ଓଡ଼ିଶାର ୧୪ ଓଏଏସ୍ ଅଧିକାରୀଙ୍କୁ ଆଇଏଏସ୍ ପଦୋନ୍ନତି
ଭୁବନେଶ୍ବର: ଓଡ଼ିଶା ପ୍ରଶାସନିକ ସେବାର ୧୪ ଜଣ ଅଧିକାରୀଙ୍କ ପଦୋନ୍ନତି ହୋଇଛି। ସେମାନଙ୍କୁ ଭାରତୀୟ ପ୍ରଶାସନିକ ସେବାରେ ସାମିଲ କରାଯାଇ ଓଡ଼ିଶା କ୍ୟାଡରରେ ନିଯୁକ୍ତି ଦିଆଯିବ। ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଏହି!-->…
Read More...
Read More...