ନଭେମ୍ବର ୬ ଓ ୧୧ରେ ହେବ ବିହାର ନିର୍ବାଚନ, ୧୪ରେ ଫଳାଫଳ
ବିହାର: ବିହାର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ଆସନ୍ତା ନଭେମ୍ବର ୬ ଏବଂ ୧୧ ତାରିଖରେ ଦୁଇଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ। ୧୪ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ଘୋଷଣା କରାଯିବ। ୨୪୩ ବିଧାନସଭା ଆସନ ପାଇଁ ଭୋଟ୍ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ!-->…
Read More...
Read More...