ପ୍ରମୁଖ ଖବର

ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ

ଇସ୍ତଫା ଦେଲେ କୈଳାଶ ଗେହଲଟ୍‌

ନୂଆଦିଲ୍ଲୀ; ଆମ୍ ଆଦମୀ ପାର୍ଟିକୁ ରବିବାର ଲାଗିଛି ବଡ଼ ଝଟ୍‌କା। ଦିଲ୍ଲୀର ପରିବହନ ମନ୍ତ୍ରୀ ତଥା ଆପ୍‌ ନେତା କୈଳାଶ ଗେହଲଟ୍‌ ଦଳରୁ ଇସ୍ତଫା ଦେଇଛନ୍ତି। ଆପ୍‌ର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିଓ୍ବାଲଙ୍କ ନିକଟକୁ ସେ ନିଜ ଇସ୍ତଫା ପତ୍ର ପଠାଇଛନ୍ତି। ଦିଲ୍ଲୀ ସରକାରଙ୍କ ବରିଷ୍ଠ
Read More...

ମଧ୍ୟାହ୍ନଭୋଜନରେ ପ୍ରତି ବିଦ୍ୟାର୍ଥୀଙ୍କ ପିଛା ୧ ଟଙ୍କା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ଶିଶୁ ଦିବସରେ ପିଲାଙ୍କ ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର। ଏବେ ମଧ୍ୟାହ୍ନଭୋଜନରେ ପ୍ରତି ବିଦ୍ୟାର୍ଥୀଙ୍କ ପିଛା ୧ ଟଙ୍କା ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବର୍ତ୍ତମାନର ବଜାର ଦରକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ପ୍ରଥମରୁ ଅଷ୍ଟମ
Read More...

ଭାଷଣ ଦେବାବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ବଲାଙ୍ଗିର: ପିଲାଙ୍କ ଆଗରେ ଶିଶୁ ଦିବସ ଅବସରରେ ଭାଷଣ ଦେଉ ଦେଉ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ। ଭାଷଣ ଦେବାବେଳେ ଅଚାନକ ଟଳିପଡିଲେ। ପରେ ଡାକ୍ତରଖାନା ନେବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ତୁରେଇକେଲା ବ୍ଲକ ପଲ୍ଲୀବିକାଶ
Read More...

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା

ଭୁବନେଶ୍ବର: ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଗୁରୁବାର ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରର ବିଜେତାମାନଙ୍କ ନାମ ଘୋଷଣା କରାଯାଇଛି। ଏକାସାଙ୍ଗରେ ତିନି ବର୍ଷ ପାଇଁ ପୁରସ୍କାର ଘୋଷଣା ହୋଇଥିବା ବେଳେ ୨୦୨୦ ପାଇଁ ସହିଦ ରଘୁ ସର୍ଦ୍ଦାର, ୨୦୨୧ ପାଇଁ ପ୍ରତୀକ୍ଷା ଓ ଡାଲଚିନି ଏବଂ ୨୦୨୨ ପାଇଁ
Read More...

ଚିଙ୍ଗୁଡ଼ି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

ପୁରୀ: ଚିଙ୍ଗୁଡ଼ି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ। ଗୋଦାମରେ ୩ ଲକ୍ଷରୁ ଅଧିକ ଟଙ୍କାର ଚିଙ୍ଗୁଡ଼ି ଜଳିପୋଡ଼ି ନଷ୍ଟ ହୋଇଥିବା ସୂଚନା ରହିଛି। ହେଲେ ବିଦ୍ୟୁତ ସଟସର୍କିଟ ଯୋଗୁଁ ଚିଙ୍ଗୁଡ଼ି ଗୋଦାମରେ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ସୂଚନା ଅନୁଯାୟୀ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଥାନା
Read More...

ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ୍ ଖାରଜ

ସମ୍ବଲପୁର:ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା। ସମ୍ବଲପୁର ବିଧାୟକ ତଥା ବରିଷ୍ଠ ବିଜେପି ନେତା ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ୍ ଖାରଜ କରିଛନ୍ତି ସୁପ୍ରିକକୋର୍ଟ। ମହିଳା ଆଇଆଇସିଙ୍କୁ ମାଡ଼ ଘଟଣାରେ ଆଗୁଆ ଜାମିନ ହାଇକୋର୍ଟରେ ଖାରଜ ହେବା ପରେ ଏହାକୁ ନେଇ
Read More...

ଡୋମିନିକାର ସର୍ବୋଚ୍ଚ ସମ୍ମାନ ପାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ଡୋମିନିକାର ସର୍ବୋଚ୍ଚ ଜାତୀୟ ସମ୍ମାନ ପାଇବେ ପ୍ରଧାନମନ୍ତ୍ରୀ ମୋଦୀ। ଡୋମିନିକା ସର୍ବୋଚ୍ଚ ଜାତୀୟ ସମ୍ମାନ ‘ଦ ଡୋମିନିକା ଆୱାର୍ଡ ଅଫ୍‌ ଅନର’ ପାଇବେ ମୋଦୀ। ଗୁଆନାରେ ହେବାକୁ ଥିବା ଭାରତ-କାରିକୋମ୍ ସମିଟ୍‌ରେ ମୋଦୀଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ। କୋଭିଡ ବେଳେ ଭାରତର
Read More...

ଫେବୃଆରୀ ୨୧ରୁ ମାଟ୍ରିକ ପରୀକ୍ଷା

କଟକ: ଫେବୃଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ସୂଚୀ ପ୍ରକାଶ କରିଛି। ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ।୨୧ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା, ୨୪ ତାରିଖରେ ଦ୍ୱିତୀୟ ଭାଷା ଇଂରାଜୀ ପରୀକ୍ଷା ହେବ। ସେହିପରି
Read More...

ମଧ୍ୟବିତ୍ତଙ୍କ ଉପରୁ କମିଲା ଟିକସ ବୋଝ

ନୂଆଦିଲ୍ଲୀ: ଗତ ୧୦ ବର୍ଷରେ କମିଛି ମଧ୍ୟବିତ୍ତଙ୍କ ଆୟକର। ବିଜେପି ସରକାରର ୧୦ ବର୍ଷ କାର୍ଯ୍ୟକାଳ ମଧ୍ୟରେ ଇନକମ୍ ଟ୍ୟାକ୍ସ ରିଟର୍ଣ୍ଣ କରୁଥିବା ଟିକସଦାତାଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ବେଳେ ମଧ୍ୟବିତ୍ତ ପରିବାର ଉପରୁ କମିଲା ଟିକସ ବୋଝ। ସାଧାରଣତଃ ବାର୍ଷିକ ଆୟ ୨୦ ଲକ୍ଷ, ଯେଉଁମାନଙ୍କୁ
Read More...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଭଦ୍ରକ ଜିଲ୍ଲା ଆରଆଇ

ଭଦ୍ରକ: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭଦ୍ରକ ଜିଲ୍ଲା ଗଦି ରାଜସ୍ୱ ନିରୀକ୍ଷକ ବା ଆରଆଇ ଭାଗବତ ଖଟୁଆ। ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନରେ କାର୍ଯ୍ୟ କରୁଥିବା ଆର୍‌ଆଇ ଭାଗବତ ଖଟୁଆଙ୍କୁ ଓଡ଼ିଶା ଭିଜିଲାନ୍ସ କର୍ମଚାରୀ ମାଡ଼ି ବସିଛନ୍ତି। ଏକ ମ୍ୟୁଟେଶନ ମାମଲାରେ କୃଷି
Read More...