ପ୍ରମୁଖ ଖବର

ସ୍ୱାଧୀନତା ଦିବସ ପାଳନ ପୂର୍ବରୁ ଦିଲ୍ଲୀରେ ୬ଟି ବୋମା ଧମକ ମିଳିବା ପରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଓଡ଼ିଶାର ୧୭ ପୋଲିସ ଓ ସୁରକ୍ଷା କର୍ମଚାରୀଙ୍କୁ ବିଶିଷ୍ଟ ସେବା ପୁରସ୍କାର
ଛାତିରେ ଯନ୍ତ୍ରଣା ପରେ ଏମ୍ସରେ ଭର୍ତ୍ତି ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ସ୍ଥିର
ପୁରୀ ଷ୍ଟେସନ୍‌ ନିକଟରେ ତାଳଚେର-ପୁରୀ ଟ୍ରେନ୍‌ର ଇଞ୍ଜିନ୍‌ ଲାଇନଚ୍ୟୁତ
ଓଡ଼ିଶା ପୁଲିସର ନୂଆ ଡିଜିପି ଦାୟିତ୍ୱରେ ବିନୟତୋଷ ମିଶ୍ର
ଛାତ୍ରଙ୍କ ଖାତାକୁ ସିଧା ଯିବ ଫି’ ରିଇମ୍ବର୍ସମେଣ୍ଟ ଟଙ୍କା
ପଶ୍ଚିମବଙ୍ଗରେ ଲାଗୁ ହେଲା ‘ବେଟି ବଚାଓ, ବେଟି ପଢ଼ାଓ’ ଯୋଜନା
ଆସାମରେ ୧୦୦୦ରୁ ଅଧିକ ପୁରୁଣା ପୋଲ ହେବ RCC

୨୦୨୫ରେ ମହିଳାଙ୍କୁ ୩ ଥର ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ବର: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର। ‘ସୁଭଦ୍ରା’ ଯୋଜନାକୁ ନେଇ ବଡ଼ ସୂଚନା ଦେଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ନୂଆବର୍ଷରେ ମହିଳାଙ୍କୁ ମିଳିବ ବଡ ଉପହାର। ୨୦୨୫ ମସିହାରେ ମାଆ ମାନଙ୍କୁ ୩ ଥର ମିଳିବ ସୁଭଦ୍ରା ଟଙ୍କା। ଜାନୁଆରୀରେ ପ୍ରଥମ ପର୍ଯ୍ୟାୟରେ ଚତୁର୍ଥ କିସ୍ତି
Read More...

କେଜ୍ରିୱାଲଙ୍କ ବଡ଼ ଘୋଷଣା: ପୂଜାରୀଙ୍କୁ ପ୍ରତି ମାସରେ ମିଳିବ ୧୮ ହଜାର ଟଙ୍କା

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ଆଉ ଏକ ବଡ଼ ଘୋଷଣା କରିଛନ୍ତି। ଆଗକୁ ଦିଲ୍ଲୀ ନିର୍ବାଚନ। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ସରଗରମ ରାଜନୀତି। ଏଥିଲାଗି ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି ସମସ୍ତ ରାଜନୈତିକ ଦଳ।
Read More...

ଜଗା ଦର୍ଶନବେଳେ ଅଚେତ୍‌ ହେଲେ ୪ ଭକ୍ତ

ପୁରୀ: ନୂଆବର୍ଷ ପାଖେଇ ଆସୁଥିବାରୁ ଏବେ ଛୁଟିରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଛୁଟିଛି ଭକ୍ତଙ୍କ ସୁଅ। ଜନସମୁଦ୍ର ପାଲଟିଛି ଶ୍ରୀମନ୍ଦିର ପରିସର। ବର୍ଷର ଶେଷରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ରାଜ୍ୟ ଓ ସାରା ଦେଶରୁ ଲୋକେ ଆସି ପହଞ୍ଚିଥିବା ବେଳେ ଶୃଙ୍ଖଳିତ ଦର୍ଶନ ପାଇଁ ମାର୍କେଟ ଛକ ଯାଏଁ
Read More...

ପରିସ୍ରା କରିବାକୁ ଉଠିଥିବା ବେଳେ ଯୁବକଙ୍କୁ ଦଳି ଦେଲା ଦନ୍ତା

କେନ୍ଦୁଝର: କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ବୃଦ୍ଧି ପାଉଥିବାରୁ ଲୋକେ ଭୟ ଓ ଆତଙ୍କିତ ହୋଇପଡ଼ିଛନ୍ତି। କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜ ରେଭେନ୍ସାପୁର ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ରବିବାର ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାଲିବନ୍ଧ ସେକ୍ସନର ରେଭେନ୍ସାପୁର (ଖ) ନିକଟ ଚମକପୂର
Read More...

ଆସନ୍ତା ଫେବୃଆରୀରୁ ଲାଗୁ ହେବ ଆୟୁଷ୍ମାନ୍ ଭାରତ : ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ନୂଆବର୍ଷରେ ଆହୁରି ସୁଲଭ ହେବ ସ୍ଵାସ୍ଥ୍ୟସେବା। ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ସୂଚନା ଦେଇଛନ୍ତି। ୨୦୨୫ ଫେବୃଆରୀ ମାସରୁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି। ଏପରିକି ଗୋପବନ୍ଧୁ ଜନ
Read More...

କ୍ଷତିଗ୍ରସ୍ତ ଚାଷ ଜମି ବୁଲି ଦେଖିବେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଅଦିନିଆ ବର୍ଷା କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲା ବୁଲିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଆସନ୍ତା ୩୧ରେ ନବୀନ ୪ ଜିଲ୍ଲା ଗସ୍ତ କରିବେ। ପୁରୀ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଗସ୍ତ କରି କ୍ଷତିଗ୍ରସ୍ତ ଚାଷ ଜମି ବୁଲି ଦେଖିବେ ବିରୋଧୀ ଦଳ ନେତା। ଗତକାଲି ଅର୍ଥାତ୍ ୩୦
Read More...

ଓସିଏ ସଭାପତି ପଦ ଛାଡିଲେ ବବି ଦାସ

କଟକ: ଓସିଏ ସଭାପତି ପଦ ଛାଡିଲେ ବବି ଦାସ। ଓଡିଶା କ୍ରିକେଟ ଆସୋସିଏସନ୍(ଓସିଏ) ପଦବୀରୁ ଇସ୍ତଫା ଦେଇଛନ୍ତି ବିଜେଡି ନେତା ପ୍ରଣବ ପ୍ରକାଶ ଦେସ ଓରଫ ବବି ଦାସ। ନିଜର ବ୍ୟକ୍ତିଗତ କାରଣ ଦର୍ଶଇ ବବି ପଦ ଛାଡିଛନ୍ତି। ବବି ତାଙ୍କ ପଦରୁ ଇସ୍ତଫା ଦେବା ନେଇ ସୂଚନା ଦେଇଛନ୍ତି ଓସିଏ ସମ୍ପାଦକ
Read More...

ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟରେ ରୁପା ଛାଉଣୀ କାମ ଆରମ୍ଭ

ପୁରୀ: ଆରମ୍ଭ ହେଲା ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟରେ ରୁପା ଛାଉଣୀ କାମ। ଯମଶିଳା ଉପରି ଭାଗ ପଥର ବନ୍ଧରେ ରୁପା ଛାଉଣୀ କାମ କରାଯାଇଛି । ସେହିପରି ପତିତପାବନଙ୍କ ନିକଟ ପଥର ମଣିବନ୍ଧକୁ ରୁପା ଛାଉଣୀ କରାଯାଇଛି। ପରିଚାଳନା କମିଟି ନିଷ୍ପତ୍ତି ଅନୁସାରେ ରୁପା ଛାଉଣୀ କରାଯାଉଛି । ସିଂହଦ୍ୱାର
Read More...

ଏମକେସିଜିର ବରିଷ୍ଠ ଡାକ୍ତର ବହିଷ୍କୃତ

ବ୍ରହ୍ମପୁର: ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର ଜଣେ ପିଜି ଡାକ୍ତରଙ୍କୁ କିଛି ବରିଷ୍ଠ ଡାକ୍ତର ମାଡ ମାରିବା ଏବଂ ଶିଶୁ ବିଭାଗ ମୁଖ୍ୟଙ୍କୁ ଦୁର୍ବ୍ୟବହାର କରିବା ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଆକ୍ରମଣରେ ସଂପୃକ୍ତ ଥିବା ଜଣେ ଆସିଷ୍ଟାଣ୍ଟ ପ୍ରଫେସର ଓ ୩ ଜଣ
Read More...

ଦକ୍ଷିଣ କୋରିଆରେ ବିମାନ ଦୁର୍ଘଟଣା: ଜଳିଗଲେ ୧୭୯ ଯାତ୍ରୀ

ଦକ୍ଷିଣ କୋରିଆ: ଦକ୍ଷିଣ କୋରିଆରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ଏଥିରେ ୧୭୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦକ୍ଷିଣ କୋରିଆର ମୁଆନ ଆନ୍ତର୍ଜାତୀୟ ବିମାନବନ୍ଦରରେ ଏକ ବିମାନ ରନୱେରୁ ଖସିଯାଇଥିଲା। ଉଦ୍ଧାର କାର୍ଯ୍ୟ ଚାଲିଥିବା ବେଳେ ଆହତ ଯାତ୍ରୀମାନଙ୍କୁ ଡାକ୍ତରଖାନାରେ
Read More...