ପ୍ରମୁଖ ଖବର

‘ପୁଷ୍ପା ୨’ ଦଳାଚକଟା ଘଟଣାରେ ମୃତ ମହିଳାଙ୍କ ପରିବାରକୁ ୨ କୋଟି ଦେବେ ଅଲ୍ଲୁ ଅର୍ଜୁନ
ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ପୂର୍ବତନ ରାଜ୍ୟପାଳ ରଘୁବର ଦାସ
କଳାହାଣ୍ଡି ବିଶ୍ୱବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ
ପତଞ୍ଜଳି ବିରୋଧରେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେଲା ଡାବର କମ୍ପାନି
କାଜାଖସ୍ତାନରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି

୩ ବାଂଲାଦେଶୀ ଅନୁପ୍ରବେଶକାରୀ ଗିରଫ

ଅଗରତାଲା: ୩ ବାଂଲାଦେଶୀ ଅନୁପ୍ରବେଶକାରୀ ଗିରଫ। ତ୍ରିପୁରାର ଅଗରତାଲା ରେଲୱେ ଷ୍ଟେସନରୁ ଗିରଫ କଲା ପୋଲିସ। ବେଆଇନ ଭାବେ ସୀମା ପାର୍‌ ହୋଇ କୋଲକାତା ଯାଉଥିବା ସୂଚନା। ଏନେଇ ସରକାରୀ ରେଳ ପୋଲିସର ଅଧିକାରୀ (ଓସି) କହିଛନ୍ତି ଯେ ରବିବାର ଦିନ ଅଗରତାଲା ରେଳ ଷ୍ଟେସନରେ ତିନିଜଣ ବାଂଲାଦେଶୀ
Read More...

ବିବାହ ବନ୍ଧନରେ ଆବଦ୍ଧ ହେଲେ ପିଭି ସିନ୍ଧୁ

ରାଜସ୍ଥାନ: ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି। ହିନ୍ଦୁ ରୀତିନୀତି ଅନୁଯାୟୀ ଉଭୟଙ୍କ ବିବାହ ସମ୍ପନ୍ନ ହୋଇଛି। ବିବାହର ପ୍ରଥମ ଫଟୋମଧ୍ୟ ପ୍ରକାଶ ପାଇଛି।
Read More...

ନୂଆବର୍ଷରୁ ମାଲକାନାଗିରିରୁ ଉଡିବ ବିମାନ

ମାଲକାନାଗିରି: ନୂଆବର୍ଷରୁ ମାଲକାନାଗିରିରୁ ଉଡିବ ବିମାନ। ଓଡିଶାର ପୂର୍ବଘାଟ ଉପରେ ବିଶାଖାପାଟନମ୍ ଅନ୍ତର୍ଜାତୀୟ ବିମାନବନ୍ଦର ଏବଂ ମାଲକାନଗିରି ମଧ୍ୟରେ ଏକ ବିମାନସେବା ଆରମ୍ଭ ହେବାକୁ ନେଇ ସବୁଜ ସଂକେତ ମିଳିଛି। ସଂପ୍ରତି ଅପରେଟର ଇଣ୍ଡିଆ ଓ୍ବାନରୁ ଏକ ନଅ ସିଟ୍ ବିଶିଷ୍ଟ ଜେଟ୍ ଚଳାଇବା
Read More...

ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର ହେଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ

ନୂଆଦିଲ୍ଲୀ: ସଂସଦ ପରିସରରେ ଠେଲାପେଲା ଘଟଣାରେ ଆହତ ହୋଇଥିବା ୨ ବିଜେପି ସାଂସଦ ଚାରିଦିନ ପରେ ଡାକ୍ତରଖାନାରୁ ଡିସ୍‌ଚାର୍ଜ ହୋଇ ନୋଏଡ଼ାର ଏକ ଘରୋଇ ହସ୍ପିଟାଲକୁ ତାଙ୍କୁ ସ୍ଥାନାନ୍ତର କରାଯାଇଛି।। ବାଲେଶ୍ଵର ସାଂସଦ ପ୍ରତାପ ଷଡ଼ଙ୍ଗୀ ଏବଂ ଉତ୍ତରପ୍ରଦେଶର ଫାରୁଖାବାଦ ସାଂସଦ ମୁକେଶ ରାଜପୁତ
Read More...

ସ୍କୁଲକୁ ବୋମା ଧମକ ଦେବା ପଛରେ ଅଛନ୍ତି ୩ ଛାତ୍ର

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ଅନେକ ସ୍କୁଲକୁ ବୋମା ପକାଇ ଉଡେଇଦେବା ନେଇ ମିଳିଥିବା ଧମକ ଘଟଣାରେ ତଦନ୍ତ କରୁଥିବା ଦିଲ୍ଲୀ ପୋଲିସ ଟିମ୍ ଏକ ଚକିତ କଲା ଭଳି ତଥ୍ୟ ଦେଇଛି। ପୋଲିସ ତଦନ୍ତରୁ ଜଣାପଡିଛି ଯେ ଦିଲ୍ଲୀରେ ଅତିକମରେ ତିନୋଟି ବିଦ୍ୟାଳୟକୁ ମିଳିଥିବା ଏହି ଧମକ ବିଦ୍ୟାଳୟର ୩ ଜଣ
Read More...

ବଢିଲା ରାହୁଲଙ୍କ ଅଡ଼ୁଆ: ଜାରି ହେଲା ସମନ

ନୂଆଦିଲ୍ଲୀ: ବଢ଼ିଲା ଲୋକସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ଅଡୁଆ। ଲୋକସଭା ନିର୍ବାଚନ ସମୟରେ ଅର୍ଥନୈତିକ ସର୍ଭେକୁ ନେଇ କଂଗ୍ରେସ ଏମ୍‌ପି ତଥା ଲେକା ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟ ପାଇଁ ବରେଲିର ଏକ ଅଦାଲତ ଶନିବାର ତାଙ୍କୁ ସମନ
Read More...

ନିଲମ୍ବିତ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଉଠାଇନେଲା ଭିଜିଲାନ୍ସ

ନବରଙ୍ଗପୁର: ଦୁଇଟି ପଞ୍ଚାୟତରୁ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ସରକାରୀ ଟଙ୍କା ଆତ୍ମସାତ୍‌ ଅଭିଯୋଗରେ ସମ୍ପୃକ୍ତ ନିଲମ୍ବିତ ପିଇଓଙ୍କୁ ଉଠାଇ ନେଲା ନବରଙ୍ଗପୁର ଭିଜିଲାନ୍ସ। କୋରାପୁଟ ଜିଲା ଜୟପୁରସ୍ଥିତ ଭିଜିଲାନ୍ସ ଏସ୍‌ପିଙ୍କ କାର୍ଯ୍ୟାଳୟରେ ଅଟକ ରଖି ପଚରାଉଚରା ଚଳାଇଛି। ଆଗରୁ ରାଇଘର ବ୍ଲକ ୩ଟି
Read More...

କୁଏତର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି

କୁଏତ: କୁଏତ ଦେଶର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦି। ଗସ୍ତର ଅନ୍ତିମ ଦିନରେ ପ୍ରଧାନମନ୍ତ୍ରୀ ମୋଦୀ ରବିବାର କୁଏତର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍ ମୁବାରକ ଅଲ କବୀର’ରେ ସମ୍ମାନିତ ହୋଇଛନ୍ତି। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କୌଣସି ଦେଶ ଦ୍ଵାରା ପ୍ରଦାନ
Read More...

ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡିରେ ଜଗା ଦର୍ଶନ କରିବେ ଭକ୍ତ

ପୁରୀ: ନୂଆବର୍ଷରୁ ଶ୍ରୀମନ୍ଦିରରେ ନୂଆ ଦର୍ଶନ ବ୍ୟବସ୍ଥା। ଜାନୁଆରୀ ପହିଲାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା। ସରିଲାଣି ପ୍ରାୟ ସମସ୍ତ ପ୍ରସ୍ତୁତି। ନୂଆବର୍ଷ ପହିଲାରୁ ଧାଡିରେ ଶୃଙ୍ଖଳିତ ଭାବେ ଜଗା ଦର୍ଶନ କରିବେ ଶ୍ରଦ୍ଧାଳୁ। ଆସନ୍ତା ୨୮ ତାରିଖ ଭିତରେ ସମସ୍ତ
Read More...

ଜାନୁଆରୀ ୧୮ରୁ ଆରମ୍ଭ ହେବ ବିଦେଶୀ ପକ୍ଷୀ ଗଣନା

ହୀରାକୁଦ: ଜାନୁଆରୀ ୧୮ ତାରିଖରୁ ଆରମ୍ଭ ହେବ ବିଦେଶୀ ପକ୍ଷୀ ଗଣନା। ପ୍ରଥମେ ହୀରାକୁଦ ଡ୍ୟାମରୁ ଆରମ୍ଭ ହେବ ପକ୍ଷୀ ଗଣନା। ଚଳିତ ବର୍ଷ ଅକ୍ଟୋବର ମାସରୁ ବିଦେଶୀ ପକ୍ଷୀ ହୀରାକୁଦ ଡ୍ୟାମକୁ ଆସୁଛନ୍ତି। ଯେଉଁମାନଙ୍କ ସୁରକ୍ଷା ପାଇଁ ବ୍ୟାପକ ବ୍ୟବସ୍ଥା କରିଛି ପ୍ରଶାସନ। ଏନେଇ ସୂଚନା ଦେଇଛନ୍ତି
Read More...