ପ୍ରମୁଖ ଖବର

ଖରିଫ ଧାନ ବିକ୍ରି ପାଇଁ ଆଗ୍ରିଷ୍ଟାକ୍‌ ବାଧ୍ୟତାମୂଳକ ନୁହେଁ
ଆସାମରେ ବନ୍ୟା ନେଲା ଆଉ ୨ ଜୀବନ, ମୃତ୍ୟୁସଂଖ୍ୟା ୧୦୦
ଆଇଗିଣୀଆ ଫ୍ଲାଏଓଭରରେ ବସ୍ ଧକ୍କା, ବାଇକ୍ ଆରୋହୀ ମୃତ
ପ୍ରବଳ ବର୍ଷାରେ ରାଉରକେଲା ଷ୍ଟେସନର ନବନିର୍ମିତ ସେଡ୍ ଭୁଶୁଡ଼ିଲା
ଆଉ ଲମ୍ବା ଧାଡ଼ିରେ ଠିଆ ହେବାକୁ ପଡ଼ିବନି, ‘ଅନ୍ନପୂର୍ଣ୍ଣା ଶସ୍ୟ ଏଟିଏମ୍‌’ରୁ ମିଳିବ ରାସନ
ଲାଲକିଲ୍ଲାରେ ଶୁଭିବ ‘ବନ୍ଦେ ମାତରମ୍‌’
ଡିଜି ପାହ୍ୟାକୁ ସଞ୍ଜୀବ ପଣ୍ଡା ଓ ଯଶୱନ୍ତ ଜେଠୱାଙ୍କ ପଦୋନ୍ନତି
ହୀରାକୁଦରେ ପୁଣି ୪ ଗେଟ୍‌ ଖୋଲିଲା, ୧୨ ଗେଟ୍‌ରେ ଚାଲିଛି ବନ୍ୟାଜଳ ନିଷ୍କାସନ
ମାଲକାନଗିରି ଜଙ୍ଗଲରୁ କେବିସି ମଞ୍ଚରେ ‘ଜଙ୍ଗଲ ରାଣୀ’ ଜୟନ୍ତୀ ବୁରୁଡ଼ା

୧୫ ପରେ ଆଉ ବଢିବନି ଇ-କେୱାଇସି ଅବଧି: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ରାସନ କାର୍ଡ଼କୁ ନେଇ ରବିବାର ଏକ ବଡ଼ ଖବର ଆସିଛି। ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ରାଶନ କାର୍ଡ ଇ-କେୱାଇସି ଅବଧିକୁ ନେଇ ରବିବାର ଏକ ବଡ଼ ଘୋଷଣା କରିଛନ୍ତି। ଫେବୃୟାରୀ ୧୫ରେ ସରିବ ରାସନ କାର୍ଡ ଇ-କେୱାଇସି ଅବଧି। ଏହାପରେ ଆଉ ବଢ଼ିବନି ଇ-କେୱାଇସି ଅବଧି।
Read More...

ପାନ ଦୋକାନରେ ନିଆଁ ଲାଗି ଜୀବନ୍ତ ଜଳି ଗଲେ ମହିଳା

ପଟ୍ଟାମୁଣ୍ଡାଇ: ପାନ ଦୋକାନରେ ଲାଗିଲା ନିଆଁ। ନିଜ ଦୋକାନରେ ନିଜେ ଜଳି ଗଲେ ମହିଳା। କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ବକ୍ତାରପୁର ଛକରେ ଘଟିଛି ଏଭଳି ଘଟଣା। ମୃତ ମହିଳା ଜଣଙ୍କ ହେଲେ ୪୮ ବର୍ଷିୟ କମଳା ସାହୁ। ବକ୍ତାରପୁର ଛକରେ କମଳାଙ୍କ ପାନ ଦୋକାନ ରହିଛି। ପୋଲିସ ଘଟଣାସ୍ଥଳରେ
Read More...

ସୁରକ୍ଷାକର୍ମୀଙ୍କ ଗୁଳିରେ ୩୧ ମାଓବାଦୀ ନିହତ, ୨ ଯବାନ ସହିଦ

ଛତିଶଗଡ଼: ମାଓବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ। ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। ଛତିଶଗଡ଼ର ବିଜାପୁର ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩୧ ମାଓବାଦୀ ନିପାତ ହୋଇଛନ୍ତି।ସେପଟେ ମାଓବାଦୀଙ୍କ ଗୁଳିରେ ୨ ଯବାନ ସହିଦ। ଏଥିସହ ଦୁଇ ଯବାନ ଗୁୁରୁତର ଭାବେ ଆହତ ହୋଇଛନ୍ତି।।
Read More...

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଆତିଶୀ ମାର୍ଲେନା

ନୁଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟିର ପରାଜୟ ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ରବିବାର ଇସ୍ତଫା ଦେଇଛନ୍ତି ଆତିଶୀ ମାର୍ଲେନା। ରାଜଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ଇସ୍ତଫା ଦେଇଛନ୍ତି। ସେ ଉପରାଜ୍ୟପାଳଙ୍କୁ ଭେଟି ତାଙ୍କର ଇସ୍ତଫା ପତ୍ର ପ୍ରଦାନ
Read More...

୨୦୩୬ ସୁଦ୍ଧା ଗଠନ ହେବ ଗ୍ରେଟର ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଗୃହ ଓ ନଗର ଉନ୍ନୟନ ବିଭାଗର କାର୍ଯ୍ୟକ୍ରମର ଶୁକ୍ରବାର ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନରେ ବିଭାଗର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ଉପରେ ସମୀକ୍ଷା ହୋଇଛି। ବିଭାଗ ପକ୍ଷରୁ ବୈଠକରେ 'ଗ୍ରେଟର ଭୁବନେଶ୍ୱର' ଗଠନ ସମ୍ପର୍କିତ ତଥ୍ୟ
Read More...

ଅନ୍ତୋଦୟ ଗୃହ ଯୋଜନାରେ ହିତାଧିକାରୀଙ୍କୁ ମିଳିବ ଘର

ଭୁବନେଶ୍ବର: ଅନ୍ତୋଦୟ ଗୃହ ଯୋଜନାରେ ମିଳିବ ପକ୍କା ଘର। କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରୀ ନେଇ ମୁଖ୍ୟମନ୍ତ୍ରୀଙ୍କ ସୂଚନା। ୩ ବର୍ଷରେ ୨ ଲକ୍ଷ ୨୫ ହଜାର ହିତାଧିକାରୀଙ୍କୁ ଘର ମିଳିବ। ଜଣେ ହିତାଧିକାରୀଙ୍କୁ ୧ ଲକ୍ଷ ୨୦ ହଜାର ମିଳିବ। ପଏମ୍ ଆବାସ ଯୋଜନାରୁ ବାଦ ଲୋକଙ୍କୁ ମଧ୍ୟ ସାମିଲ
Read More...

ରାଜ୍ୟର ୩୧୪ ବ୍ଲକରେ ହେବ ଷ୍ଟାଡିୟମ

ଭୁବନେଶ୍ବର: ରାଜ୍ୟର ସମସ୍ତ ୩୧୪ ବ୍ଲକରେ ଷ୍ଟାଡିୟମ ନିର୍ମାଣ ନେଇ ଏକ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ଓଡ଼ିଶା କ୍ୟାବିନେଟ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ଗ୍ରାମୀଣ
Read More...

ଭିସୁଟର କୁଳପତି ଭାବେ ନିଯୁକ୍ତ ହେଲେ ପ୍ରଫେସର ଦୀପକ କୁମାର ସାହୁ

ସମ୍ବଲପୁର: ଓଡିଶା ରାଜ୍ୟପାଳ ତଥା କୁଳାଧିପତି ଡ. ହରି ବାବୁ କମ୍ଭମ୍‌ପତି ବୁର୍ଲାର ବୀର ସୁରେନ୍ଦ୍ର ସାଏ ୟୁନିଭରସିଟି ଅଫ୍ ଟେକ୍ନୋଲୋଜିର କୁଳପତି ଭାବେ ପ୍ରଫେସର ଦୀପକ କୁମାର ସାହୁଙ୍କୁ ନିଯୁକ୍ତ କରିଛନ୍ତି। ୫୯ ବର୍ଷୀୟ ପ୍ରଫେସର ସାହୁ ବର୍ତ୍ତମାନ କୋଚିନ୍ ୟୁନିଭରସିଟି ଅଫ୍ ସାଇନ୍ସ
Read More...

ଏୟାରଲିଫ୍ଟି ହେଲେ ଉତ୍ତମ ମହାନ୍ତି

ଭୁବନେଶ୍ବର: ଓଲିଉଡର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ଗୁରୁତର ଥିବା ସୂଚନା ମିଳିଛି। ତାଙ୍କୁ ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତରିତ କରାଯାଇଛି। ଉତ୍ତମ ମହାନ୍ତିଙ୍କ ଅତି ନିକଟ ସୂତ୍ରରୁ ଏହି ସୂଚନା ମିଳିଛି। ଉନ୍ନତ ଚିକିତ୍ସା ପାଇଁ ରାଜ୍ୟ ବାହାରକୁ ନିଆଯାଇଛି।
Read More...

ସର୍ବନିମ୍ନ ୧୦ ହଜାର ଟଙ୍କା ମିଳିବ ପେନସନ୍

ନୂଆଦିଲ୍ଲୀ: ଗତ ୨୦୨୪ ଅଗଷ୍ଟ ୨୪ ତାରିଖରେ ଏକୀକୃତ ପେନସନ୍ ଯୋଜନାକୁ ମଞ୍ଜୁରି ପ୍ରଦାନ କରିଥିଲା କେନ୍ଦ୍ର କ୍ୟାବିନେଟ୍। ସୁନିଶ୍ଚିତ ପେନ୍‌ସନ୍, ପାରିବାରିକ ପେନ୍‌ସନ୍, ମୁଦ୍ରାସ୍ଫିତି ଆଦି ବିଭିନ୍ନ କାରଣକୁ ଦୃଷ୍ଟିରେ ରଖି ଅନୁରୂପ ପେନ୍‌ସନ୍ ନିର୍ଦ୍ଧାରଣ କରିବା ପାଇଁ ବିଭିନ୍ନ ସେବା
Read More...