ପ୍ରମୁଖ ଖବର

ଭଞ୍ଜନଗର ଜଳଭଣ୍ଡାରରେ ବୁଡି ଦୁଇ କଲେଜ୍ ଛାତ୍ରଙ୍କ ମୃତ୍ୟୁ
ପଶ୍ଚିମବଙ୍ଗରେ ନିର୍ବାଚନ ପୂର୍ବରୁ ଟିଏମ୍‌ସି ନେତାଙ୍କ ଘରେ ଆୟକର ଚଢଉ
ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ପ୍ରି-ଇନଷ୍ଟଲେସନ୍‌ ପ୍ରସ୍ତାବକୁ ପ୍ରତ୍ୟାହାର କଲେ ସରକାର
ତାମିଲନାଡୁର ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ୧୬ ମୃତ
ଇଟାଲୀରେ ଗୁରୁଦ୍ୱାର ବାହାରେ ଗୁଳିକାଣ୍ଡ: ଦୁଇ ଭାରତୀୟ ଶିଖଙ୍କ ମୃତ୍ୟୁ
ଖୋର୍ଦ୍ଧାରେ ୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ ଛୁଟି
ଫିରୋଜାବାଦରେ ଭୟଙ୍କର ଅଗ୍ନିକାଣ୍ଡ: ୬୦ରୁ ଅଧିକ ଦୋକାନ ଜଳି ଛାରଖାର
ମହିଳା ସଂରକ୍ଷଣ ବିଲ୍ ବାବଦରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି

ଭାଷଣ ଦେବାବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ବଲାଙ୍ଗିର: ପିଲାଙ୍କ ଆଗରେ ଶିଶୁ ଦିବସ ଅବସରରେ ଭାଷଣ ଦେଉ ଦେଉ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ। ଭାଷଣ ଦେବାବେଳେ ଅଚାନକ ଟଳିପଡିଲେ। ପରେ ଡାକ୍ତରଖାନା ନେବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ତୁରେଇକେଲା ବ୍ଲକ ପଲ୍ଲୀବିକାଶ
Read More...

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା

ଭୁବନେଶ୍ବର: ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଗୁରୁବାର ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରର ବିଜେତାମାନଙ୍କ ନାମ ଘୋଷଣା କରାଯାଇଛି। ଏକାସାଙ୍ଗରେ ତିନି ବର୍ଷ ପାଇଁ ପୁରସ୍କାର ଘୋଷଣା ହୋଇଥିବା ବେଳେ ୨୦୨୦ ପାଇଁ ସହିଦ ରଘୁ ସର୍ଦ୍ଦାର, ୨୦୨୧ ପାଇଁ ପ୍ରତୀକ୍ଷା ଓ ଡାଲଚିନି ଏବଂ ୨୦୨୨ ପାଇଁ
Read More...

ଚିଙ୍ଗୁଡ଼ି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

ପୁରୀ: ଚିଙ୍ଗୁଡ଼ି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ। ଗୋଦାମରେ ୩ ଲକ୍ଷରୁ ଅଧିକ ଟଙ୍କାର ଚିଙ୍ଗୁଡ଼ି ଜଳିପୋଡ଼ି ନଷ୍ଟ ହୋଇଥିବା ସୂଚନା ରହିଛି। ହେଲେ ବିଦ୍ୟୁତ ସଟସର୍କିଟ ଯୋଗୁଁ ଚିଙ୍ଗୁଡ଼ି ଗୋଦାମରେ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ସୂଚନା ଅନୁଯାୟୀ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଥାନା
Read More...

ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ୍ ଖାରଜ

ସମ୍ବଲପୁର:ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା। ସମ୍ବଲପୁର ବିଧାୟକ ତଥା ବରିଷ୍ଠ ବିଜେପି ନେତା ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ୍ ଖାରଜ କରିଛନ୍ତି ସୁପ୍ରିକକୋର୍ଟ। ମହିଳା ଆଇଆଇସିଙ୍କୁ ମାଡ଼ ଘଟଣାରେ ଆଗୁଆ ଜାମିନ ହାଇକୋର୍ଟରେ ଖାରଜ ହେବା ପରେ ଏହାକୁ ନେଇ
Read More...

ଡୋମିନିକାର ସର୍ବୋଚ୍ଚ ସମ୍ମାନ ପାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ଡୋମିନିକାର ସର୍ବୋଚ୍ଚ ଜାତୀୟ ସମ୍ମାନ ପାଇବେ ପ୍ରଧାନମନ୍ତ୍ରୀ ମୋଦୀ। ଡୋମିନିକା ସର୍ବୋଚ୍ଚ ଜାତୀୟ ସମ୍ମାନ ‘ଦ ଡୋମିନିକା ଆୱାର୍ଡ ଅଫ୍‌ ଅନର’ ପାଇବେ ମୋଦୀ। ଗୁଆନାରେ ହେବାକୁ ଥିବା ଭାରତ-କାରିକୋମ୍ ସମିଟ୍‌ରେ ମୋଦୀଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ। କୋଭିଡ ବେଳେ ଭାରତର
Read More...

ଫେବୃଆରୀ ୨୧ରୁ ମାଟ୍ରିକ ପରୀକ୍ଷା

କଟକ: ଫେବୃଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ସୂଚୀ ପ୍ରକାଶ କରିଛି। ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ।୨୧ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା, ୨୪ ତାରିଖରେ ଦ୍ୱିତୀୟ ଭାଷା ଇଂରାଜୀ ପରୀକ୍ଷା ହେବ। ସେହିପରି
Read More...

ମଧ୍ୟବିତ୍ତଙ୍କ ଉପରୁ କମିଲା ଟିକସ ବୋଝ

ନୂଆଦିଲ୍ଲୀ: ଗତ ୧୦ ବର୍ଷରେ କମିଛି ମଧ୍ୟବିତ୍ତଙ୍କ ଆୟକର। ବିଜେପି ସରକାରର ୧୦ ବର୍ଷ କାର୍ଯ୍ୟକାଳ ମଧ୍ୟରେ ଇନକମ୍ ଟ୍ୟାକ୍ସ ରିଟର୍ଣ୍ଣ କରୁଥିବା ଟିକସଦାତାଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ବେଳେ ମଧ୍ୟବିତ୍ତ ପରିବାର ଉପରୁ କମିଲା ଟିକସ ବୋଝ। ସାଧାରଣତଃ ବାର୍ଷିକ ଆୟ ୨୦ ଲକ୍ଷ, ଯେଉଁମାନଙ୍କୁ
Read More...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଭଦ୍ରକ ଜିଲ୍ଲା ଆରଆଇ

ଭଦ୍ରକ: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭଦ୍ରକ ଜିଲ୍ଲା ଗଦି ରାଜସ୍ୱ ନିରୀକ୍ଷକ ବା ଆରଆଇ ଭାଗବତ ଖଟୁଆ। ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନରେ କାର୍ଯ୍ୟ କରୁଥିବା ଆର୍‌ଆଇ ଭାଗବତ ଖଟୁଆଙ୍କୁ ଓଡ଼ିଶା ଭିଜିଲାନ୍ସ କର୍ମଚାରୀ ମାଡ଼ି ବସିଛନ୍ତି। ଏକ ମ୍ୟୁଟେଶନ ମାମଲାରେ କୃଷି
Read More...

ଆସନ୍ତାକଲିଠାରୁ ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ

ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ: ଶୁକ୍ରବାରଠାରୁ ଆରମ୍ଭ ହେବ ଐତିହାସିକ କଟକ ବାଲିଯାତ୍ରା। ଏନେଇ ସମସ୍ତ ପ୍ରସ୍ତୁତି ନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି କଟକ ଜିଲାପାଳ ଦତ୍ତାତ୍ରୟ ଭାଉ ସାହେବ ସିନ୍ଦେ। ଶୁକ୍ରବାର ସନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ଏହି
Read More...

ପୋଲିସ ଇନ୍‌ଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ

ବିଜାପୁର: ଛତିଶଗଡ ବିଜାପୁର ଜିଲାରେ ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ବୁଧବାର ମାଓବାଦୀମାନେ ହତ୍ୟା କରିଛନ୍ତି। ସେ ହେଲେ ସୁବଳ ଦୁଲାରୁ। ବିଜାପୁର ଜିଲା ଜଙ୍ଗଲା ଥାନା ଅଧୀନରେ ଥିବା ପୋଟେନାର ଗ୍ରାମରେ ମାଓବାଦୀମାନେ ଏକ ପ୍ରଜାକୋର୍ଟ କରିଥିଲେ। ଏଥିରେ ଇନ୍‌ଫର୍ମର ସନ୍ଦେହରେ
Read More...