ପ୍ରମୁଖ ଖବର

ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ +୨ ରେଜଲ୍ଟ, ବାହାରିବ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାଫଳ
୨୪ରେ ଅବପାତର ରୂପ ନେବ ଲଘୁଚାପ, ଓଡିଶାରେ ଜାରି ରହିବ କାଳବୈଶାଖୀ
ଘଷିପୁରାରେ ବଦ୍ରି ପାତ୍ରଙ୍କ ସମର୍ଥକଙ୍କ ଗୁଣ୍ଡାଗର୍ଦ୍ଦି ଅଭିଯୋଗ, ଆକ୍ରମଣରେ ସୌମ୍ୟଙ୍କ ସମର୍ଥକ ଗୁରୁତର
ବଲିଉଡ୍‌ ଅଭିନେତା ଶାହରୁଖ ଖାନ୍‌ ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି
ସିଂଗାପୁର ପରେ ଭାରତରେ କୋଭିଡର ନୂଆ ଭାରିଆଣ୍ଟ, ଦେଶରେ ୩୨୪ ସଂକ୍ରମିତ ଚିହ୍ନଟ
ହାଇକୋର୍ଟରୁ ମିଳିଲା ଜାମିନ, ଜେଲ୍‌ରୁ ବାହାରିଲେ ଆଜୀବନ କାରା ଦଣ୍ଡାଦେଶ ପାଇଥିବା ପୂର୍ବତନ ବିଧାୟକ ନାରାୟଣ ରେଡ୍ଡୀ

ନବୀନଙ୍କ ରୋଡ ଶୋ’ ରେ ସାମିଲ ହେଲେ ଲକ୍ଷ ଲକ୍ଷ ଲୋକ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବିଶାଳ ରୋଡ ଶୋ’ ରେ ସାମିଲ ହୋଇଛନ୍ତି ଲକ୍ଷ ଲକ୍ଷ ଲୋକ। ଜନ ସମୁଦ୍ର ପାଲଟିଛି ରାଜଧାନୀ ରାଜରାସ୍ତା । ଗଙ୍ଗନଗର ଛକରୁ ଆରମ୍ଭ ହୋଇଥିଲା ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ’ । ମୁଖ୍ୟମନ୍ତ୍ରୀ ହାତ…
Read More...

ପୁଣି ବଢିବ ଖରା, ବିଭିନ୍ନ ଅଞ୍ଚଳ ରେ କାଳବୈଶାଖୀ ବର୍ଷା ସମ୍ଭାବନା!

ଭୁବନେଶ୍ବର: ଦକ୍ଷିଣ ବିହାର ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, କୋରାପୁଟ , ରାୟଗଡ଼ା ଜିଲ୍ଲା ର…
Read More...

ସରକାରୀ କର୍ମଚାରୀ ପାଇବେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ

ରାଉରକେଲା: ସରକାରୀ କର୍ମଚାରୀ ବି ପାଇବେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ। ଆଶା ଦିଦିଙ୍କ ଠୁ ଅଙ୍ଗନୱାଡି ଦିଦି ସମସ୍ତେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡର ଲାଭ ଉଠାଇପାରିବେ। ରାଉରକେଲା ନିର୍ବାଚନୀ ପ୍ରଚାରରେ ଘୋଷଣା କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ପୂର୍ବରୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ…
Read More...

ସୋଆ ସମର୍‌କ୍ୟାମ୍ପ ଉଦ୍‌ଯାପିତ

ସ୍କୁଲ ଛାତ୍ରଛାତ୍ରୀମାନଙ୍କ ପାଇଁ ଉଦ୍ଦିଷ୍ଟ ସୋଆ ସମର୍ କ୍ୟାମ୍ପକୁ ଆହୁରି ବ୍ୟାପକ କରାଯିବ: ସୋଆ ଉପସଭାପତ ଭୁବନେଶ୍ୱର, ୧୫/୦୫ : ଗ୍ରୀଷ୍ମକାଳୀନ ଛୁଟି ସମୟରେ ସ୍କୁଲ୍ ଛାତ୍ରଛାତ୍ରୀଙ୍କୁ କ୍ରୀଡା କ୍ଷେତ୍ରରେ ଅଧିକ ପ୍ରୋତ୍ସାହିତ କରିବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ)…
Read More...

ସମ୍ ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ସମ୍ପୂର୍ଣ୍ଣ ଆଣ୍ଠୁ ପ୍ରତ୍ୟାରୋପଣ ସମ୍ପନ୍ନ

ଭୁବନେଶ୍ୱର, ୧୧/୦୫ : ରୋଗୀଙ୍କୁ ଉତମ ମାନର ସ୍ୱାସ୍ଥ୍ୟ ସେବା ପ୍ରଦାନ କ୍ଷେତ୍ରରେ ଅତ୍ୟାଧୁନିକ ସ୍ୱାସ୍ଥ୍ୟ ଚିକିତ୍ସା ଭାବେ ଉଭା ହୋଇଥିବା ସମ୍ପୂର୍ଣ୍ଣ ଆଣ୍ଠୁ ପ୍ରତ୍ୟାରୋପଣ ପ୍ରକ୍ରିୟା ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ୍ ର ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ…
Read More...

ବାଇକ୍ ଧକ୍କାରେ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ

ଉମରକୋଟ: ବାଇକ୍ ଧକ୍କାରେ ଜଣେ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ନବରଙ୍ଗପୁର ଜିଲ୍ଲା ଉମରକୋଟରେ ଆଜି ଘଟିଛି ଏହି ଘଟଣା। ମୃତ ବ୍ୟକ୍ତିଙ୍କ ନାଁ ଅଲେଖ ରନ୍ଧାରୀ। ସେ ୫ମ ପୋଲିଂ ଅଧିକାରୀ ଭାବେ ନିୟୋଜିତ ହୋଇଥିଲେ। ଉମରକୋଟ ସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରରେ ହୋଇଥିବା…
Read More...

ଚତୁର୍ଥ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଲାଗି ପ୍ରଚାର ଶେଷ

ଭୁବନେଶ୍ୱର: ଦେଶରେ ଚତୁର୍ଥ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଲାଗି ପ୍ରଚାର ସରୁଛି। ଏହା ସହ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଲାଗି ମଧ୍ୟ ପ୍ରଚାର ଶେଷ ହେଉଛି। ଅପରାହ୍ନ ୫ଟା ସୁଦ୍ଧା ସରିବ ନିର୍ବାଚନ ପ୍ରଚାର। ଚତୁର୍ଥ ପର୍ଯ୍ୟାୟ ସାଧାରଣ ନିର୍ବାଚନରେ ମୋଟ ୧୦ ରାଜ୍ୟର ୯୬…
Read More...

ସୋଆରେ ଅକ୍ଷୀ ମୁଠି ଅନୁକୂଳ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୧୦/୦୫ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱ ବିଦ୍ୟାଳୟ ଅଧୀନସ୍ଥ କୃଷି ମହାବିଦ୍ୟାଳୟ ପକ୍ଷରୁ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଅକ୍ଷୀ ମୁଠି ଅନୁକୂଳ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୂଆଗାଁ ସ୍ଥିତ ଆଇଏନ୍‌ଏସ୍ ଫାର୍ମରେ ଅନୁଷ୍ଠିତ ଏହି ଉତ୍ସବରେ ସୋଆ କୁଳପତି…
Read More...

ସୋଆ ଉପସଭାପତିଙ୍କ ଦ୍ୱାରା ସେଂଟର ଫର୍ ଏନ୍‌ଟରପ୍ରେନ୍ୟୁୟରସିପ୍ ଆଣ୍ଡ ଇନୋଭେସନ୍ ମ୍ୟାନେଜମେଂଟ ଉଦ୍‌ଘାଟିତ

ଭୁବନେଶ୍ୱର, ୧୦/୦୫ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌) ଏବଂ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍ସେସ ଆଣ୍ଡ ଆନିମଲ୍ ହଜ୍‌ବ୍ୟାଣ୍ଡ୍ରୀ (ଆଇଭିଏସ୍‌ଏଏଚ୍‌) ରେ ଶିକ୍ଷା ଗ୍ରହଣ କରୁଥିବା ଛାତ୍ରଛାତ୍ରୀମାନଙ୍କୁ…
Read More...

ମୋଦି କଲେ ରୋଡ୍ ଶୋ’

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପୁଣିଥରେ ଓଡ଼ିଶା ଗସ୍ତରେ ଆସି ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ୍ ଶୋ’ କରିଛନ୍ତି । ମୋଦିଙ୍କୁ ଦେଖିବାକୁ ରାଜଧାନୀର ଜନପଥ ଜନସମୁଦ୍ର ପାଲଟିଛି । ଭୁବନେଶ୍ୱରର ସାଂସଦ ତଥା ବିଜେପି ଲୋକସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ଓ ରାଜ୍ୟ…
Read More...