ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଲେ ୨ କୃଷି ଅଧିକାରୀ

ନବରଙ୍ଗପୁର: ଲାଞ୍ଚ ନେଇ ଧରା ପଡିଲେ ନବରଙ୍ଗପୁର ୨ କୃଷି ଅଧିକାରୀ। ନବରଙ୍ଗପୁର ଉମରକୋଟ ସହକାରୀ କୃଷି ଅଧିକାରୀ ନୀଳକଣ୍ଠ ପରିଡ଼ା ଓ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ର ବୁନ୍ଦେଲା ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜଳନିଧି ସ୍କିମରେ ସବ୍‌ସିଡି କରାଇଦେବାକୁ ନେଇ ଜଣେ ଚାଷୀଙ୍କ ପାଖରୁ
Read More...

ଆତିଶୀ ହେବେ ଦିଲ୍ଲୀ ବିଧାନସଭାର ପ୍ରଥମ ମହିଳା ବିରୋଧୀ ଦଳ ନେତା

ନୂଆଦିଲ୍ଲୀ: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆପ ନେତ୍ରୀ ଆତିଶୀ ମରଲେନ ହେବେ ଦିଲ୍ଲୀ ବିଧାନସଭାରେ ବିରୋଧୀ ଦଳ ନେତା। ରବିବାର ଦିଲ୍ଲୀ ବିଧାନସଭାରେ ବିରୋଧୀ ଦଳ ନେତା ହେବା ପାଇଁ ଦଳୀୟ ବିଧାୟକମାନେ ଆତିଶୀଙ୍କ ନାଁ ମନୋନୀତ କରିଥିଲେ। ଆଉ ଏହାପରେ ଆତିଶୀ ବନିଛନ୍ତି ଗୃହରେ ପ୍ରଥମ ମହିଳା
Read More...

ଫାର୍ମହାଉସ ମାଲିକଙ୍କୁ ଗୁଳିକରି ହତ୍ୟା

ଢେଙ୍କାନାଳ: ଶୋଇଥିବା ବେଳେ ଫାର୍ମହାଉସ ମାଲିକଙ୍କୁ ଗୁଳିକରି ହତ୍ୟା। ଏଭଳି ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି କଳାଙ୍ଗ ଗ୍ରାମରେ ଥିବା ଏକ ଫାର୍ମହାଉସରେ। ରବିବାର ଭୋରୁ ଭୋରୁ ଫାର୍ମହାଉସ ମାଲିକ ଶୋଇଥିବା ବେଳେ ଏହି ହତ୍ୟାକଣ୍ଡ ଭିଆଇଛନ୍ତି ଦୁର୍ବୃତ୍ତ।
Read More...

ମହାକୁମ୍ଭରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମହାସ୍ନାନର ଶେଷ ସପ୍ତାହ। ୨୬ ତାରିଖରେ ମହାକୁମ୍ଭ ସରିବାକୁ ଯାଉଛି। ଏହି ଅବସରରେ ରବିବାରଠାରୁ ଉତ୍ତର ପ୍ରଦେଶକୁ ତିନି ଦିନିଆ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରୟାଗରାଜର ମହାକୁମ୍ଭ ମେଳାରେ ପବିତ୍ର ତ୍ରିବେଣୀ ସଙ୍ଗମରେ ବୁଡ ପକାଇଛନ୍ତି।ଆଜି ମୁଖ୍ୟମନ୍ତ୍ରୀ
Read More...

ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି

କଟକ: ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି। ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ କରିଥିଲେ ପଙ୍କଜ। ବବି ଦାସଙ୍କ ଇସ୍ତଫା ପରେ ଏହି ଆସନ ଖାଲିପଡିଥିଲା। ବାରବାଟୀ ଫ୍ଲଡ ଲାଇଟ ବିଭ୍ରାଟ ନେଇ ମତ ରଖିଛନ୍ତି ନୂଆ ସଭାପତି ପଙ୍କଜ। ସେ କହିଛନ୍ତି, ସରକାର ମାଗିଥିବା କାରଣ ଦର୍ଶାଅ ନୋଟିସର
Read More...

୩୮ତମ ନ୍ୟାସନାଲ ଗେମ୍ସର ଓଡ଼ିଶାର ପଦକ ବିଜେତାଙ୍କୁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସମ୍ବର୍ଦ୍ଧନା

ସ୍ବର୍ଣ୍ଣ ପଦକ ପାଇଁ ୬ ଲକ୍ଷ, ରୌପ୍ୟ ପାଇଁ ୪ ଲକ୍ଷ ଏବଂ କାଂସ୍ୟ ପଦକ ପାଇଁ ୩ ଲକ୍ଷ ଟଙ୍କା ପୁରସ୍କାର ରାଶି ପ୍ରଦାନ ନ୍ୟାସନାଲ ଗେମ୍ସରେ ଓଡ଼ିଶାର ବିଜୟ ଯୁବକ୍ରୀଡ଼ାବିତଙ୍କ ପାଇଁ ପ୍ରେରଣାଦାୟୀ : ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଭୁବନେଶ୍ୱର, (୨୨/୨): ୩୮ତମ ନ୍ୟାସନାଲ
Read More...

ଏମ୍ସ ଭୁବନେଶ୍ୱର ଲିଭର ଟ୍ରାନ୍ସପ୍ଲାଣ୍ଟେସନ୍ କ୍ଲିନିକ୍ ଉଦଘାଟିତ

ପ୍ରତି ମଙ୍ଗଳବାର ଦିନ ୨:୩୦ ରୁ ୪:୩୦ ପର୍ଯ୍ୟନ୍ତ ଗ୍ୟାଷ୍ଟ୍ରୋ ଓପିଡିରେ କାର୍ଯ୍ୟ କରିବ ଏହି କ୍ଲିନିକ୍ ଯକୃତ ପ୍ରତିରୋପଣ ଆବଶ୍ୟକ କରୁଥିବା ରୋଗୀଙ୍କ ମୂଲ୍ୟାଙ୍କନ, ତାଲିକାଭୁକ୍ତକରଣ ଏବଂ ଅସ୍ତ୍ରୋପଚାର ପୂର୍ବର ବିଭିନ୍ନ ଆବଶ୍ୟକତା ପୂରଣ ଦିଗରେ ବିଶେଷ ସହାୟକ ହେବ ଭୁବନେଶ୍ୱର:
Read More...

ଅଚ୍ୟୁତ ସାମନ୍ତଙ୍କୁ ହାଜର ହେବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ଗୁରୁବାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସରକାରଙ୍କ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ହାଜର ପାଇଁ ନିର୍ଦ୍ଦେଶ ଜାରି କରିଛି ଉଚ୍ଚ ଶିକ୍ଷା ବିଭାଗ। ଚିଠି ଜରିଆରେ ତାଙ୍କୁ ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟାରେ
Read More...

ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ଗତକାଲି ଗାଙ୍ଗେୟ ପଶ୍ଚିମବଙ୍ଗ ରୁ ତେଲେଙ୍ଗାନା ଯାଏଁ ବିସ୍ତାରିତ ହୋଇଥିବା ଟ୍ରଫ୍ ରେଖା ଆଜି ଉତ୍ତର ବାଂଲାଦେଶ ରୁ ଗାଙ୍ଗେୟ ପଶ୍ଚିମବଙ୍ଗ, ଆଭ୍ୟନ୍ତର ଓଡ଼ିଶା, ଦକ୍ଷିଣ ଛତିଶଗଡ ଦେଇ ତେଲେଙ୍ଗାନା ଯାଏଁ ବିସ୍ତାରିତ ହୋଇଛି। ପ୍ରଭାବ ରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ର
Read More...

ରେମୁଣା ତହସିଲଦାର ବିଦ୍ୟାଧର ପତି ନିଲମ୍ବିତ

ରେମୁଣା: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶିତ ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ, ଶ୍ରୀ ପତିଙ୍କ ନାମରେ ଭିଜିଲାନ୍ସ ପକ୍ଷରୁ ଗତ
Read More...