ପ୍ରମୁଖ ଖବର

ଭଞ୍ଜନଗର ଜଳଭଣ୍ଡାରରେ ବୁଡି ଦୁଇ କଲେଜ୍ ଛାତ୍ରଙ୍କ ମୃତ୍ୟୁ
ପଶ୍ଚିମବଙ୍ଗରେ ନିର୍ବାଚନ ପୂର୍ବରୁ ଟିଏମ୍‌ସି ନେତାଙ୍କ ଘରେ ଆୟକର ଚଢଉ
ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ପ୍ରି-ଇନଷ୍ଟଲେସନ୍‌ ପ୍ରସ୍ତାବକୁ ପ୍ରତ୍ୟାହାର କଲେ ସରକାର
ତାମିଲନାଡୁର ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ୧୬ ମୃତ
ଇଟାଲୀରେ ଗୁରୁଦ୍ୱାର ବାହାରେ ଗୁଳିକାଣ୍ଡ: ଦୁଇ ଭାରତୀୟ ଶିଖଙ୍କ ମୃତ୍ୟୁ
ଖୋର୍ଦ୍ଧାରେ ୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ ଛୁଟି
ଫିରୋଜାବାଦରେ ଭୟଙ୍କର ଅଗ୍ନିକାଣ୍ଡ: ୬୦ରୁ ଅଧିକ ଦୋକାନ ଜଳି ଛାରଖାର
ମହିଳା ସଂରକ୍ଷଣ ବିଲ୍ ବାବଦରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି

ଗିରଫ ହେଲେ ଭବ ଦାସ

ଯାଜପୁର: ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବ ପ୍ରକାଶ ଦାସ ଗିରଫ। ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇ ଜେଲ୍‌ ଯାଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ଆଜି ସକାଳେ ତାଙ୍କୁ ଗିରଫ କରାଯାଇ ଏସ୍‌ଡିଜିଏମ୍‌ଙ୍କ ବାସଭବନକୁ
Read More...

ସରକାରୀ କର୍ମଚାରୀଙ୍କୁ ଅବସର ଦିନ ମିଳିବ ପୂର୍ଣ୍ଣାଙ୍ଗ ପେନସନ

ଭୁବନେଶ୍ବର: ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର। ଏଣିକି ସରକାରୀ କର୍ମଚାରୀଙ୍କୁ ଅବସର ଦିନ ପୂର୍ଣ୍ଣାଙ୍ଗ ପେନସନ ସୁନିଶ୍ଚିତ ହେବ। ଏନେଇ ସବୁ ବିଭାଗ ସଚିବଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଲେ ମୁଖ୍ୟ ସଚିବ ମନୋଜ ଆହୁଜା। ନିଜର ବିଭାଗ ତଥା ବିଭାଗ ଅଧିନସ୍ଥ ସମସ୍ତ
Read More...

ଏଥର ଆସିବେ ନୂଆ କଂସ

ବରଗଡ଼: ବଦଳିବେ ବରଗଡ଼ ଧନୁଯାତ୍ରା କଂସ। ପୂର୍ବରୁ କଂସ ଭୂମିକାରେ ଅଭିନୟ କରୁଥିବା ବ୍ୟକ୍ତି ବଦଳରେ ଅଭିନୟ କରିବେ ଆଉ ଜଣେ। ଏନେଇ ବରଗଡ଼ ଧନୁଯାତ୍ରା ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆଜି ବସିଥିଲା ପ୍ରସ୍ତୁତି ବୈଠକ। କଂସ ଭୂମିକାରେ ଅଭିନୟ କରୁଥିବା ହୃଷିକେଷ ଭୋଇ। ଏଥର ଧନୁଯାତ୍ରାରେ
Read More...

ଦିଲ୍ଲୀ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରୁ କନ୍ଧମାଳ ହଳଦୀ କିଣିଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀ ପ୍ରଗତି ମଇଦାନରେ ଚାଲିଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଜିଲାରେ ଜୈବିକ ପଦ୍ଧତିରେ ଚାଷ କରାଯାଉଥିବା ହଳଦୀ କିଣିବା ସହ ଦାରିଙ୍ଗବାଡ଼ିକୁ ନେଇ ନିଜର ସ୍ମୃତି ମନେ ପକାଇଥିଲେ। କେବଳ ସେତିକି
Read More...

ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡ

କେନ୍ଦୁଝର: ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କଲେ କେନ୍ଦୁଝରର ଫାଷ୍ଟଟ୍ରାକ କୋର୍ଟ। ଅଭିଯୁକ୍ତ ଜଣକ ହେଲେ ସଦର ଥାନା କସିରା ଗ୍ରାମର ବିଦେଶିଆ ପ୍ରଧାନ(୨୨)। ବିଦେଶିଆଙ୍କୁ ଫାଷ୍ଟଟ୍ରାକ କୋର୍ଟ କେନ୍ଦୁଝରର ବିଚାରପତି ବିଜୟ କୁମାର ମିଶ୍ର
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୪ମୃତ

ଜୟପୁର: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୪ମୃତ। ବାଇକ୍‌ରେ ଯିବାବେଳେ ମାଡ଼ିଗଲା ଟ୍ରକ, ଚାଲିଗଲା ୪ ଜଣଙ୍କ ଜୀବନ। କୋରାପୁଟ ଜିଲ୍ଲା ଜୟପୁର ସଦର ଥାନା ଏନ୍ଏଚ୍ ୨୬ ଜବାକନାଡ଼ି ନିକଟରେ ଘଟିଛି ଏପରି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଗୋଟିଏ ବାଇକ୍‌ରେ ୪ ଜଣ ଯିବାବେଳେ ଏହି ଦୁର୍ଘଟଣା
Read More...

ଦକ୍ଷିଣ ବଙ୍ଗୋପସାଗର ରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର

ଘନୀଭୂତ ହୋଇ ତାମିଲନାଡୁ ଉପକୂଳ ଆଡ଼କୁ ଅଗ୍ରସର ହେବା ସମ୍ଭାବନାଭୁବନେଶ୍ବର: ବିଷୁବରେଖା ରେଖା ନିକଟସ୍ଥ ପୂର୍ବ ଭାରତ ମହାସାଗରୀୟ ଅଞ୍ଚଳ ତଥା ଦକ୍ଷିଣ ଆଣ୍ଡମାନ ସାଗର ବାୟୁ ମଣ୍ଡଳ ଉପରି ଭାଗ ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି ଏହି କ୍ଷେତ୍ର କ୍ରମଶଃ ପଶ୍ଚିମ - ଉତ୍ତର ପଶ୍ଚିମ ଦିଗ ରେ
Read More...

ସାର କାରଖାନାରେ ବିସ୍ଫୋରଣ, ୩ ମୃତ ୯ ଆହତ

ମହାରାଷ୍ଟ୍ର: ମହାରାଷ୍ଟ୍ରର ସାଙ୍ଗଲି ଜିଲ୍ଲାର ଏକ ସାର କାରଖାନାରେ ଭୟଙ୍କର ବିସ୍ଫୋରଣ। କାରଖାନାରେ ପ୍ରଥମେ ବିସ୍ଫୋରଣ ଘଟି ଗ୍ୟାସ୍ ଲିକ୍ ହେବା କାରଣରୁ ଏହି ଅଘଟଣ ଘଟିଛି। ଫଳରେ ଦୁଣ ଜଣ ମହିଳାଙ୍କ ସମେତ ଜଣେ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ଘଟିଛି। ଏଥିସହ ୯ ଜଣ ଆହତ ହୋଇ ଡାକ୍ତରଖାନାରେ
Read More...

ବବି ଦାସଙ୍କ ଭାଇ ନାଁରେ ଏତଲା

ଯାଜପୁର: ବବି ଦାସଙ୍କ ଭାଇ ଭବ ପ୍ରକାଶ ଦାସଙ୍କ ନାଁରେ ଥାନାରେ ଏତଲା। ହାଟର ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଯାଜପୁର ଥାନାରେ ଏତଲା ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି। ଭବ ପ୍ରକାଶ ଦାସଙ୍କ ନାଁରେ ଥାନାରେ ଏତଲା କରିଛନ୍ତି ଜଣେ ବ୍ୟବସାୟୀ। ଭବଙ୍କ ସହଯୋଗୀ ଧମକ ଦେବା ସହ ମାଡ଼
Read More...

ମଝି ରାସ୍ତାରେ ହାତାହାତି ହେଲେ ଦୁଇ କଳାକାର

ଭୁବନେଶ୍ବର: ଥମୁନି ଅଭିନେତାଙ୍କ କଳି। ଡିସିପି ଅଫିସ ଆଗରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ପୁଲିସ ଉପସ୍ଥିତିରେ ଡିସିପି ଅଫିସ୍ ସମ୍ମୁଖରେ ହାତାହାତି ହୋଇଛନ୍ତି ଅଭିନେତା ମନୋଜ ମିଶ୍ର ଓ ନିର୍ଦ୍ଦେଶକ ବବି ଇସଲାମ୍। ସେଠାରେ ଉପସ୍ଥିତ ଅନ୍ୟ ନିର୍ଦ୍ଦେଶକଙ୍କ ଉପରକୁ ମଧ୍ୟ
Read More...