ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷ ଓ ଅଗ୍ରଗତିର ସ୍ମୃତିଚାରଣ
ଏସସିବି ମେଡିକାଲ ଆଇସିୟୁ ଅଗ୍ନିକାଣ୍ଡ ଘଟଣା
ଆଉ ଦୁଇ ମାସ ବଢିଲା ଲକ୍ଷ୍ମୀଧର ବିଶ୍ୱାଳ କମିସନ କାର୍ଯ୍ୟକାଳ
ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ କ୍ୟାରିୟର ଗାଇଡାନ୍ସ
ବୋର୍ଡ ପରୀକ୍ଷା ପରେ କେଉଁ କ୍ଷେତ୍ରରେ କ୍ୟାରିୟର ଗଢିବେ ଛାତ୍ରଛାତ୍ରୀ, ସେ ଦିଗରେ ଦିଆଯିବ ପ୍ରଶିକ୍ଷଣ
ଆୟୁଷ୍ମାନ କାର୍ଡରେ ସ୍ବତନ୍ତ୍ର ସୁବିଧା ପାଇବେ କ୍ୟାନସର ରୋଗୀ
କ୍ୟାନସର ଆରୋଗ୍ୟ ଯୋଜନାରେ ମିଳିବ ସୁବିଧା
ଆୟୁଷ୍ମାନ କାର୍ଡରେ ଯୋଡି ହେବ ନୂଆ ୧୨୧ଟି ପ୍ୟାକେଜ
ରାଜ୍ୟ ପାଣ୍ଠିରୁ ଖର୍ଚ୍ଚ ହେବ ଟଙ୍କା, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା
ପଞ୍ଚାୟତିରାଜ ବିଭାଗ ନାଁରେ ନକଲି ପଦୋନ୍ନତି ଆଦେଶ ଭାଇରାଲ, ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର
ଜିପିଡିଓ ଓ ପିଏଙ୍କ ପଦୋନ୍ନତି ନାଁରେ ଘୁରି ବୁଲୁଛି ନକଲି ଆଦେଶ
ଗୃହବିଭାଗକୁ ଏଫ୍‌ଆଇଆର୍‌ ଓ ସାଇବର ତଦନ୍ତ ପାଇଁ ଚିଠି ଲେଖିଲା ପଞ୍ଚାୟତିରାଜ ବିଭାଗ
ଆସନ୍ତାକାଲି ଶ୍ରୀମନ୍ଦିର ରତ୍ନଭଣ୍ଡାର ରତ୍ନ ଅଳଙ୍କାରର ଗଣତି ମଣତି
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ ମାଓବାଦୀ ନିହତ

ଛତିଶଗଡ: ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ଶୁକ୍ରବାର ଏକ ବଡ ଧରଣର ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ ମାଓବାଦୀ ନିହତ ହୋଇଛନ୍ତି। ମାଓବାଦୀମାନେ ଉକ୍ତ ଅଞ୍ଚଳରୁ ଖସି ପଳାଉଥିବା ବେଳେ ଡିଆରଜି ଯବାନ ଏନକାଉନଣ୍ଟର କରିଥିବା ଜଣାପଡିଛି। ସୂଚନା ଅନୁଯାୟୀ, ଛତିଶଗଡର ସୁକମା ଜିଲାର
Read More...

ମଦ ଦୁର୍ନୀତି ମାମଲାରେ ଶୁଣାଣି ସ୍ଥଗିତ ରଖିବାକୁ ମନା କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ; ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲଙ୍କୁ ଝଟକା। ଦିଲ୍ଲୀ ମଦ ଦୁର୍ନୀତି ପ୍ରସଙ୍ଗରେ ଜଡିତ ମନି ଲଣ୍ଡରିଂ ମାମଲାରେ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ଚାଲିଥିବା ଶୁଣାଣି ସ୍ଥଗିତ ରଖିବାକୁ ଦିଲ୍ଲୀ ହାଇକୋର୍ଟ ମନା
Read More...

୬ମାସ ବଢିଲା ରାଜ୍ୟର ୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ

ଭୁବନେଶ୍ବର; ଆଉ ୬ମାସ ବଢିଲା ୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ। ଚଳିତମାସରେ ଶେଷ ହେଉଥିବା ରାଜ୍ୟର ୩ ପ୍ରମୁଖ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ଆଉ ୬ମାସ ବୃଦ୍ଧି କରିଛନ୍ତି। ସେଗୁଡିକ ହେଲା ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ବିଶ୍ୱବିଦ୍ୟାଳୟ ଓ ଗଙ୍ଗାଧର
Read More...

ବାୟୁ ପ୍ରଦୂଷଣ ଯୋଗୁଁ ବଦଳିଲା ସରକାରୀ କର୍ମଚାରୀଙ୍କ ଯିବା ଆସିବା ସମୟ

ନୂଆଦିଲ୍ଲୀ: ବାୟୁ ପ୍ରଦୂଷଣ ଯୋଗୁଁ ବଦଳିଲା ସରକାରୀ କର୍ମଚାରୀଙ୍କ ଯିବା ଆସିବା ସମୟ। ଏହା ସହ ସରକାରୀ କାର୍ଯ୍ୟାଳୟରେ ୫୦ ପ୍ରତିଶତ କର୍ମଚାରୀ ଘରୁ କାମ କରିବେ ଏବଂ ୫୦ ପ୍ରତିଶତ କର୍ମଚାରୀ ଅଫିସକୁ ଆସିବେ ବୋଲି ସରକାର ନିର୍ଦେଶ ଦେଇଛନ୍ତି। ଦେଶର ରାଜଧାନୀରେ ବାୟୁ ପ୍ରଦୂଷଣ ଗୁଣବତ୍ତା
Read More...

ଓଡ଼ିଶାରେ ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱ ବିଦ୍ୟାଳୟ

ଭୁବନେଶ୍ବର; ଗୋପାଳକ ଓ ମତ୍ସ୍ୟ ଚାଷୀଙ୍କ ପାଇଁ ଖୁସି ଖବର। ଓଡ଼ିଶାରେ ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱ ବିଦ୍ୟାଳୟ, ଏନେଇ ଆରମ୍ଭ ହୋଇଛି ପ୍ରକ୍ରିୟା। ସରକାରଙ୍କ ପକ୍ଷରୁ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ୨୩୦୦ କୋଟି ଟଙ୍କାର ଯୋଜନା ଆରମ୍ଭ ହୋଇଛି। ବିଶ୍ୱ ମତ୍ସ୍ୟ ଦିବସରେ ସୂଚନା
Read More...

ପଳାଶୁଣି ଛକରେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ

ଭୁବନେଶ୍ବର: ପଳାଶୁଣି ଛକରେ ଘଟିଛି ହୃଦୟ ବିଦାରକ ଦୁର୍ଘଟଣା। ରାସ୍ତା ପାର୍‌ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌। ମୃତ ମହିଳାଙ୍କ ପରିଚୟ ମିଳି ନ ଥିବା ବେଳେ ଟ୍ରକ୍‌ ଫେରାର ହୋଇଯାଇଛି। ଘଟଣାସ୍ଥଳରେ ମଞ୍ଚେଶ୍ବର ପୋଲିସ ପହଞ୍ଚି ତଦନ୍ତ ଚଳାଇଛି। ସୂଚନା ଅନୁଯାୟୀ, ଭୁବନେଶ୍ୱର ସ୍ଥିତ
Read More...

ଟ୍ରୋଲିଂ ପାଇଁ ଯାଇଥିବାବେଳେ ମଝି ସମୁଦ୍ରରେ ଟ୍ରଲର ଡ୍ରାଇଭର ମୃତ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅଧୀନ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା। ମଝି ସମୁଦ୍ରକୁ ପାଟ୍ରୋଲିଂ ପାଇଁ ଯାଇଥିବାବେଳେ ଛାତିରେ ଯନ୍ତ୍ରଣା କାରଣରୁ ସେଠାରେ ଟଳିପଡିଲେ ବନକର୍ମଚାରୀ। ମୃତ ବନକର୍ମଚାରୀଜଣକ ହେଲେ ଚଞ୍ଚଳ ମାଇତି
Read More...

ଡୋମିନିକାର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦୀ

ନୂଆଦିଲ୍ଲୀ: ଡୋମିନିକାର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଡୋମିନିକା ଏହାର ସର୍ବୋଚ୍ଚ ଜାତୀୟ ସମ୍ମାନ ‘ଡୋମିନିକା ଆଓ୍ବାର୍ଡ ଅଫ୍‌ ଅନ୍‌ର’ରେ ସମ୍ମାନିତ କରିଛି। ରାଷ୍ଟ୍ରପତି ସିଲଭାନି ବର୍ଟନ ମୋଦିଙ୍କୁ ଏହି ସମ୍ମାନରେ
Read More...

ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁମୁହିଁଁ

ଲକାନଗିରି-ଛତିଶଗଡ଼ ସୀମା ଏମ୍ ଭି-୭୯ ଜିନ୍ଦଲଗୁଡ଼ା ନିକଟରେ ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁମୁହିଁଁ ହୋଇଛନ୍ତି। ଗୁଳି ବିନିମୟରେ ଜଣେ ଯବାନ ଆହତ ହୋଇଥିବ ବେଳେ ଜଣେ ନକ୍ସଲ ମଧ୍ୟ ନିହତ ହୋଇଛନ୍ତି। ଆହତ ଯବାନ ଜଣଙ୍କ ହେଲେ ଡମ୍ବୁର ବଡ଼ ନାୟକ। ତାଙ୍କୁ
Read More...

୭ ପୋଲିସ କର୍ମଚାରୀ ନିଲମ୍ବିତ

କାନପୁର: ଉତ୍ତରପ୍ରଦେଶର କାନପୁର ଜିଲ୍ଲାର ସିସାମାଉ ବିଧାନସଭା ଆସନ, ମୁଜାଫରନଗରର ମେରାପୁର ବିଧାନସଭା ଆସନ ଏବଂ ମୋରଦାବାଦର କୁଣ୍ଡାର୍କି ବିଧାନସଭା ଆସନରେ ଭୋଟରଙ୍କ ପରିଚୟ ଯାଞ୍ଚ ଅଭିଯୋଗରେ ୭ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ସେମାନଙ୍କୁ ନିଲମ୍ବିତ କରିଛନ୍ତି ନିର୍ବାଚନ
Read More...