ସ୍ୱାଧୀନତା ଦିବସ ପୂର୍ବରୁ ଦିଲ୍ଲୀରେ ୬ ବୋମା ଧମକ
ନୂଆଦିଲ୍ଲୀ: ସ୍ୱାଧୀନତା ଦିବସ ପାଳନ ପୂର୍ବରୁ ଦିଲ୍ଲୀରେ ୬ଟି ବୋମା ଧମକ ମିଳିବା ପରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଇମେଲ୍ ମାଧ୍ୟମରେ ଆସିଥିବା ଏହି ଧମକରେ ଜାମନଗର ହାଉସ୍, ଝାଣ୍ଡେୱାଲାନ୍ ମନ୍ଦିର ସମେତ ଅନେକ ସମ୍ବେଦନଶୀଳ ସ୍ଥାନକୁ ଟାର୍ଗେଟ କରାଯାଇଥିଲା। ଏହାରି ମଧ୍ୟରେ!-->…
Read More...
Read More...