ପ୍ରମୁଖ ଖବର

ଭଞ୍ଜନଗର ଜଳଭଣ୍ଡାରରେ ବୁଡି ଦୁଇ କଲେଜ୍ ଛାତ୍ରଙ୍କ ମୃତ୍ୟୁ
ପଶ୍ଚିମବଙ୍ଗରେ ନିର୍ବାଚନ ପୂର୍ବରୁ ଟିଏମ୍‌ସି ନେତାଙ୍କ ଘରେ ଆୟକର ଚଢଉ
ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ପ୍ରି-ଇନଷ୍ଟଲେସନ୍‌ ପ୍ରସ୍ତାବକୁ ପ୍ରତ୍ୟାହାର କଲେ ସରକାର
ତାମିଲନାଡୁର ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ୧୬ ମୃତ
ଇଟାଲୀରେ ଗୁରୁଦ୍ୱାର ବାହାରେ ଗୁଳିକାଣ୍ଡ: ଦୁଇ ଭାରତୀୟ ଶିଖଙ୍କ ମୃତ୍ୟୁ
ଖୋର୍ଦ୍ଧାରେ ୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ ଛୁଟି
ଫିରୋଜାବାଦରେ ଭୟଙ୍କର ଅଗ୍ନିକାଣ୍ଡ: ୬୦ରୁ ଅଧିକ ଦୋକାନ ଜଳି ଛାରଖାର
ମହିଳା ସଂରକ୍ଷଣ ବିଲ୍ ବାବଦରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି

୩୦ ତାରିଖ ସୁଦ୍ଧା ଫସଲ କ୍ଷୟକ୍ଷତି ଆକଳନ କରାଯିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଫସଲ କ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି। ଅଦିନିଆ ବର୍ଷା ଏବେ ଚାଷୀ କୂଳ ଅଣ୍ଟା ଭାଙ୍ଗିଥିବା ବେଳେ ପୁଣି ଥରେ ଚାଷୀ ଭାଇଙ୍କୁ ସଳଖିବା ପାଇଁ ସହାୟତାର ହାତ ବଢାଇବେ ରାଜ୍ୟ ସରକାର।
Read More...

ଗିରଫ ହେଲେ ୩ ହାର୍ଡକୋର ମହିଳା ମାଓବାଦୀ

ମାଲକାନଗିରି: ମାଲକାନଗିରି ପୋଲିସକୁ ବଡ ସଫଳତା। ଆଜି ୩ ଜଣ ହାର୍ଡକୋର ମହିଳା ମାଓବାଦୀ ଗିରଫ ହୋଇଛନ୍ତି। ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ଗୁଣ୍ଠାବାଡା ଗ୍ରାମ ନିକଟରୁ ଓଡ଼ିଶା ପୋଲିସ ଏବଂ ଡିବିଏଫ ବାହିନୀ ରବିବାର ୩ଜଣ ମହିଳା କ୍ୟାଡର ମାଓବାଦୀଙ୍କୁ ଗିରଫ କରିବାରେ ସଫଳ
Read More...

ରାସ୍ତାକଡ଼ରେ ପଡ଼ିଛି ବହୁ ମୂଲ୍ୟବାନ ଔଷଧ,ସ୍ୱାସ୍ଥ୍ୟ ବିଭାଗର ତଦନ୍ତ ଜାରି

ଗଞ୍ଜାମ: ବିନା ଖର୍ଚ୍ଚରେ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇବା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାଗଣା ଔଷଧ ମଧ୍ୟ ଯୋଗାଇଦେଉଛନ୍ତି ସରକାର । ହେଲେ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍ନାକୁ ଆସିଛି ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକରୁ। ବିଜୟ ଆଦିକନ୍ଦପୁର
Read More...

ଭୂକମ୍ପରେ ଥରିଲା ଜମ୍ମୁ କଶ୍ମୀର

ଜମ୍ମୁ କଶ୍ମୀର: ଭୂକମ୍ପରେ ଥରିଲା ଜମ୍ମୁ କଶ୍ମୀର। ଶୁକ୍ରବାର ରାତି ୯.୦୬ରେ କଶ୍ମୀରର ବାରାମୂଳାରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ ଆକଳନ କରାଯାଇଛି। ଏଯାବତ ଭୂକମ୍ପକୁ ନେଇ କୌଣସି କ୍ଷୟକ୍ଷତିର ଖବର ମିଳିନାହିଁ। ଅପରପକ୍ଷେ ଘାଟିରେ ପ୍ରବଳ ତୂଷାରପାତ
Read More...

ତିଆରି ହେବ ମନମୋହନଙ୍କ ସ୍ମାରକୀ

ଜାଗା ଯୋଗାଇ ଦେବାକୁ କେନ୍ଦ୍ର ରାଜି ନୂଆଦିଲ୍ଲୀ: ଅନ୍ତିମ ବିଦାୟ ନେଇଛନ୍ତି ଅର୍ଥନୀତି ଚାଣକ୍ୟ ତଥା ଦେଶର ୧୩ ତମ ପ୍ରଧାନମନ୍ତ୍ରୀ ମନମୋହନ ସିଂହ। ନିଗମ ବୋଧ ଘାଟିରେ ମନମୋହନଙ୍କ ପାର୍ଥିବ ଶରୀରକୁ ଭାବପୂର୍ଣ୍ଣ ବିଦାୟ ଦେଇଛନ୍ତି ପରିବାର ଲୋକେ ଏବଂ ବହୁ ମାନ୍ୟଗଣ ବ୍ୟକ୍ତି।
Read More...

ବିଷ ପିଇ ଜୀବନ ହାରିଲେ ଆଉ ଜଣେ ଚାଷୀ

ପାଟକୁରା: ଅଦିନିଆ ବର୍ଷା ଭାଙ୍ଗି ଦେଇଛି ଚାଷୀଙ୍କ ମେରୁଦଣ୍ଡ। ଆଖି ଆଗରେ ନଷ୍ଟ ହୋଇଗଲା ଅମଳ ହେବାକୁ ବସିଥିବା ଫସଲ। ବର୍ଷଯାକର ପରିଶ୍ରମର ଫଳକୁ ପାଣିରେ ଭାସୁଥିବା ଦେଖି ସହି ପାରୁ ନାହାନ୍ତି ଚାଷୀ। କେନ୍ଦ୍ରାପଡ଼ା ଜିଲ୍ଲାରେ ଗତକାଲି ଜଣେ ଚାଷୀଙ୍କ ଜୀବନ ଯାଇଥିବା ବେଳେ ଆଜି ଆଉ ଜଣଙ୍କ
Read More...

ପଞ୍ଚଭୂତରେ ବିଲୀନ ହେଲେ ମନମୋହନ ସିଂ

ନୂଆଦିଲ୍ଲୀ: ପଞ୍ଚଭୂତରେ ବିଲୀନ ହୋଇଛି ପୂର୍ବତନ ପ୍ରଧାନମନ୍ତ୍ରୀ, ବିଶିଷ୍ଟ ଅର୍ଥଶାସ୍ତ୍ରୀ, ଭାରତୀୟ ଅର୍ଥନୀତିର ଅନ୍ୟତମ ବିନ୍ଧାଣୀ ଡ. ମନମୋହନ ସିଂହଙ୍କ ପାର୍ଥିବ ଶରୀର। ନୂଆଦିଲ୍ଲୀର ନିଗମବୋଧ ଘାଟରେ ଏକ ଶୋକାକୂଳ ପରିବେଶରେ ଶନିବାର ମଧ୍ୟାହ୍ନରେ ରାଜକୀୟ ସମ୍ମାନ ସହ ତାଙ୍କର ଶେଷକୃତ୍ୟ
Read More...

ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ

ଭୁବନେଶ୍ବର: ସ୍ଥଗିତ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ। କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଦେହାନ୍ତ କାରଣରୁ ରାଷ୍ଟ୍ରୀୟ ଶୋକକୁ ଦୃଷ୍ଟିରେ ରଖି ତାଙ୍କର
Read More...

ଗଠନ ହେଲା ଓଡ଼ିଶା ଲ’ କମିଶନ

ଜଷ୍ଟିସ ବିଶ୍ବନାଥ ରଥ ଅଧ୍ୟକ୍ଷଭୁବନେଶ୍ବର: ଆଜି ଓଡ଼ିଶା ଲ’ କମିଶନ ଗଠିତ ହୋଇଛି। ଜଷ୍ଟିସ ବିଶ୍ବନାଥ ରଥ ହେଲେ ନୂଆ ଆଇନ କମିଶନ ଅଧ୍ୟକ୍ଷ । ଆଡଭୋକେଟ୍ ଜେନେରାଲ ପିତାମ୍ବର ଆଚାର୍ଯ୍ୟ କମିଶନ ସଦସ୍ୟ ଭାବେ ନିଯୁକ୍ତ ହୋଇଛନ୍ତି। ଏନେଇ ରାଜ୍ୟ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।
Read More...

ଧରାହେବେ ନକଲି ଚାଷୀ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଅନେକ ନକଲି ଚାଷୀ ବା ଅଣଚାଷୀ ରହିଛନ୍ତି। ଚାଷୀ ନହୋଇ ବି ଚାଷୀ ହେବାର ସମସ୍ତ ଫାଇଦା ଲାଭ କରୁଛନ୍ତି। ଏଥିପାଇଁ ସରକାର ପୁଣି ପଞ୍ଚିକରଣ କରିବେ। କିଛି ଏମିତି କହି ଅଣଚାଷୀଙ୍କୁ ପୂର୍ବରୁ ଚେତାବନୀ ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।ମନ୍ତ୍ରୀଙ୍କ
Read More...