ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

କଂଗ୍ରେସର ଭାଷା ଓ ଆଚରଣ ରାଜନୈତିକ ପତନର ସଙ୍କେତ: ଶିବରାଜ

ବିହାର: ବିହାରରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କ ସଭା ସମୟରେ ଜଣେ ଯୁବକଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗକୁ ନେଇ ରାଜନୈତିକ ବିବାଦ ଦେଖାଦେଇଛି। ଖଡ଼ଗେ ଭାଷଣ ଦେଉଥିବା ବେଳେ ଯୁବକ ଜଣକ ‘ମୋଦୀ ଯିବେ ନାହିଁ’ ବୋଲି କହିବା ପରେ କଂଗ୍ରେସ କର୍ମୀମାନେ ତାଙ୍କୁ ଆକ୍ରମଣ କରିଥିବା…
Read More...

ଡିପିଡିପି ଆଇନକୁ ଚ୍ୟାଲେଞ୍ଜ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍

ନ୍ୟୁଜ ବ୍ୟୁରୋ: ଡିଜିଟାଲ୍ ବ୍ୟକ୍ତିଗତ ତଥ୍ୟ ସୁରକ୍ଷା (ଡିପିଡିପି) ଆଇନର କେତେକ ବ୍ୟବସ୍ଥାକୁ ଚ୍ୟାଲେଞ୍ଜ କରି ଦାଏର ଆବେଦନ ଉପରେ କେନ୍ଦ୍ର ସରକାରଙ୍କ ଜବାବ ଲୋଡ଼ିଛନ୍ତି ସୁପ୍ରିମକୋର୍ଟ। ଏହି ଆଇନ ସାମ୍ବାଦିକତାର ସ୍ୱାଧୀନତା ଓ ସୂଚନା ଅଧିକାରକୁ ପ୍ରଭାବିତ କରିପାରେ ବୋଲି ଆବେଦନକାରୀ…
Read More...

ମାନହାନି ମାମଲାରେ ରାହୁଲ ଗାନ୍ଧି ଦୋଷମୁକ୍ତ

ନୂଆଦିଲ୍ଲୀ: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କୁ ବଡ଼ ଆଶ୍ୱସ୍ତି। କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ନେଇ ଟିପ୍ପଣୀ କରିବା ଅଭିଯୋଗରେ ୨୦୧୮ରୁ ଚାଲିଥିବା ମାନହାନି ମାମଲାରେ ତାଙ୍କୁ ଦୋଷମୁକ୍ତ କରିଛନ୍ତି ଉତ୍ତରପ୍ରଦେଶର ସୁଲତାନପୁରସ୍ଥିତ…
Read More...

ନର୍ଥ ବ୍ଲକ୍‌ରେ ଅଗ୍ନିକାଣ୍ଡ, ନିଆଁ ଲିଭାଇଲେ ଅଗ୍ନିଶମ କର୍ମଚାରୀ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଭବନ ସମ୍ମୁଖରେ ଥିବା ଦିଲ୍ଲୀର ପ୍ରମୁଖ ସରକାରୀ କୋଠା ନର୍ଥ ବ୍ଲକ୍‌ରେ ଅଗ୍ନିକାଣ୍ଡ ଘଟିଛି। କୋଠାରେ ମରାମତି କାର୍ଯ୍ୟ ଚାଲିଥିବା ସମୟରେ ଏହି ଛୋଟ ଅଗ୍ନିକାଣ୍ଡ ଘଟିଥିବା ଅଧିକାରୀମାନେ କହିଛନ୍ତି। ଦିଲ୍ଲୀ ଅଗ୍ନିଶମ ସେବା ଅନୁଯାୟୀ, ଗୁରୁବାର ପୂର୍ବାହ୍ନ ପ୍ରାୟ…
Read More...

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ ଅର୍ଣ୍ଣବ ‘

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ' ଅର୍ଣ୍ଣବ '। ଏହି ସିଷ୍ଟମ୍ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୀଷଣ ବାତ୍ୟାରେ ପରିଣତ ହେବ ଏବଂ ପରବର୍ତ୍ତୀ ୨୪ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଅତି ଭୀଷଣ ବାତ୍ୟା ରୂପ ନେବାର…
Read More...

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ପାଟଣାର ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ପରଲୋକ ହୋଇଛି। ଗୁରୁବାର ରାତି ପ୍ରାୟ ୮ଟାରେ କେନ୍ଦୁଝରର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୭୯ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗତ କିଛି ମାସ ଧରି ସେ ଅସୁସ୍ଥ ଥିବାରୁ ତାଙ୍କର…
Read More...

ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ

ନ୍ୟୁଜ ବ୍ୟୁରୋ: ବଲିଉଡ୍‌ ଅଭିନେତା ଟାଇଗର ଶ୍ରଫ୍‌ଙ୍କୁ ଗୁଳିମାଡ଼ ଘଟଣାକୁ ସପ୍ତାହେ ନପୂରୁଣୁ ଏବେ ଅଭିନେତା ଅମିତାଭ ବଚ୍ଚନ ଓ ପଞ୍ଜାବୀ ଗାୟକ ତଥା ଅଭିନେତା ଦିଲଜିତ ଦୋସାଞ୍ଜଙ୍କୁ ବୋମା ଧମକ ମିଳିଛି। ଏହି ଦୁଇ କଳାକାରଙ୍କୁ ନେଇ ଏକ ଧମକପୂର୍ଣ୍ଣ ଇମେଲ୍‌ ମୁମ୍ବାଇ ମହାନଗର ନିଗମ…
Read More...

ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ

ଅରୁଣାଚଳ ପ୍ରଦେଶ: ଅରୁଣାଚଳ ପ୍ରଦେଶରେ ଭାରତୀୟ ଓ ଚୀନ୍‌ ସୈନିକଙ୍କ ମଧ୍ୟରେ ଏକାଧିକ ସ୍ଥାନରେ ମୁହାଁମୁହିଁ ସ୍ଥିତି ଜାରି ରହିଥିବା ନେଇ ଆଇଟିବିପି ମହାନିର୍ଦ୍ଦେଶକ ଶତ୍ରୁଜିତ କପୁରଙ୍କ ବୟାନ ପରେ ରାଜନୈତିକ ତାତି ବଢ଼ିଛି। ଏହି ପ୍ରସଙ୍ଗରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ…
Read More...

୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ

ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍‌ (ଓସିଏସ୍‌) ମୁଖ୍ୟ ଲିଖିତ ପରୀକ୍ଷା ଆସନ୍ତା ୨୯ ତାରିଖରୁ ଆରମ୍ଭ ହେବ। ଏଥିପାଇଁ ୫୬୯୦ ଜଣ ପରୀକ୍ଷାର୍ଥୀ ଯୋଗ୍ୟତା ହାସଲ କରିଥିବାବେଳେ ଶୁକ୍ରବାରଠାରୁ ଆଡମିଟ୍‌ କାର୍ଡ ଡାଉନଲୋଡ୍‌…
Read More...

ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ନ୍ୟୁ୍ଜ୍ ବ୍ୟୁରୋ: ଏସିଆନ ପାରା ଗେମ୍ସ ୨୦୨୬ରେ ପାରା-ବ୍ୟାଡମିଣ୍ଟନରେ ଭାରତକୁ ମିଳିଛି ଦୁଇଟି ପଦକ। ପୁରୁଷ ସିଙ୍ଗଲ୍ସ ଏସଏଲ୩ ବର୍ଗର ଫାଇନାଲରେ ଭାରତୀୟ ଖେଳାଳି ନିତେଶ କୁମାର ନିଜ ଦେଶର ପ୍ରମୋଦ ଭଗତଙ୍କୁ ପରାସ୍ତ କରି ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ନିତେଶ ୨୧-୧୮ ଓ ୨୧-୧୬ରେ ଦୁଇଟି ଗେମ୍…
Read More...