ଟ୍ରାଫିକ୍ ଜରିମାନା ୫୦% ହ୍ରାସ କଲେ ଓଡ଼ିଶା ସରକାର
ଭୁବନେଶ୍ବର: ଓଡ଼ିଶା ସରକାର ମୋଟର ଯାନ ଆଇନ, ୧୯୮୮ ଅନୁଯାୟୀ ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ଯାନବାହାନ ମାଲିକ ଏବଂ ଡ୍ରାଇଭରମାନଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହି ସୁବିଧା ଜୁଲାଇ ୩୧, ୨୦୨୫ ପର୍ଯ୍ୟନ୍ତ ଉପଲବ୍ଧ ରହିବ।
!-->!-->!-->…
Read More...
Read More...