ପ୍ରମୁଖ ଖବର

ଆଜିଠାରୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇ ଡିସେମ୍ବର ୨୦ ପର୍ଯ୍ୟନ୍ତ ଚାଲିବ
୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ
ମା’ ବିରଜା ମନ୍ଦିର ଉନ୍ନତିକରଣ କାମ ଠିକ ସମୟରେ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଦିଲ୍ଲୀରେ ୨୫୦୦ ଟଙ୍କା ବଢ଼ିଲା ବାର୍ଦ୍ଧକ୍ୟ ଭତ୍ତା
ଆଜି ସର୍ବଦଳୀୟ ବୈଠକ, ୨୬ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ
ରାଜ୍ୟରୁ ଗଞ୍ଜେଇ ଚାଷ ହେବ ମୂଳପୋଛ, ଡିଜିପି
ବଲାଙ୍ଗଗିରି: ଗଛରେ ପିଟିହେଲା ପିକ୍‌ଅପ୍‌ ଭ୍ୟାନ,୨ ମୃତ
ଆଣ୍ଡାମାନ ସାଗରରୁ ମାଛଧରା ଡଙ୍ଗାରୁ ୫ ଟନ୍ ଡ୍ରଗ୍ସ ଜବତ
ଅଟୋକୁ ଧକ୍କା ଦେଲା ବିଧାୟକଙ୍କ ପୁର୍ଣ୍ଣଚନ୍ଦ୍ର ସେଠୀଙ୍କ କାର୍, ୪ଯାତ୍ରୀ ଆହତ

ଅଦିନ ରଥଯାତ୍ରା ପ୍ରସଙ୍ଗରେ ଇସ୍କନକୁ ଚିଠି ଲେଖି ବାରଣ କଲେ ଗଜପତି

ଭୁବନେଶ୍ବର: ଅଦିନ ସ୍ନାନ ଓ ରଥଯାତ୍ରା ପ୍ରସଙ୍ଗରେ ଇସ୍କନକୁ ଚିଠି ଲେଖି ବାରଣ କଲେ ଗଜପତି ମହାରାଜା। ଆମେରିକା ହ୍ୟୁଷ୍ଟନରେ ଇସ୍କନ ପକ୍ଷରୁ ଆଦିନିଆ ସ୍ନାନ ଯାତ୍ରା ଓ ରଥଯାତ୍ରା ଆୟୋଜନ କରାଯିବାକୁ ବିରୋଧ କରି ଇସ୍କନକୁ ଚିଠି ଲେଖିଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଗଜପତି
Read More...

ସ୍ୱର୍ଗଦ୍ୱାରରେ କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ

ପୁରୀ: ସ୍ୱର୍ଗଦ୍ୱାରରେ ଏଣିକି କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ। ଓଡିଶା ସରକାର ପୁରୀ ସ୍ୱର୍ଗଦ୍ୱାରରେ ଶବଦାହ ପାଇଁ ଜାଳେଣି କାଠ ବଦଳରେ ଗୋବର ଘଷି ବ୍ୟବହାର ଉପରେ ଚିନ୍ତା କରୁଛନ୍ତି ବୋଲି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମଙ୍ଗଳବାର ସୂଚନା ଦେଇଛନ୍ତି।
Read More...

ପ୍ରଧାନମନ୍ତ୍ରୀ ୫୧,୦୦୦ରୁ ଅଧିକ ପ୍ରାର୍ଥୀଙ୍କୁ ଦେଲେ ନିଯୁକ୍ତି ପତ୍ର

ନୂଆଦିଲ୍ଲୀ: ଦେଶର ଜନତାଙ୍କୁ ଦୀପାବଳି ଉପହାର ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ମୋଦୀ ମଙ୍ଗଳବାର ଯୁବକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୫୧,୦୦୦ରୁ ଅଧିକ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର
Read More...

ସୋଆ ଫାର୍ମାସୀ କର୍ମଚାରୀ ଓ ଛାତ୍ର ଛାତ୍ରୀଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ମଙ୍ଗଳବାର ସାରା ଦେଶରେ ସ୍ବାସ୍ଥ୍ୟ ସେବା କ୍ଷେତ୍ର ନିମନ୍ତେ ୧୨ ହଜାର ୮୫୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ବର ଉପକଣ୍ଠ ଗୋଠପାଟଣା ଠାରେ ଥିବା ଡ୍ରଗ୍ସ ଟେଷ୍ଟିଂ ଲବ୍ରୋଟେରୀ ସେଣ୍ଟରର ଶିଳାନ୍ୟାସ
Read More...

ମସ୍ତିଷ୍କ ଆଘାତ ଜନିତ ସମସ୍ୟା ବିଶ୍ୱରେ ମୃତ୍ୟୁର ଦ୍ୱିତୀୟ ବୃହତ୍ କାରଣ

ଭୁବନେଶ୍ୱର, ଅକ୍ଟୋବର ୨୯ : ସାରା ବିଶ୍ୱରେ ହୃଦ୍‌ଘାତ ମଣିଷର ମୃତ୍ୟୁର ପ୍ରଥମ ବୃହତ କାରଣ ହୋଇଥିବା ବେଳେ ମସ୍ତିଷ୍କରେ ଆଘାତ ଅଥବା ବ୍ରେନ୍ ଷ୍ଟ୍ରୋକ୍ ଯୋଗୁଁ ହେଉଥିବା ମୃତ୍ୟୁ ଦ୍ୱିତୀୟ ବୃହତ କାରଣ ବୋଲି କହିଛନ୍ତି ବିଶିଷ୍ଟ ନ୍ୟୁରୋସର୍ଜନ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ
Read More...

ଯାତ୍ରିବାହୀ ବସ୍ ଦୁର୍ଘଟଣାରେ ୧୨ମୃତ୍ୟୁ

ରାଜସ୍ଥାନ: ରାଜସ୍ଥାନର ସିକାରରେ ଗୋଟିଏ ଯାତ୍ରିବାହୀ ବସ୍‌ କଲଭର୍ଟରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବର୍ତ୍ତମାନ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବାରୁ ଆଗକୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାର
Read More...

ଦୀପାବଳୀ ପାଇଁ ଆସିଲା ଗାଇଡଲାଇନ୍

ସଂଧ୍ୟା ୭ରୁ ୯ ମଧ୍ୟରେ ଫୁଟିବ ବାଣ ୧୨୫ ଡେସିବେଲ୍‌ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା ପାର୍କ, ସାଇଲେନ୍ସ ଜୋନରେ ବାଣ ଫୁଟାଇବାକୁ ବାରଣ କରାଯାଇଛି ଭୁବନେଶ୍ବର: ଆଜି ବାଣଫୁଟା ନେଇ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ  ଗାଇଡଲାଇନ୍ ଜାରି କରାଯାଇଛି।
Read More...

ମଠ ମନ୍ଦିର ସୁରକ୍ଷା ପାଇଁ ଆସୁଛି ‘ଦେବାଳୟ ଯୋଜନା’

ଭୁବନେଶ୍ବର:ଆଉ ଏକ ନୂଆ ଯୋଜନା ଆଣିବାକୁ ଯାଉଛି ବିଜେପି ସରକାର। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ଏହି ଯୋଜନା ବିଷୟରେ ସୂଚନା ଦେଇଛନ୍ତି। ଏହି ଯୋଜନା ଧର୍ମ ପୀଠ ଯେମିତି ମଠ ଓ ମନ୍ଦିରର ସୁରକ୍ଷା ପାଇଁ ରହିବ। ଏହାର ନାମ ରହିଛି ‘ଦେବାଳୟ ଯୋଜନା’। ଯୋଜନା ସମ୍ପର୍କରେ ସୂଚନା
Read More...

ଆସନ୍ତାକାଲିଠାରୁ ଆରମ୍ଭ ହେବ ଆୟୁଷ୍ମାନ ଭାରତ ପାର୍ଟ-୨

ନୂଆଦିଲ୍ଲୀ; ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲର ସୁବିଧା ରହିବ। ସାରା ଦେଶରେ ୭୦ ବର୍ଷରୁ ଉର୍ଦ୍ଧ୍ବ ସମସ୍ତ ଲୋକ ଏହାର ସୁବିଧା
Read More...

ଭାରତରେ ନିର୍ମାଣ ହେବ ଅତ୍ୟାଧୁନିକ ଯୁଦ୍ଧ ବିମାନ

ଗୁଜରାଟ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ପେନ୍ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ମିଳିତ ଭାବେ ଭାରତର ସାମରିକ ବିମାନ ପାଇଁ ପ୍ରଥମ ଘରୋଇ ଯୁଦ୍ଧ ବିମାନ ଉତ୍ପାଦନ ପ୍ଲାଣ୍ଟ ଉଦଘାଟିତ ହୋଇଛି। ଗୁଜରାଟର ଭଦୋଦରାର ଟାଟା ଏୟାରକ୍ରାଫ୍ଟ କମ୍ପ୍ଲେକ୍ସରେ ଏହି ପ୍ଲାଣ୍ଟର ଉଦଘାଟନ
Read More...