ବିଦ୍ୟାଳୟ ପରିସରରେ ନିଆଁରେ ପୋଡି ୪ ଛାତ୍ର ଗୁରୁତର
ରାୟଗଡ଼ା: ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲକ ଅନ୍ତର୍ଗତ ପାଇକଡ଼ାକୁଲୁଗୁଡ଼ାସ୍ଥ ଉନ୍ନିତ ଉଚ୍ଚ ବିଦ୍ୟାଳୟ ପରିସରରେ ଅଘଟଣ। ବିଦ୍ୟାଳୟ ପରିସରରେ ପାଠପଢ଼ା ଚାଲିଥିଲା ବଳେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୪ ଜଣ ଛାତ୍ର ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା!-->…
Read More...
Read More...