ପ୍ରମୁଖ ଖବର

ଭଞ୍ଜନଗର ଜଳଭଣ୍ଡାରରେ ବୁଡି ଦୁଇ କଲେଜ୍ ଛାତ୍ରଙ୍କ ମୃତ୍ୟୁ
ପଶ୍ଚିମବଙ୍ଗରେ ନିର୍ବାଚନ ପୂର୍ବରୁ ଟିଏମ୍‌ସି ନେତାଙ୍କ ଘରେ ଆୟକର ଚଢଉ
ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ପ୍ରି-ଇନଷ୍ଟଲେସନ୍‌ ପ୍ରସ୍ତାବକୁ ପ୍ରତ୍ୟାହାର କଲେ ସରକାର
ତାମିଲନାଡୁର ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ୧୬ ମୃତ
ଇଟାଲୀରେ ଗୁରୁଦ୍ୱାର ବାହାରେ ଗୁଳିକାଣ୍ଡ: ଦୁଇ ଭାରତୀୟ ଶିଖଙ୍କ ମୃତ୍ୟୁ
ଖୋର୍ଦ୍ଧାରେ ୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ ଛୁଟି
ଫିରୋଜାବାଦରେ ଭୟଙ୍କର ଅଗ୍ନିକାଣ୍ଡ: ୬୦ରୁ ଅଧିକ ଦୋକାନ ଜଳି ଛାରଖାର
ମହିଳା ସଂରକ୍ଷଣ ବିଲ୍ ବାବଦରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି

୩ ଦିନ ପାଇଁ ଏସବୁ ରାସ୍ତାରେ ବନ୍ଦ ରହିବ ମୋ ବସ

ଭୁବନେଶ୍ବର: ପ୍ରଥମ ଥର ପାଇଁ ଭୁବନେଶ୍ବରରେ ଅନୁଷ୍ଠିତ ହେବାକୁ ଯାଉଛି ଆଇଜି-ଡିଜିପି ସମ୍ମିଳନୀ। ଯେଉଁଥିରେ ଦେଶର ସମସ୍ତ ଆଇଜି ଏବଂ ଡିଜିପି ଯୋଗ ଦେବେ। ଏଥିପାଇଁ ରାଜଧାନୀରେ ଭିଭିଆଇପିଙ୍କ ଭିଡ। ଭିଡ଼ ନିୟନ୍ତ୍ରଣ ଓ ଟ୍ରାଫିକ ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା
Read More...

ଆରମ୍ଭ ହେଲା ଡିଜିପି ସମ୍ମିଳନୀ, ଉଦ୍‌ଘାଟନ କଲେ ଅମିତ ଶାହା

ଭୁବନେଶ୍ବର: ଭୁବନେଶ୍ବରରେ ଆରମ୍ଭ ହେଲା ଡିଜିପି ସମ୍ମିଳନୀ। ଭୁବନେଶ୍ୱର ଲୋକସେବା ଭବନରେ ଅନୁଷ୍ଠିତ ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀକୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ବିଧିବଦ୍ଧ ଭାବେ ଉଦ୍‌ଘାଟନ କରିଛନ୍ତି।। ଏହି ଅବସରରେ ଉପସ୍ଥିତ ଅଛନ୍ତି ଜାତୀୟ ସୁରକ୍ଷା
Read More...

ଭୁବନେଶ୍ୱରରେ ପହଞ୍ଚିଲେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ

ଭୁବନେଶ୍ବର: ଡିଜିପି ସମ୍ମିଳନୀରେ ଯୋଗଦେବା ଲାଗି ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ। ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀ ଭୁବନେଶ୍ୱରରେ ଶୁକ୍ରବାର ଆରମ୍ଭ ହୋଇ ଡିସେମ୍ବର ୧ ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ। ଏଥିରେ ଯୋଗଦେବା
Read More...

ଡିସେମ୍ବର ୧ ତାରିଖ ଦିନ ହେବ ନୂତନ କଂସ ଚୟନ

ବରଗଡ଼: ବରଗଡ଼ ଧନୁଯାତ୍ରା ମହୋତ୍ସବ ୨୦୨୫ ଜାନୁୟାରୀ ୩ତାରିଖରୁ ଆରମ୍ଭ ହେବ। ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରା ପାଇଁ ହେବ ନୂତନ କଂସ ଚୟନ। ଏଥିପାଇଁ ତାରିଖ ଘୋଷଣା ହୋଇଛି। ଡିସେମ୍ବର ୧ ତାରିଖ ଦିନ ହେବ ନୂତନ କଂସ ଚୟନ। ଚୟନ ପ୍ରକିୟାରେ ସାମିଲ ହେବାକୁ ଧନୁଯାତ୍ରା ମହୋତ୍ସବ ସମିତି
Read More...

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଟ୍ରାଫିକ କଟକଣା

ଭୁବନେଶ୍ବର; ନଭେମ୍ବର ୨୯ରୁ ୧ ତାରିଖ ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ୱରରେ ୩ ଦିନିଆ ମହାନିର୍ଦ୍ଦେଶକ ପୋଲିସ(ଡିଜିପି) ଏବଂ ଇନ୍ସପେକ୍ଟର ଜେନେରାଲ ପୋଲିସ (ଆଇଜିପି) ସମ୍ମିଳନୀ ଅନୁଷ୍ଠିତ ହେବ। ଏନେଇ କମିଶନରେଟ୍‌ ପୋଲିସ ପକ୍ଷରୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ ଗୁରୁବାର କଟକଣା ଜାରି
Read More...

ଡିଜିପି-ଆଇଜିପି ସମ୍ମିଳନୀକୁ ଭଣ୍ଡୁର କରିବାକୁ ଖଲିସ୍ତାନୀ ଆତଙ୍କୀ ପନ୍ନୁନର ଧମକ

ଭୁବନେଶ୍ଵର: ଭୁବନେଶ୍ଵରରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଥିବା ଡିଜିପି-ଆଇଜିପି ସମ୍ମିଳନୀକୁ ଭଣ୍ଡୁର କରିବାକୁ ଧମକ ଦେଇଛି ଖଲିସ୍ତାନୀ ଆତଙ୍କବାଦୀ ଗୁରପତଓ୍ବନ୍ତ ସିଂହ ପନ୍ନୁନ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବାକୁ ଥିବା ବେଳେ କଡା ସୁରକ୍ଷା ବଳୟରେ ଛାଉଣି ହେଉଛି
Read More...

ଭୀମସାରରୁ ଚୋରି ହୋଇଥିବା ଶିଶୁପୁତ୍ର ଉଦ୍ଧାର

ବୁର୍ଲା: ଭୀମସାରରୁ ନବଜାତ ଶିଶୁ ଚୋରି ଘଟଣାରେ ଖୁସି ଖବର। ଚୋରି ହୋଇଥିବା ଶିଶୁପୁତ୍ରକୁ ଉଦ୍ଧାର କଲା ପୋଲିସ। ୪୮ ଘଣ୍ଟା ପରେ ସୁରକ୍ଷିତ ଭାବେ ଉଦ୍ଧାର ହେଲା ଭୀମସାର ମେଡିକାଲ ପରିସରରୁ ଚୋରି ହୋଇଥିବା ଶିଶୁପୁତ୍ର। ରେଙ୍ଗାଲିରୁ ଉଦ୍ଧାର ହୋଇଛି ନବଜାତକ। ଚୋରି କରିଥିବା ମହିଳା ଓ ତାଙ୍କ
Read More...

ନୂଆ ବର୍ଷରୁ ଭୁବନେଶ୍ୱରରୁ ୫ଟି ସ୍ଥାନକୁ ଉଡିବ ବିମାନ

ଭୁବନେଶ୍ୱର: ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର। ନୂଆ ବର୍ଷରୁ ନୂଆ ସ୍ଥାନ ସହ ଯୋଡି ହେବ ଭୁବନେଶ୍ବର। ଭୁବନେଶ୍ବର ବିମାନବନ୍ଦରରୁ ନୂଆ ସ୍ଥାନକୁ ଉଡାଣ ଭରିବାକୁ ଯାଉଛି ବିମାନ। ଏଣିକି ବିଭିନ୍ନ ନୂଆ ସ୍ଥାନକୁ ବିମାନ ଦ୍ବାରା ଯାତ୍ରା କରିବା ସୁବିଧା ହେବ। ନୂଆ ବର୍ଷରୁ ଭୁବନେଶ୍ୱର ବିମାନ
Read More...

ଚଳଚ୍ଚିତ୍ର ‘ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ଓଡିଶା ସରକାର

ଭୁବନେଶ୍ବର: ବଲିଉଡ୍‌ ଚଳଚ୍ଚିତ୍ର 'ସାବରମତୀ ରିପୋର୍ଟ'କୁ ଓଡ଼ିଶାରେ କରମୁକ୍ତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳଚ୍ଚିତ୍ର ‘ସାବରମତୀ ରିପୋର୍ଟ’
Read More...

ଦୁର୍ଦ୍ଦାନ୍ତ ନକ୍ସଲ ବିଜା ମାଡ଼ଭିର ଆତ୍ମସମର୍ପଣ

କନ୍ଧମାଳ: ଦୁର୍ଦ୍ଦାନ୍ତ ନକ୍ସଲ ବିଜା ମାଡ଼ଭି ଆଜି କନ୍ଧମାଳ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ଘର ଛତିଶଗଡ଼ର ସୁକମା ଜିଲ୍ଲାରେ। ତାଙ୍କଠାରୁ ଗୋଟିଏ ପିସ୍ତଲ ଓ ଦୁଇଟି ଗୁଳି ଜବତ କରାଯାଇଛି। ସୁରକ୍ଷା ବାହିନୀଙ୍କ ଲଗାତାର ଚଢ଼ାଉ ଫଳରେ କନ୍ଧମାଳ ଜିଲାରେ ମାଓ ଦୁର୍ଗ ଭୁଷୁଡ଼ିବାରେ
Read More...