ହଟିଲା କେଜ୍ରିୱାଲଙ୍କ ଜେଡ୍ ପ୍ଲସ୍ ସୁରକ୍ଷା
ନୂଆଦିଲ୍ଲୀ: ହଟିଲା କେଜ୍ରିୱାଲଙ୍କ ଜେଡ୍ ପ୍ଲସ୍ ସୁରକ୍ଷା। ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଦିଆଯାଇଥିବା ଅତିରିକ୍ତ ସୁରକ୍ଷା ପ୍ରତ୍ୟାହାର କରିବାକୁ ପଞ୍ଜାବ ପୋଲିସ ନିଷ୍ପତ୍ତି ନେଇଛି। ଦିଲ୍ଲୀ ପୋଲିସର ଆପତ୍ତି ପରେ ଏହି ନିଷ୍ପତ୍ତି ନିଆଯାଇଛି, ଯାହା!-->…
Read More...
Read More...