ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ
ଭୁବନେଶ୍ବର: ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ବ୍ୟୟ କରିବେ। ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ବଜେଟ୍ରୁ ଖର୍ଚ୍ଚ ହେବ ବୋଲି ନିର୍ଦ୍ଦେଶାନମାରେ କୁହାଯାଇଛି।
!-->!-->!-->…
Read More...
Read More...