ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷତା ଓ ଅଗ୍ରଗତିର ସ୍ମୃତିଚାରଣ
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ନିଟ୍‌ ପରୀକ୍ଷାରେ ବିଫଳ ପରେ ଛାତ୍ରୀଙ୍କ ଆତ୍ମହତ୍ୟା
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ଅଟୋ ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ: ଅଟୋ ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଦିଲ୍ଲୀ ବିଧାସଭା ନିର୍ବାଚନ ତାରିଖ ଘୋଷଣା ନହେବା ପୂର୍ବରୁ ଆରମ୍ଭ ହେଲାଣି ରାଜନୀତି। ଆପ ଆଗୁଆ ପ୍ରାର୍ଥୀ ଘୋଷଣା କରିଥିବାବେଳେ ଏବେ ଆମ ଆଦମୀ ପାର୍ଟି ତରଫରୁ ଅରବିନ୍ଦ କେଜ୍ରିୱାଲ ୫ଟି
Read More...

ଶ୍ରମିକଙ୍କ ଉପରେ ମାଡ଼ିଗଲା ବସ, ୩ ମୃତ

ଢେଙ୍କାନାଳ: ଢେଙ୍କାନାଳରେ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ଖଇରାମୁଣ୍ଡା ଗାଁ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ଅନ୍ତର୍ଗତ ନାଉପାଳକାଟେଣୀ ଗାଁର ସାଗର ପ୍ରଧାନ,
Read More...

ଡିସେମ୍ବର ୧୭ରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

ପୁରୀ: ଆସନ୍ତା ଡିସେମ୍ବର ୧୭ରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ମଙ୍ଗଳବାର ବସିଥିବା ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏହି ସୂଚନା ଦେଇଛନ୍ତି। ୩ମାସ ଭିତରେ ଶେଷ ହେବ ଏହି ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଦ୍ବିତୀୟ ଭୋଗ ମଣ୍ଡପ ପରେ ମରାମତି ଆରମ୍ଭ ହେବ।
Read More...

ପାରାଦୀପରେ ୭୮ ବାଂଲାଦେଶୀ ମତ୍ସ୍ୟଜୀବୀ ଅଟକ

ପାରାଦୀପ: ଭାରତ-ବାଂଲାଦେଶ ମଧ୍ୟରେ ଚାଲିଛି ତିକ୍ତତା। ବିଭିନ୍ନ କାରଣକୁ ନେଇ ଦୁଇ ଦେଶ ମଧ୍ୟରେ ସଂପର୍କ ଭଲ ନଥିବା ବେଳେ, ସୁଧାର ଆଣିବା ପାଇଁ କରାଯାଉଛି ଉଦ୍ୟମ। ଏଭଳି ପରିସ୍ଥିତିରେ ମଙ୍ଗଳବାର ପାରାଦୀପ ତଟରେ ୭୮ ବାଂଲାଦେଶୀ ମତ୍ସ୍ୟଜୀବୀଙ୍କୁ ସହ ୨ଟି ବାଂଲାଦେଶୀ ମାଛଧରା ଟ୍ରଲର ଜବତ
Read More...

ଓମାନରେ ଛାତ ଭୁଷୁଡି ଓଡିଆ ଶ୍ରମିକ ମୃତ

କେନ୍ଦ୍ରାପଡ଼ା: ଓମାନରେ ଛାତ ଭୁଷୁଡି ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ ଚକ୍ରଧରପୁର ଗ୍ରାମର ଶୁକଦେବ ସ୍ୱାଇଁଙ୍କ ପୁଅ ବିପିନ ବିହାରୀ ସ୍ବାଇଁ। ତାଙ୍କ ମରଶରୀର ଭାରତ ଫେରାଇ ଆଣିବାପାଇଁ ଓମାନରେ ଅବସ୍ଥାପିତ ଭାରତୀୟ
Read More...

ଉପରାଷ୍ଟ୍ରପତି ଧନଖଡ଼ଙ୍କ ବିରୋଧରେ ଅବିଶ୍ୱାସ ପ୍ରସ୍ତାବ ଆଣିଲେ ବିରୋଧୀ

ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନରେ ରାଜ୍ୟସଭା ଅଧ୍ୟକ୍ଷ ତଥା ଉପ-ରାଷ୍ଟ୍ରପତି ଜଗଦ୍ବୀପ ଧନଖଡଙ୍କ ବିରୋଧରେ ଆସିଲା ଅନାସ୍ଥା ପ୍ରସ୍ତାବ। ଗୃହ ପରିଚାଳନାରେ ପକ୍ଷପାତିତା ଅଭିଯୋଗରେ କଂଗ୍ରେସ ନେତୃତ୍ବାଧୀନ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ଏହି ଅନାସ୍ଥା ପ୍ରସ୍ତାବ ଆଗତ କରିଛି। ଶାସକ ଏବଂ
Read More...

କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌ଏମ୍ କ୍ରିଷ୍ଣାଙ୍କ ପରଲୋକ

କର୍ଣ୍ଣାଟକ: କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌ଏମ୍ କ୍ରିଷ୍ଣାଙ୍କ ପରଲୋକ। ୯୨ ବର୍ଷ ବୟସରେ ଡିସେମ୍ବର ୧୦ ମଙ୍ଗଳବାର ବେଙ୍ଗାଲୁରୁର ସାଦାଶିଭନଗରରେ ଥିବା ତାଙ୍କ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବୟସ ସମ୍ବନ୍ଧୀୟ ଅସୁସ୍ଥତା ହେତୁ ତାଙ୍କୁ ବେଙ୍ଗାଲୁରୁର ମଣିପାଲ
Read More...

ଗିରଫ ହେଲେ ଖଣ୍ଡଗିରି ସବ୍‌ ରେଜିଷ୍ଟ୍ରାରର କନିଷ୍ଠ କିରାଣି

ଭୁବନେଶ୍ୱର: ୨୦ ହଜାର ଟଙ୍କା ଲାଞ୍ଚ ନେଇ ବନ୍ଧା ହେଲେ ଭୁବନେଶ୍ୱର ଖଣ୍ଡଗିରି ସବ୍‌ ରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣି (ଜୁନିୟର୍‌ କ୍ଲର୍କ) ଦେବଯାନୀ କର । ଭୁବନେଶ୍ୱର ଖଣ୍ଡଗିରି ସବ୍‌ ରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣି ଦେବଯାନୀ କରଙ୍କୁ ମଙ୍ଗଳବାର ଭିଜିଲାନ୍ସ
Read More...

ମହାକୁମ୍ଭରେ ଶ୍ରଦ୍ଧାଳୁଙ୍କ ପାଇଁ ଚାଲିବ ୧୩ ହଜାର ଟ୍ରେନ

ନୂଆଦିଲ୍ଲୀ; ଶ୍ରଦ୍ଧାଳୁଙ୍କ ପାଇଁ ବଡ ପଦକ୍ଷେପ ନେଇଛି ରେଳବାଇ ବିଭାଗ। ମହାକୁମ୍ଭ ପାଇଁ ଶ୍ରଦ୍ଧାଳୁଙ୍କ ସୁବିଧା ଦୃଷ୍ଟିରୁ ଚାଲିବ ୧୩ ହଜାର ଟ୍ରେନ। ଏଥିରେ ୩ ହଜାର ସ୍ୱତନ୍ତ୍ର ଓ ୧୦ ହଜାର ନିୟମିତ ଟ୍ରେନ ରହିଛି। ଏଥିରେ ଦେଢରୁ ୨ କୋଟି ଯାତ୍ରୀ ଉପକୃତ ହେବେ।କେନ୍ଦ୍ର ରେଳମନ୍ତ୍ରୀ
Read More...

ଓଡ଼ିଶାର ୨ ରେଳ ଫ୍ଲାଏଓଭର ନିର୍ମାଣ ପାଇଁ ୫୦୯ କୋଟି ମଞ୍ଜୁରୀ

ଭୁବନେଶ୍ବର: ରାଜ୍ୟରେ ରେଳ ଭିତ୍ତିଭୂମି ସୁଦୃଢ କରିବାକୁ ୫୦୯ କୋଟି ମଞ୍ଜୁରୀ କରିଛି ମନ୍ତ୍ରଣାଳୟ। କଟକ ଓ ରାୟଗଡ଼ାରେ ଫ୍ଲାଏଓଭର ପାଇଁ ମନ୍ତ୍ରାଳୟ ପକ୍ଷରୁ ଏହି ଅର୍ଥ ମଞ୍ଜୁର କରାଯାଇଛି। ରାଜଆଠଗଡ଼-ରାଧାକିଶୋରପୁର ଓ ମାଛପୁର ମଧ୍ୟରେ ହେବ ଫ୍ଲାଏଓଭର ଏବଂ ରାୟଗଡ଼ାର ସିଙ୍ଗାପୁର ରୋଡ୍
Read More...