ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା
ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା। ରାଷ୍ଟ୍ରପତି ଭବନରେ ଆୟୋଜିତ ଉତ୍ସବରେ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ!-->…
Read More...
Read More...