପରେ ଓଡ଼ିଶା ସୀମାରେ ହାଇଆଲର୍ଟ
ରୋଡ୍ ରୋଲର ଚଳାଇ ୪୭୨ କୋଟି ଟଙ୍କାର ନିଶାଦ୍ରବ୍ୟ ନଷ୍ଟ କଲେ ହିମନ୍ତ ବିଶ୍ୱ ସର୍ମା

କାରାଗାରରେ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଦେଲେ ୨୨ ନକ୍ସଲ

ଛତିଶଗଡ଼: ଛତିଶଗଡ଼ ଅନ୍ତର୍ଗତ କାଙ୍କେର ଜିଲ୍ଲା କାରାଗାରରେ ବନ୍ଦୀ ଥିବା ୨୨ ଜଣ ନକ୍ସଲ କଏଦୀ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେଉଛନ୍ତି। ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ନେଇ କଏଦୀମାନଙ୍କ ଉଦ୍ୟମ। ଗତ ତିନି ବର୍ଷ ଧରି ଛତିଶଗଡ଼ ଷ୍ଟେଟ୍ ଓପନ୍ ସ୍କୁଲ ପକ୍ଷରୁ କଏଦୀମାନଙ୍କୁ ଶିକ୍ଷାର
Read More...

ନାସା ଅଭିଯାନରେ ମହାକାଶକୁ ଯାଇ ଇତିହାସ ରଚିବେ ଶୁଭାଂଶୁ ଶୁକ୍ଳା

ଆମେରିକା: ଭାରତ ମହାକାଶ କ୍ଷେତ୍ରରେ ଏକ ନୂତନ ଇତିହାସ ସୃଷ୍ଟି କରିବାକୁ ଯାଉଛି। ୱିଙ୍ଗ କମାଣ୍ଡର ରାକେଶ ଶର୍ମାଙ୍କ ପରେ ମହାକାଶ ଯିବାପାଇଁ ଦ୍ଵିତୀୟ ସୁଯୋଗ ପାଇଛନ୍ତି ଭାରତର ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳା। କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା Axiom Mission 4 (Ax-4) ଅନ୍ତର୍ଗତ
Read More...

ମମତାଙ୍କୁ ସୁପ୍ରିମକୋର୍ଟ ଝଟକା: ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତି ରଦ୍ଦ ନିର୍ଦ୍ଦେଶ କାଏମ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟଙ୍କ ଝଟ୍‌କା। ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତି ରଦ୍ଦ ନିର୍ଦ୍ଦେଶ କାଏମ ରଖିଛନ୍ତି ସୁପ୍ରିମକୋର୍ଟ। ଶିକ୍ଷକ ଏବଂ ଅଣଶିକ୍ଷକ ନିଯୁକ୍ତିରେ ଅନିୟମିତତା ଦର୍ଶାଇ କୋଲକାତା ହାଇକୋର୍ଟ ଏହାକୁ ରଦ୍ଦ
Read More...

ତାଳଚେରରେ ଏନକାଉଣ୍ଟର, କୁଖ୍ୟାତ ଅପରାଧୀ ସୁଶାନ୍ତ ଗୁରୁତର

ତାଳଚେର: ତାଳଚେରର ସ୍କଟ୍ ଲ୍ୟାଣ୍ଡପୁର ଜଙ୍ଗଲରେ ଏନକାଉଣ୍ଟର। ଏହି ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁଶାନ୍ତ ନାୟକ ଗୁରୁତରହୋଇଛି। ସୁଶାନ୍ତର ବାମ ଗୋଡ଼ରେ ବାଜିଛି ଗୁଳି। ଗୁରୁତର ଅବସ୍ଥାରେ ସୁଶାନ୍ତକୁ ଅନୁଗୁଳ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।ସୂଚନା ଅନୁସାରେ ଆଜି ତାଳଚେର ଏବଂ ଅନୁଗୁଳ
Read More...

‘ଓଡ଼ିଆ ପକ୍ଷ’ ତୃତୀୟ ଦିବସରେ ସରକାରୀ କର୍ମଚାରୀ ପିନ୍ଧିଲେ ହସ୍ତତନ୍ତ ପୋଷାକ

ଭୁବନେଶ୍ବର: ‘ଓଡ଼ିଆ ପକ୍ଷ’ ଉତ୍ସବର ଏକ ଅଂଶ ସ୍ୱରୂପ, ଓଡ଼ିଶା ସରକାର ରାଜ୍ୟର ସମୃଦ୍ଧ ବୟନ ଐତିହ୍ୟକୁ ପ୍ରୋତ୍ସାହିତ କରିବା ପାଇଁ ଆଜି (ଗୁରୁବାର) ହସ୍ତତନ୍ତ ପୋଷାକ ପିନ୍ଧିବାକୁ ତାଙ୍କର କର୍ମଚାରୀ ଏବଂ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ଗୁରୁବାର ଦିନ ଓଡ଼ିଆ ପକ୍ଷର ତୃତୀୟ ଦିନରେ
Read More...

ସାର୍ବଜନୀନ ହେବ ସୁପ୍ରିମକୋର୍ଟ ବିଚାରପତିଙ୍କ ସମ୍ପତ୍ତି

ନୂଆଦିଲ୍ଲୀ: ସାର୍ବଜନୀନ ହେବ ସୁପ୍ରିମକୋର୍ଟ ବିଚାରପତିଙ୍କ ସମ୍ପତ୍ତି, ଓ୍ବେବ୍‌ସାଇଟ୍‌ରେ ରହିବ ତାଲିକା। ସୁପ୍ରିମକୋର୍ଟର ବିଚାରପତିମାନେ ଏପ୍ରିଲ ୩ ତାରିଖରେ କାର୍ଯ୍ୟଭାର ଗ୍ରହଣ କରିବା ସମୟରେ ସର୍ବୋଚ୍ଚ ନ୍ୟାୟାଳୟର ୱେବସାଇଟରେ ସେମାନଙ୍କର ସମ୍ପତ୍ତି ସାର୍ବଜନୀନ ଭାବରେ ଘୋଷଣା କରିବାକୁ
Read More...

ଗିରଫ ହେଲେ ସହକାରୀ ଯନ୍ତ୍ରୀ ନରେଶ ଦାସ

ଭୁବନେଶ୍ବର: ଗିରଫ ହେଲେ ଗ୍ରାମୀଣ କାର୍ଯ୍ୟ ବିଭାଗର ସହକାରୀ ଯନ୍ତ୍ରୀ ନରେଶ କୁମାର ଦାସ। ଲାଞ୍ଚ ନେବା ଅଭିଯୋଗରେ ନରେଶ କୁମାର ଦାସଙ୍କୁ ଗିରଫ କରିଛି ଭିଜିଲାନ୍ସ। ଗତକାଲି କାମ ବିଲ୍ ପରିଶୋଧ କରିବା ପାଇଁ ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ଅଧିକାରୀଙ୍କ ହାତରେ ଧରା ପଡିଥିଲେ
Read More...

କେମିତି ରହିବ ଆସନ୍ତା ତିନି ଦିନ ର ପାଣିପାଗ ?

ଭୁବନେଶ୍ବର: ଆସନ୍ତା ୨-୩ ଦିନ ଯାଏଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗର ରୁ ଆଦ୍ର ଜଳୀୟବାଷ୍ପ ପୁର୍ଣ୍ଣ ବାୟୁ ପ୍ରବାହ ହେବା ଯୋଗୁଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ମୁଖ୍ୟତଃ ଅପରାହ୍ନ ସମୟ ରେ ଆକାଶ କେତେକାଂଶ ରେ ମେଘାଚ୍ଛନ୍ନ ରହିବା ସହ
Read More...

ଲୋକସଭାରେ ଆଗତ ହେଲା ୱାକଫ୍ ବିଲ୍

ନୂଆଦିଲ୍ଲୀ: ଆଜି ଲୋକସଭାରେ ଆଗତ ହୋଇଛି ସଂଶୋଧିତ ଓ୍ବାକଫ୍ ବିଲ୍। ବିରୋଧୀଙ୍କ ତୀବ୍ର ବିରୋଧ ସତ୍ବେ ବାଚସ୍ପତି ଓମ୍ ବିର୍ଲା ଙ୍କ ଅନୁମତି କ୍ରମେ ଆଜି ସଂସଦରେ ସଂଶୋଧିତ ଓ୍ବାକଫ୍ ବିଲ୍ ଆଗତ କରିଛନ୍ତି ସଂସଦୀୟ ଓ ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ।ବିଲ୍ ଉପସ୍ଥାପନ ହେବା ପରେ
Read More...

ହୋମଗାର୍ଡରେ ଚାକିରି କରାଇଦେବା ନାଁରେ ଠକେଇ

କଟକ: କମିଶନରେଟ୍ ପୋଲିସର କଟକ ପୋଲିସ ବିଭାଗରେ ବିଭିନ୍ନ ପ୍ରକାରର ପଦବୀରେ ନିଯୁକ୍ତି ଦେବା ବାହାନାରେ ଚାକିରି ଆଶାୟୀମାନଙ୍କୁ ଠକୁଥିବା ଜଣେ ନକଲି ପୋଲିସ ଇନସପେକ୍ଟରଙ୍କୁ ଗିରଫ କରିଛି। ଗିରଫ ନକଲି ପୋଲିସ ଇନସପେକ୍ଟର କଟକ ଜିଲାର ତିଗିରିଆ ଥାନା ଅନ୍ତର୍ଗତ ନୂଆପାଟଣା ଗ୍ରାମର ଗୁଣ୍ଡିଚା
Read More...