ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

‘ଆଉ ଅଧିକ ଦାୟିତ୍ୱ ନେଇପାରିବିନି’,- ଗଡ଼କରୀଙ୍କ ବୟାନ ପରେ ଅବସର ଚର୍ଚ୍ଚା

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି। ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଲକ୍ଷ୍ମଣରାଓ ମାନକର ଟ୍ରଷ୍ଟ ପକ୍ଷରୁ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଓ ପର୍ଯ୍ୟବେକ୍ଷକଙ୍କ ପ୍ରଶିକ୍ଷଣ…
Read More...

ହର୍ମୁଜରେ ଜାହାଜଠାରୁ ଶୁଳ୍କ ନେବ ଇରାନ

ନ୍ୟୁଜ୍ ବ୍ୟୁରୋ: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ହର୍ମୁଜ ପ୍ରଣାଳୀକୁ ନେଇ ସଙ୍କଟ ଆହୁରି ଗଭୀର ହୋଇଛି। ହର୍ମୁଜ ଦେଇ ଯାତାୟାତ କରୁଥିବା ଜାହାଜଗୁଡ଼ିକଠାରୁ ଟିକସ ଓ ବିଭିନ୍ନ ଶୁଳ୍କ ଆଦାୟ କରିବାକୁ ଇରାନ ନିଷ୍ପତ୍ତି ନେଇଛି। ଇରାନ ସଂସଦ ଏହି ପ୍ରସ୍ତାବକୁ ଅନୁମୋଦନ…
Read More...

ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର

ତାମିଲନାଡୁ: ଅଭିନୟରୁ ରାଜନୀତିକୁ ଆସିଥିବା ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଯୋଶେଫ ବିଜୟ ରାଜ୍ୟବାସୀଙ୍କ ପାଇଁ ଏକାଧିକ ଲୋକକଲ୍ୟାଣମୂଳକ ଘୋଷଣା କରିଛନ୍ତି। ତାଙ୍କ ସରକାର ରାଜ୍ୟର ଯୋଗ୍ୟ ପରିବାରଗୁଡ଼ିକୁ ପ୍ରତିବର୍ଷ ୩ଟି ଏଲ୍‌ପିଜି ସିଲିଣ୍ଡରର ଖର୍ଚ୍ଚ ଯୋଗାଇବ। ଯେଉଁ ପରିବାରର ବାର୍ଷିକ…
Read More...

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌

ନୂଆଦିଲ୍ଲୀ: ଡିଜିଟାଲ ପ୍ରଯୁକ୍ତି ସହ ଦେଶର ଡାକସେବାକୁ ଅଧିକ ସହଜ ଓ ଆଧୁନିକ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ସୋମବାର ‘ଡାକ ମିତ୍ର’ ଓ ‘ଡାକ ସେବା’ର ଉନ୍ନତ ସଂସ୍କରଣ ଲଞ୍ଚ କରିଛନ୍ତି। ଏଥିସହ ଦେଶର ବିଭିନ୍ନ ସ୍ଥାନରେ ନବୀକରଣ କରାଯାଇଥିବା ୧୪ଟି ଡାକଘର କୋଠାର ମଧ୍ୟ ଉଦ୍‌ଘାଟନ…
Read More...

ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଶିକ୍ଷକ ଦିବସ ଅବସରରେ ସେପ୍ଟେମ୍ବର ୫ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଚ୍ଚଶିକ୍ଷା ଅନୁଷ୍ଠାନ ଓ ପଲିଟେକ୍ନିକ୍‌ର ୨୧ ଜଣ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କରିବେ। ଏନେଇ ସୋମବାର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତବର୍ଷ କେନ୍ଦ୍ରୀୟ…
Read More...

ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ

ମହାରାଷ୍ଟ୍ର: ମହାରାଷ୍ଟ୍ରର ଅମରାବତୀ ଜିଲ୍ଲା ମହିଳା ହସ୍ପିଟାଲରେ ସୋମବାର ଭୋରରେ ଘଟିଛି ଭୟାବହ ଅଗ୍ନିକାଣ୍ଡ। ହସ୍ପିଟାଲର ନବଜାତ ଶିଶୁ ସଘନ ଯତ୍ନ ୟୁନିଟ୍‌ (ଏନଆଇସିୟୁ)ରେ ନିଆଁ ଲାଗିବାରୁ ୩ ଜଣ ନବଜାତଙ୍କ ମୃତ୍ୟୁ ଘଟିଛି। ଆଉ ୬ ଶିଶୁଙ୍କୁ ଚିକିତ୍ସା ପାଇଁ ସୁପର ସ୍ପେଶାଲିଟି…
Read More...

ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’

ଭୁବନେଶ୍ବର: ଆଗାମୀ ଦିନରେ ରୋଗୀଙ୍କୁ ଆଉ ପୁରୁଣା ପ୍ରେସ୍‌କ୍ରିପସନ୍‌ ଓ ମେଡିକାଲ ରିପୋର୍ଟର ଫାଇଲ ଧରି ହସ୍ପିଟାଲ ଯିବାକୁ ପଡ଼ିନପାରେ। ଦେଶର ସ୍ୱାସ୍ଥ୍ୟସେବାକୁ ଡିଜିଟାଲ କରିବା ଲକ୍ଷ୍ୟରେ ଖୁବଶୀଘ୍ର ଡିଜିଟାଲ ପ୍ରେସ୍‌କ୍ରିପସନ୍‌ ବ୍ୟବସ୍ଥା ଆରମ୍ଭ କରିବାକୁ ଯୋଜନା ହୋଇଛି। ନୂଆ…
Read More...

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା

ନୂଆଦିଲ୍ଲୀ: ୫ରୁ ୧୭ ବର୍ଷ ବୟସର ପିଲାମାନଙ୍କ ଆଧାରରେ ବାଧ୍ୟତାମୂଳକ ବାୟୋମେଟ୍ରିକ୍‌ ଅପଡେଟ୍‌ ପାଇଁ ଏବେ କୌଣସି ଶୁଳ୍କ ଦେବାକୁ ପଡ଼ିବ ନାହିଁ। ୟୁନିକ୍‌ ଆଇଡେଣ୍ଟିଫିକେସନ୍‌ ଅଥରିଟି ଅଫ୍‌ ଇଣ୍ଡିଆ (ୟୁଆଇଡିଏଆଇ) ପକ୍ଷରୁ ଏହି ସୁବିଧା ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଜାରି ରହିବ ବୋଲି…
Read More...

ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌

ଉତ୍ତରପ୍ରଦେଶ: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନଜରରେ ରଖି ରାଜ୍ୟର ପ୍ରମୁଖ ରାଜନେତାଙ୍କ ସୁରକ୍ଷା ବ୍ୟବସ୍ଥା ଆହୁରି କଡ଼ାକଡ଼ି କରାଯାଉଛି। ରିପୋର୍ଟ ଅନୁସାରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଏବଂ ବହୁଜନ ସମାଜ ପାର୍ଟି ମୁଖ୍ୟ…
Read More...

୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କଟକଣା

ନୂଆଦିଲ୍ଲୀ: ଛୋଟ ପିଲାମାନଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ନେଇ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ୪ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ବ୍ୟବହୃତ କ୍ଲୋରଫେନିରାମିନ୍ ମାଲେଏଟ୍ ଏବଂ ଫେନାଇଲେଫ୍ରିନ୍ ହାଇଡ୍ରୋକ୍ଲୋରାଇଡ୍ ଯୁକ୍ତ ଫିକ୍ସଡ୍ ଡୋଜ୍ କମ୍ବିନେସନ୍‌ (ଏଫ୍‌ଡିସି) କାଶ-ଥଣ୍ଡା ଔଷଧ…
Read More...