ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ମାମଲା: ଶାର୍ପ ସୁଟର ସହ ୩ ଗିରଫ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଚନ୍ଦ୍ରନାଥ ରଥଙ୍କ ହତ୍ୟାକାଣ୍ଡ ମାମଲାରେ ପଶ୍ଚିମବଙ୍ଗ ଏସଟିଏଫ ବିହାରର ବକ୍ସରରୁ ତିନିଜଣ ସନ୍ଦିଗ୍ଧଙ୍କୁ ଅଟକ ରଖିଛି। ସେମାନଙ୍କ ମଧ୍ୟରେ କୁଖ୍ୟାତ ଶାର୍ପ ସୁଟର ବିଶାଲ ଶ୍ରୀବାସ୍ତବ ମଧ୍ୟ ରହିଛନ୍ତି। ଅନ୍ୟ ଦୁଇଜଣ
Read More...

କର୍ଣ୍ଣାଟକ ଓ ତେଲେଙ୍ଗାନା ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ

୯,୪୦୦ କୋଟିର ପ୍ରକଳ୍ପର ଶୁଭାରମ୍ଭ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର କର୍ଣ୍ଣାଟକ ଓ ତେଲେଙ୍ଗାନା ଗସ୍ତ କରିବେ। ଏହି ଅବସରରେ ସେ ପ୍ରାୟ ୯,୪୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ।ପ୍ରଥମେ ପ୍ରଧାନମନ୍ତ୍ରୀ ବେଙ୍ଗାଲୁରୁରେ
Read More...

କଲାମ ଦ୍ୱୀପରୁ ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

ବାଲେଶ୍ବର: ଓଡ଼ିଶାର ଡ. ଏପିଜେ ଅବଦୁଲ କଲାମ ଦ୍ୱୀପ ରୁ ଭାରତ ଶୁକ୍ରବାର ଏକ ଉନ୍ନତ ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା କରିଛି। ଏହି କ୍ଷେପଣାସ୍ତ୍ରରେ ଏମଆଇଆରଭି (ମଲ୍ଟିପଲ୍ ଇଣ୍ଡିପେଣ୍ଡେଣ୍ଟଲି ଟାର୍ଗେଟେଡ୍ ରି-ଏଣ୍ଟ୍ରି ଭେହିକଲ୍) ପ୍ରଯୁକ୍ତି ବ୍ୟବହୃତ ହୋଇଛି, ଯାହା ଏକାଧିକ
Read More...

ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଭୁବନେଶ୍ୱରସ୍ଥିତ ବାସଭବନ ‘ନବୀନ ନିବାସ’ ସାମ୍ନାରେ ଥିବା ସୁରକ୍ଷା ବ୍ୟାରିକେଡ୍‌ ହଟିପାରେ। ଓଡ଼ିଶା ହାଇକୋର୍ଟ ସାର୍ବଜନୀନ ରାସ୍ତା ଜବରଦଖଲ ଅଭିଯୋଗର ସମାଧାନରେ ବିଳମ୍ବ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ କରିବା
Read More...

ପଞ୍ଜାବର ଶିଳ୍ପ ମନ୍ତ୍ରୀ ସଞ୍ଜୀବ ଅରୋରା ମନି ଲଣ୍ଡରିଂ ମାମଲାରେ ଗିରଫ

ପଞ୍ଜାବ: ସଂଜୀବ ଅରୋରା ଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଶନିବାର ମନି ଲଣ୍ଡରିଂ ମାମଲାରେ ଗିରଫ କରିଛି। ପଞ୍ଜାବର ଶିଳ୍ପ ମନ୍ତ୍ରୀ ତଥା ପୂର୍ବତନ ରାଜ୍ୟସଭା ସାଂସଦ ଥିବା ସଞ୍ଜୀବ ଅରୋରାଙ୍କ ବିରୋଧରେ ଜମି କାରବାର, ଭୁଆ ଜିଏସଟି ବିଲ୍‌, ହାୱାଲା ଏବଂ ଦୁବାଇରୁ ଭାରତକୁ ଅବୈଧ ଟଙ୍କା
Read More...

ପାରାଦୀପରେ ଚୋରା ତେଲ ଡଙ୍ଗା ଜବତ

୫ ହଜାର ଲିଟରରୁ ଅଧିକ ଡିଜେଲ ଠାବ ପାରାଦୀପ: ପାରାଦୀପ ସାମୁଦ୍ରିକ ଥାନା ପୋଲିସ ଶନିବାର ଏକ ଚୋରା ତେଲ ଡଙ୍ଗା ଜବତ କରି ବଡ଼ ରାକେଟର ପର୍ଦାଫାସ କରିଛି। ଡଙ୍ଗାରୁ ପ୍ରାୟ ୫ ହଜାରରୁ ଅଧିକ ଲିଟର ହାଇସ୍ପିଡ ଡିଜେଲ ଜବତ କରାଯାଇଥିବାବେଳେ ଏହି ଘଟଣାରେ ଜଡିତ ଜଣେ ଆନ୍ଧ୍ରପ୍ରଦେଶ
Read More...

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

କୋଲକାତା: ପଶ୍ଚିମବଙ୍ଗ ରାଜନୀତିରେ ଶନିବାର ଏକ ଐତିହାସିକ ଅଧ୍ୟାୟ ଯୋଡ଼ାଯାଇଛି। ଭାଜପାର ବରିଷ୍ଠ ନେତା ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ।ଶୁଭେନ୍ଦୁଙ୍କ ସହ ଦିଲୀପ ଘୋଷ
Read More...

ସୋଆ ପକ୍ଷରୁ ଦିନିକିଆ ଟିଏଚ୍‌ଇ ଓଡ଼ିଶା ରିଜିଓନାଲ୍ କନ୍‌କ୍ଲେଭ୍ ଆୟୋଜିତ

ଭୁବନେଶ୍ୱର, ମେ ୮: ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ (ବିପିୟୁଟି) ପକ୍ଷରୁ ଆୟୋଜିତ ଏବଂ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ ଠାରେ ଶୁକ୍ରବାର ଅନୁଷ୍ଠିତ ଏକ ଦିନିକିଆ ସମ୍ମିଳନୀରେ ଓଡ଼ିଶାର ୩୭ଟି ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ ଅନୁଷ୍ଠାନର କୁଳପତି,
Read More...

ସୋମନାଥରେ ୭୫ ବର୍ଷ ପୂର୍ତ୍ତି ଉତ୍ସବ: ସାମିଲ ହେବେ ପ୍ରଧାନମନ୍ତ୍ରୀ

ଗୁଜୁରାଟ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୧ ମେ’ରେ ଗୁଜରାଟର ପ୍ରସିଦ୍ଧ ସୋମନାଥ ମନ୍ଦିର ଗସ୍ତ କରିବେ। ମନ୍ଦିର ପୁନର୍ନିର୍ମାଣ ଓ ତତ୍କାଳୀନ ରାଷ୍ଟ୍ରପତି ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ଦ୍ୱାରା ଏହାର ଉଦ୍ଘାଟନର ୭୫ ବର୍ଷ ପୂର୍ତ୍ତି ଅବସରରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ
Read More...

ବଙ୍ଗର ପ୍ରଥମ ମହିଳା ଉପ-ମୁଖ୍ୟମନ୍ତ୍ରୀ ଅଗ୍ନିମିତ୍ରା

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ବିଜେପି ସରକାର ଗଠନ ପରେ ରାଜ୍ୟର ନୂଆ ନେତୃତ୍ୱକୁ ନେଇ ଚର୍ଚ୍ଚା ଜୋର ଧରିଛି। ଦଳ ପକ୍ଷରୁ ଶୁଭେନ୍ଦୁ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଏବଂ ଅଗ୍ନିମିତ୍ରା ପଲ୍ ଓ ନିଶିଥ ପ୍ରମାଣିକଙ୍କୁ ଉପ-ମୁଖ୍ୟମନ୍ତ୍ରୀ କରିବାକୁ ନିଷ୍ପତ୍ତି ହୋଇଛି। ବଙ୍ଗ ରାଜନୀତିରେ ପ୍ରଥମଥର
Read More...