ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଏୟାରଲିଫ୍ଟି ହେଲେ ଉତ୍ତମ ମହାନ୍ତି

ଭୁବନେଶ୍ବର: ଓଲିଉଡର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ଗୁରୁତର ଥିବା ସୂଚନା ମିଳିଛି। ତାଙ୍କୁ ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତରିତ କରାଯାଇଛି। ଉତ୍ତମ ମହାନ୍ତିଙ୍କ ଅତି ନିକଟ ସୂତ୍ରରୁ ଏହି ସୂଚନା ମିଳିଛି। ଉନ୍ନତ ଚିକିତ୍ସା ପାଇଁ ରାଜ୍ୟ ବାହାରକୁ ନିଆଯାଇଛି।
Read More...

ସର୍ବନିମ୍ନ ୧୦ ହଜାର ଟଙ୍କା ମିଳିବ ପେନସନ୍

ନୂଆଦିଲ୍ଲୀ: ଗତ ୨୦୨୪ ଅଗଷ୍ଟ ୨୪ ତାରିଖରେ ଏକୀକୃତ ପେନସନ୍ ଯୋଜନାକୁ ମଞ୍ଜୁରି ପ୍ରଦାନ କରିଥିଲା କେନ୍ଦ୍ର କ୍ୟାବିନେଟ୍। ସୁନିଶ୍ଚିତ ପେନ୍‌ସନ୍, ପାରିବାରିକ ପେନ୍‌ସନ୍, ମୁଦ୍ରାସ୍ଫିତି ଆଦି ବିଭିନ୍ନ କାରଣକୁ ଦୃଷ୍ଟିରେ ରଖି ଅନୁରୂପ ପେନ୍‌ସନ୍ ନିର୍ଦ୍ଧାରଣ କରିବା ପାଇଁ ବିଭିନ୍ନ ସେବା
Read More...

ବଦଳିବ ‘ମୋ ବସ’ ହେବ ‘ଆମ ବସ’

ଭୁବନେଶ୍ବର: ବଦଳିବ ‘ମୋ ବସ୍‌’ର ନାଁ। ‘ମୋ ବସ୍’ ନାଁ ପରିବର୍ତ୍ତନ ହୋଇ ହେବ ‘ଆମ ବସ୍‌’। ଏନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ‘ମୋ ବସ୍‌’ ଏକ ଅହଂକାର ଶବ୍ଦ। ମୋହନ ସରକାର ଲୋକଙ୍କ ସରକାର। ତେଣୁ ମୋ ବଦଳରେ ଆମର କହିବା ଠିକ୍‌ ହେବ ବୋଲି
Read More...

ହାରିଲେ କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀ ନିର୍ବାଚନରେ ଆମ ଆଦମୀ ପାର୍ଟି(ଆପ୍)କୁ ଶକ୍ତ ଝଟକା ଲାଗିଛି। ଗୋଟିଏ ପଟେ ବିଜେପି ବିପୁଳ ବିଜୟ ହାସଲ କରିବା ଏକପ୍ରକାର ସ୍ପଷ୍ଟ ହୋଇଥିବାବେଳେ ଅନ୍ୟପଟେ ଆପ୍‌ର ଟାଣୁଆ ନେତାମାନଙ୍କୁ ପରାଜୟ ବରଣ କରିବାକୁ ପଡ଼ିଛି। ଖୋଦ ଆପ୍‌ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ
Read More...

ଦିଲ୍ଲୀରେ କାଲକାଜୀ ଆସନରୁ ଜିତିଲେ ଆତିଶୀ

ନୂଆଦିଲ୍ଲୀ: ଆପ ପାଇଁ ଖୁସି ଖବର। ବଡ଼ ବିଜୟ ହାସଲ କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ ମର୍ଲେନା। କାଲକାଜୀ ଆସନରୁ ଜିତିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ। ଭାଜପାର ରମେଶ ବିଧୁରୀଙ୍କୁ ୩୫୦୦ ଭୋଟରେ ପରାସ୍ତ କଲେ ଆତିଶୀ। ଆପ୍‌ର ବହୁ ହେଭିୱେଟ ନେତା ଚଳିତ ନିର୍ବାଚନରେ ପରାଜୟ ବରଣ
Read More...

ନୂଆ ଶ୍ମଶାନ ଭୂମିର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମନ୍ତ୍ରୀ

ଭୁବନେଶ୍ବର: ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଶୁକ୍ରବାର ଡୁମୁଡୁମାରେ ନୂଆ ଶ୍ମଶାନ ଭୂମିର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ସ୍ମାର୍ଟ ସିଟି ଭୁବନେଶ୍ୱର କ୍ରମାଗତ ସବୁ କ୍ଷେତ୍ରରେ ଉନ୍ନତି କରୁଥିବାବେଳେ ମୃତ୍ୟୁପରେ ମଣିଷର ସମ୍ମାନ ଓ ତାଙ୍କ ପରିବାରର ସୁବିଧା
Read More...

ସୋନୁ ସୁଦ୍‌ଙ୍କ ନାଁରେ ଗିରଫ ପରଓ୍ବାନା ଜାରି

ଲୁଧିଆନା: ବଲିଉଡ଼ ଅଭିନେତା ସୋନୁ ସୁଦ୍‌ଙ୍କ ନାଁରେ ଜାରି ହୋଇଛି ଗିରଫ ପରଓ୍ବାନା। ଏକ ଠକେଇ ମାମଲାରେ ସାକ୍ଷ୍ୟ ଦେବାକୁ ହାଜର ନ ହେବାରୁ ଅଦାଲତ ଗୁରୁବାର ତାଙ୍କ ବିରୋଧରେ ଗିରଫ ପରୱାନା ଜାରି କରିଛନ୍ତି। ସୂଚନା ଅନୁସାରେ, ଲୁଧିଆନାର ଓକିଲ ରାଜେଶ ଖାନ୍ନାଙ୍କ ପକ୍ଷରୁ ଏହି ମାମଲା ଦାୟର
Read More...

୫ ବର୍ଷ ପରେ ରେପୋ ରେଟ୍‌ ହ୍ରାସ କଲା ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ

ନୂଆଦିଲ୍ଲୀ: ୫ ବର୍ଷ ପରେ ରେପୋ ରେଟ୍‌ ହ୍ରାସ କରିଛି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ। ମୁଦ୍ରାନୀତିକୁ ନେଇ ସୂଚନା ଦେଇଛନ୍ତି ଗଭର୍ଣ୍ଣର ସଞ୍ଜୟ ମଲହୋତ୍ରା। ରେପୋ ରେଟ୍ ୬.୫%ରୁ ୬.୨୫%କୁ ଖସିଥିବା ନେଇ ସୂଚନା ମିଳିଛି। ଏହା ଫଳରେ ଗୃହ ନିର୍ମାଣ ଉପରେ ଇଏମଆଇ ଖସିବାର ସମ୍ଭାବନା ରହିଛି।
Read More...

ଆୟୁଷ୍ମାନ ଯୋଜନାରେ ସାମିଲ ହେବେ ସାଢ଼େ ୩ କୋଟି ଲୋକ

ଭୁବନେଶ୍ବର: ଆୟୁଷ୍ମାନ ଯୋଜନାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା। ଏହି ଯୋଜନାରେ ସାଢ଼େ ୩ କୋଟି ଲୋକଙ୍କୁ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଥିବା କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ବର୍ତ୍ତମାନ ଆୟୁଷ୍ମାନ କାର୍ଡ ଛପା ଚାଲିଛି ବୋଲି କହିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ।
Read More...

ମାଲକାନଗିରି ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର ଗିରଫ

ମାଲକାନଗିରି: ମାଲକାନଗିରି ଜିଲା ଜଳ ବିଭାଜିକା ପ୍ରକଳ୍ପ ଉପନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର ଗିରଫ। ଶାନ୍ତନୁଙ୍କ ସହ ୫ ଜଣଙ୍କୁ ଗିରଫ କରାଯାଇଇଛି। ଆୟବହିର୍ଭୂତ ସଂପତ୍ତି ଠୁଳ ଓ ସରକାରୀ ଅର୍ଥ ହଡ଼ପ ଅଭିଯୋଗରେ ଶୁକ୍ରବାର ଶାନ୍ତନୁ ଓ ତାଙ୍କ ୫ ସହଯୋଗୀଙ୍କୁ ଗିରଫ କରାଯାଇଛି। ଆୟବହିର୍ଭୁତ
Read More...