ପ୍ରମୁଖ ଖବର

ଭଞ୍ଜନଗର ଜଳଭଣ୍ଡାରରେ ବୁଡି ଦୁଇ କଲେଜ୍ ଛାତ୍ରଙ୍କ ମୃତ୍ୟୁ
ପଶ୍ଚିମବଙ୍ଗରେ ନିର୍ବାଚନ ପୂର୍ବରୁ ଟିଏମ୍‌ସି ନେତାଙ୍କ ଘରେ ଆୟକର ଚଢଉ
ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ପ୍ରି-ଇନଷ୍ଟଲେସନ୍‌ ପ୍ରସ୍ତାବକୁ ପ୍ରତ୍ୟାହାର କଲେ ସରକାର
ତାମିଲନାଡୁର ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ୧୬ ମୃତ
ଇଟାଲୀରେ ଗୁରୁଦ୍ୱାର ବାହାରେ ଗୁଳିକାଣ୍ଡ: ଦୁଇ ଭାରତୀୟ ଶିଖଙ୍କ ମୃତ୍ୟୁ
ଖୋର୍ଦ୍ଧାରେ ୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ ଛୁଟି
ଫିରୋଜାବାଦରେ ଭୟଙ୍କର ଅଗ୍ନିକାଣ୍ଡ: ୬୦ରୁ ଅଧିକ ଦୋକାନ ଜଳି ଛାରଖାର
ମହିଳା ସଂରକ୍ଷଣ ବିଲ୍ ବାବଦରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି

ଟ୍ରକ ଧକ୍କାରେ ସିକ୍ୟୁରିଟି ଗାର୍ଡ ମୃତ

ବଲାଙ୍ଗିର: ଅଳଙ୍କାର ଦୋକାନକୁ ମାଡ଼ିଗଲା ଟ୍ରକ। ଦୁର୍ଘଟଣାରେ ଜଣେ ସିକ୍ୟୁରିଟି ଗାର୍ଡଙ୍କ ମୃତ୍ୟୁ। ବଲାଙ୍ଗିର ଟାଉନ ଥାନା ପାଟଣା ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ମୃତ ସିକ୍ୟୁରିଟି ଗାର୍ଡ ଜଣଙ୍କ ହେଲେ ସିଦ୍ଧାର୍ଥ ପ୍ରଧାନ। ସୂଚନା ଅନୁସାରେ ଗତକାଲି
Read More...

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଜୟପୁର: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜୟପୁର ବ୍ଲକ ଓ ପୌର ପାଳିକାର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଶ୍ୱନାଥଙ୍କ ଘର ସମେତ ୬ଟି ସ୍ଥାନରେ ମଙ୍ଗଳବାର ସକାଳୁ ଚଢାଉ କରିଛି ଭିଜିଲାନ୍ସ ଟିମ। ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ
Read More...

୫ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର:ଆଜି ପୁଣି ୩ୟ ଥର ପାଇଁ ଓଡ଼ିଶା ଆସିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତାକାଲି ଆନ୍ତର୍ଜାତିକ ନୌସେନା ଦିବସ ପାଳନ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ମହାମହିମ। ମଙ୍ଗଳବାରଠାରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
Read More...

ଯାତ୍ରାର ଅଶ୍ଲୀଳତା ନେଇ ବିଧାନସଭାରେ କାର୍ଯ୍ୟାନୁଷ୍ଠାନ ଦାବି କଲେ ବିଧାୟକ

ଭୁବନେଶ୍ବର: ଆଗରୁ ଯାତ୍ରାର କାହାଣୀ ଦର୍ଶକଙ୍କୁ ଆକୃଷ୍ଟ କରୁଥିଲା। ହେଲେ ବର୍ତମାନ ଯାତ୍ରାର କାହାଣୀ ଉପରେ କେହି ଧ୍ୟାନ ଦେଉନାହାନ୍ତି। ଏବେ ରାଜ୍ୟରେ ବିଭିନ୍ନ ଯାତ୍ରା ପାର୍ଟି ପକ୍ଷରୁ ଲୋକମାନଙ୍କୁ ଆକୃଷ୍ଟ କରିବା ପାଇଁ ଚର୍ଚ୍ଚିତ ଅଭିନେତ୍ରୀମାନଙ୍କୁ ଡାକି ନଚାଉଛନ୍ତି। କିନ୍ତୁ କିଛି
Read More...

ଓଡ଼ିଶା ବଜାରରେ ପ୍ରବେଶ କଲା ଜିନ୍ଦଲ ପାନ୍ଥର ସିମେଣ୍ଟ

ଭୁବନେଶ୍ୱର/ପୁରୀ: ନୂତନତା ଓ ଉଚ୍ଚମାନର ଗୁଣବତ୍ତା ପାଇଁ ଜଣାଶୁଣା ଜିନ୍ଦଲ ପାନ୍ଥର୍ ସିମେଣ୍ଟ ଗତ ୨୮ତାରିଖ ଦିନ ପୁରୀରେ ଆୟୋଜିତ ଏକ ଉନ୍ମୋଚନ କାର୍ଯ୍ୟକ୍ରମ ମାଧ୍ୟମରେ ଓଡ଼ିଶା ସିମେଣ୍ଟ ବଜାରରେ ପଦାର୍ପଣ କରିଛି। ଏହି ଗୁରୁତ୍ୱପୂର୍ଣ୍ଣ ଉପଲବ୍ଧି ସହିତ ପୂର୍ବ ଭାରତର ନିର୍ମାଣ କ୍ଷେତ୍ରରେ
Read More...

ସମ୍ ପକ୍ଷରୁ ଆୟୋଜିତ ଜାତୀୟ ଇଂଟରଭେନସନାଲ୍ ରେଡିଓଲୋଜି ସମ୍ମିଳନୀ ‘ସମମ୍‌ଇରକନ୍‌’

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଦେଶ ତଥା ବିଦେଶରେ ନୂତନ ଅଧ୍ୟାୟ ସୃଷ୍ଟି କରିଛି ସମ୍ ହସ୍ପିଟାଲ : ସ୍ୱାସ୍ଥ୍ୟ ମନ୍ତ୍ରୀ ଭୁବନେଶ୍ୱର: ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଘରୋଇ ଡାକ୍ତରଖାନା ମଧ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସେସ୍ ଆଣ୍ଡ ସମ୍
Read More...

ସୋଆ ‘ପ୍ରାଚୀନ’ ପକ୍ଷରୁ ପ୍ରକାଶିତ ଦୁଇଟି ପୁସ୍ତକ ଉତ୍ସର୍ଗୀକୃତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭାଷା, ସଂସ୍କୃତି ଓ ଐତିହ୍ୟ କେନ୍ଦ୍ର ‘ପ୍ରାଚୀନ’ ଆନୁକୂଲ୍ୟରେ ପ୍ରକାଶିତ ଦୁଇଟି ପୁସ୍ତକ ‘ଯୁଗଭଞ୍ଜଙ୍କ ଦଶପୋଈ’ ଓ ‘ପ୍ରାଚୀନ ଓଡିଆ ଅଭିଲେଖ’ ଓଡିଆ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ କରାଯାଇଛି। ଏହି ଦୁଇଟି ପୁସ୍ତକକୁ ସୋମବାର ସୋଆର
Read More...

ପୁଲିସ ଇନଫର୍ମର ସନ୍ଦେହରେ ହତ୍ୟା

ଛତିଶଗଡ଼: ଛତିଶଗଡ଼ରେ ମାଓବାଦୀଙ୍କ ବର୍ବରକାଣ୍ଡ। ପୁଲିସ ଇନଫର୍ମର ସନ୍ଦେହରେ ହତ୍ୟା। ଛତିଶଗଡ଼ ବିଜାପୁର ଜିଲାରେ ମାଓବାଦୀମାନେ ଜଣେ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି। ସେ ହେଲେ ବିଜାପୁର ଜିଲା ଭୈରମଗଡ଼ ଥାନା ତାଲେର ଗ୍ରାମ ନିବାସୀ କୁମ୍ମେଶ କୁ୍‌ଜାମ। ଅନ୍ୟପକ୍ଷେ ମାଓବାଦୀମାନେ
Read More...

ଦୀର୍ଘ ଦିନ ଛୁଟିରେ ଥିବା ଡାକ୍ତରଙ୍କ ବିରୋଧରେ ହେବ କଡା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର:ଏଣିକି ଛୁଟିରେ ଥିବା ଡାକ୍ତରଙ୍କ ବିରୋଧରେ ହେବ କଡା କାର୍ଯ୍ୟାନୁଷ୍ଠାନ। ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଏହି ଘୋଷଣା କରିଛନ୍ତି। ବର୍ତ୍ତମାନ ଆକ୍ସନ ମୋଡରେ ରାଜ୍ୟ ସରକାର। ୧୯୬ ଡାକ୍ତରଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ। ଦୀର୍ଘ ଦିନ ଛୁଟିରେ ଥିବାରୁ ଏହିସବୁ
Read More...

ଦୁର୍ଘଟଣାରେ ଆଖି ବୁଜିଲେ ଆଇପିଏସ ଅଧିକାରୀ

ଚାକିରିର ପ୍ରଥମ ଦିନରେ ଯୋଗ ଦେବାକୁ ଯିବା ବେଳେ ଘଟିଲା ଦୁର୍ଘଟଣାକର୍ଣ୍ଣାଟକ: ଚାକିରିର ପ୍ରଥମ ଦିନରେ କାର୍ଯ୍ୟରେ ଯୋଗ ଦେବାକୁ ଯାଉଥିବା ବେଳେ ଭାରତୀୟ ପୁଲିସ ସେବା (ଆଇପିଏସ୍‌)ର ଜଣେ ଅଧିକାରୀଙ୍କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଆଇପିଏସ୍‌ ଅଧିକାରୀ ଜଣକ ହେଲେ ହର୍ଷବର୍ଦ୍ଧନ। ହସନରେ
Read More...