ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷ ଓ ଅଗ୍ରଗତିର ସ୍ମୃତିଚାରଣ
ଏସସିବି ମେଡିକାଲ ଆଇସିୟୁ ଅଗ୍ନିକାଣ୍ଡ ଘଟଣା
ଆଉ ଦୁଇ ମାସ ବଢିଲା ଲକ୍ଷ୍ମୀଧର ବିଶ୍ୱାଳ କମିସନ କାର୍ଯ୍ୟକାଳ
ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ କ୍ୟାରିୟର ଗାଇଡାନ୍ସ
ବୋର୍ଡ ପରୀକ୍ଷା ପରେ କେଉଁ କ୍ଷେତ୍ରରେ କ୍ୟାରିୟର ଗଢିବେ ଛାତ୍ରଛାତ୍ରୀ, ସେ ଦିଗରେ ଦିଆଯିବ ପ୍ରଶିକ୍ଷଣ
ଆୟୁଷ୍ମାନ କାର୍ଡରେ ସ୍ବତନ୍ତ୍ର ସୁବିଧା ପାଇବେ କ୍ୟାନସର ରୋଗୀ
କ୍ୟାନସର ଆରୋଗ୍ୟ ଯୋଜନାରେ ମିଳିବ ସୁବିଧା
ଆୟୁଷ୍ମାନ କାର୍ଡରେ ଯୋଡି ହେବ ନୂଆ ୧୨୧ଟି ପ୍ୟାକେଜ
ରାଜ୍ୟ ପାଣ୍ଠିରୁ ଖର୍ଚ୍ଚ ହେବ ଟଙ୍କା, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା
ପଞ୍ଚାୟତିରାଜ ବିଭାଗ ନାଁରେ ନକଲି ପଦୋନ୍ନତି ଆଦେଶ ଭାଇରାଲ, ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର
ଜିପିଡିଓ ଓ ପିଏଙ୍କ ପଦୋନ୍ନତି ନାଁରେ ଘୁରି ବୁଲୁଛି ନକଲି ଆଦେଶ
ଗୃହବିଭାଗକୁ ଏଫ୍‌ଆଇଆର୍‌ ଓ ସାଇବର ତଦନ୍ତ ପାଇଁ ଚିଠି ଲେଖିଲା ପଞ୍ଚାୟତିରାଜ ବିଭାଗ
ଆସନ୍ତାକାଲି ଶ୍ରୀମନ୍ଦିର ରତ୍ନଭଣ୍ଡାର ରତ୍ନ ଅଳଙ୍କାରର ଗଣତି ମଣତି
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ମା’ ବିରଜା ମନ୍ଦିର ଉନ୍ନତିକରଣ କାମ ଠିକ ସମୟରେ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଠିକ୍ ସମୟରେ ବିରଜା ମନ୍ଦିର ଉନ୍ନତିକରଣ,ସୌନ୍ଦର୍ଯ୍ୟକରଣ ଓ ପାରିପାର୍ଶ୍ୱିକ କାମ ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆଜି ନିର୍ଦ୍ଦେଶ ଦେଇଛନ୍ତି। ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡିଶାର ଜନସାଧାରଣଙ୍କ
Read More...

୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାଜ୍ୟରେ ହେବାକୁ ଥିବା ୩ ଦିନିଆ ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କ ସମ୍ମିଳନୀରେ ହେବେ ସାମିଲ । ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି, ୨୯ ତାରିଖରେ ମୋଦୀ
Read More...

ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ଗୁପ୍ତ କୋଠରୀ କି ରହସ୍ୟପୂର୍ଣ୍ଣ ସୁଡ଼ଙ୍ଗ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ଗୁପ୍ତ କୋଠରୀ କି ରହସ୍ୟପୂର୍ଣ୍ଣ ସୁଡ଼ଙ୍ଗ। ଖୁବ ଶୀଘ୍ର ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାମ। ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଦିନେ ଦୁଇ ଦିନ ଭିତରେ ରତ୍ନଭଣ୍ଡାରର ମରାମତି କାମ ଆରମ୍ଭ ହେବ ବୋଲି
Read More...

ଡ଼ିସେମ୍ବର ୪ରେ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ମୁତୟନ ହେବେ ୮୦ ପ୍ଲାଟୁନ ପୋଲିସପୁରୀ: ଆସନ୍ତା ଡ଼ିସେମ୍ବର ୪ରେ ପୁରୀ ବ୍ଲୁ ଫ୍ଲାଗ ବିଚ୍ ଠାରେ ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ନୌସେନା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ପାଇଁ ପୁରୀ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିସହ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ
Read More...

ନଭେମ୍ବର ୨୮ରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ

ଝାଡ଼ଖଣ୍ଡ: ବିଧାନସଭା ନିର୍ବାଚନରେ ପୂର୍ଣ୍ଣ ବହୁମତରେ ବିଜୟୀ ହେବା ପରେ ଲଗାତାର ଦ୍ୱିତୀୟ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ହେମନ୍ତ ସୋରେନ। ସେ ଆଜି ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ତଫା ପତ୍ର ଦେବା ସହ ସରକାର ଗଠନ କରିବାକୁ ଦାବି ଜଣାଇଛନ୍ତି।
Read More...

ଜାମା ମସଜିଦରେ ସର୍ଭେ ବେଳେ ହିଂସା, ୩ ମୃତ

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶ ଜାମା ମସଜିଦରେ ସର୍ଭେ ସମୟରେ ହିଂସା ଘଟି ସେଥିରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଜିଲାର ଆରକ୍ଷୀ ଅଧିକ୍ଷକ(ଏସପି) ଏହି ଖବରକୁ ନିଶ୍ଚିତ କରିଛନ୍ତି। ମୃତକ ତିନି ଜଣ ହେଉଛନ୍ତି ନୋମାନ, ବିଲାଲ ଏବଂ ନଇମ। ସର୍ଭେ ବେଳେ ପୁଲିସ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ
Read More...

ବାଂଲାଦେଶୀ ଯୁବତୀ ଉଦ୍ଧାର ପରେ ମାମଲା ରୁଜୁ କଲା କମିଶନରେଟ ପୋଲିସ

ବାଂଲାଦେଶୀ ନାବାଳିକାଙ୍କ ବୟାନ, ଚାକିରି କରାଇ ଦେବା କହି ଦେହ ବ୍ୟବସାୟ କରାଉଥିଲେକଟକ: କଟକରୁ ବାଂଲାଦେଶୀ ଯୁବତୀ ଉଦ୍ଧାର ଘଟଣାର ପର୍ଦ୍ଦାଫାସ କରିଛନ୍ତି ଡିସିପି। ବିନା ଡକ୍ୟୁମେଣ୍ଟରେ ବେଆଇନ ଭାବେ ନାବାଳିକା ଜଣଙ୍କ ଆସିଛନ୍ତି ବୋଲି କହିଛନ୍ତି ଡିସିପି। ଘଟଣା ପଛରେ ରାକେଟ୍‌ର ହାତ ଅଛି
Read More...

ଝାଡ଼ଖଣ୍ଡରେ ପୁଣି ଚାଲିବ ହେମନ୍ତ ରାଜ

୨୬ରେ ନେଇ ପାରନ୍ତି ଶପଥଝାଡ଼ଖଣ୍ଡ: ଝାଡ଼ଖଣ୍ଡରେ ପୁଣି ଚାଲିବ ହେମନ୍ତ ସୋରେନଙ୍କ ଶାସନ। ଆସନ୍ତା ୨୬ରେ ମୁଖ୍ୟମନ୍ତ୍ରୀ ଭାବେ ନେଇ ପାରନ୍ତି ଶପଥ। ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ଝାଡ଼ଖଣ୍ଡରେ ହେମନ୍ତ ସୋରେନଙ୍କ ନେତୃତ୍ୱରେ ନୂତନ ସରକାର ଗଠନ ପ୍ରକ୍ରିୟା ତୀବ୍ର ହୋଇଛି।
Read More...

ଜୁଆ ଆଡ୍ଡା ଉପରେ ଚଢ଼ଉ, ୮୦ରୁ ଊର୍ଦ୍ଧ୍ୱ ଗିରଫ

ନୂଆପଡ଼ା: ଜୁଆ ଆଡ୍ଡା ଉପରେ ପୋଲିସର ବଡ଼ ଧରଣର ଚଢ଼ଉ। ନୂଆପଡ଼ା ଜିଲ୍ଲା ଖରିଆର୍‌ ରୋଡ ଜୋଙ୍କ ଥାନା ଅଞ୍ଚଳରେ ଏକ ଜୁଆଆଡ୍ଡା ଉପରେ ଶନିବାର ବିଳମ୍ବିତ ରାତିରେ ଚଢ଼ାଉ ହୋଇଛି। ଏଥିରେ ୮୦ରୁ ଊର୍ଦ୍ଧ୍ୱ ଜୁଆଡ୍ଡୀଙ୍କୁ ଅଟକରଖି ଥିବାବେଳେ ଲକ୍ଷ ଲକ୍ଷ ଟଙ୍କା, ମୋବାଇଲ, ବାଇକ ଜବତ
Read More...

ମାଆକୁ ପିଟିପିଟି ହତ୍ୟା କଲା ପୁଅ

ଅନୁଗୁଳ: ଅନୁଗୁଳରେ ଅଭାବନୀୟ ଘଟଣା। ବୃଦ୍ଧା ମାଆକୁ ପିଟିପିଟି ହତ୍ୟା କଲା ନୃଶଂସ ପୁଅ। ଟାଉନ ଥାନା ସୁସୁଡ଼ା ଗାଁରେ ମଦ୍ୟପ ପୁଅର ଉନ୍ମତ୍ତକାଣ୍ଡ। ମାଆ ସହ ବଚସା ପରେ ଠେଙ୍ଗାରେ ପିଟିପିଟି ହତ୍ୟା କଲା ପୁଅ। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଅଭିଯୁକ୍ତ ପୁଅକୁ ଅଟକ ରଖି ପଚରାଉଚରା
Read More...