ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି

ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’ ନୂଆଦିଲ୍ଲୀ: ଦେଶରେ ପାଇପ୍‌ଡ ନ୍ୟାଚୁରାଲ୍‌ ଗ୍ୟାସ୍‌ (ପିଏନଜି) ବ୍ୟବହାର ବଢ଼ାଇବା ଲକ୍ଷ୍ୟରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ହରଦୀପ ସିଂହ ପୁରୀ ଗୁରୁବାର ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’ ଆରମ୍ଭ…
Read More...

ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ

ମୁମ୍ବାଇ: ମହାରାଷ୍ଟ୍ରର ରାୟଗଡ଼ ଜିଲାର ଦିଭେଗାର ସମୁଦ୍ରକୂଳରେ ଗୁରୁବାର ଏକ ହୃଦୟବିଦାରକ ଘଟଣା ଘଟିଛି। ପିକନିକ ପାଇଁ ଯାଇଥିବା ୮ ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତ ଛାତ୍ରମାନେ ପୁଣେ ଜିଲାର ଆଲାଣ୍ଡି ଅଞ୍ଚଳର ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ଆଲାଣ୍ଡିର ଏକ…
Read More...

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ

ନ୍ୟୁଜ୍ ବ୍ୟୁରୋ: ୨୦୨୬ ଏସିଆନ୍ ଗେମ୍ସରେ ସୁଟିଂରୁ ଭାରତକୁ ମିଳିଛି ଆଉ ଏକ ସ୍ୱର୍ଣ୍ଣ ପଦକ। ମହିଳା ବ୍ୟକ୍ତିଗତ ଟ୍ରାପ୍‌ ସୁଟିଂରେ ନୀରୁ ଧଣ୍ଡା ୩୦ରୁ ୨୮ଟି ନିଶାନା ଭେଦି ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି। ଏଥିସହ ଏହି ଇଭେଣ୍ଟରେ ସ୍ୱର୍ଣ୍ଣ ଜିତିବାରେ ସେ ପ୍ରଥମ ଭାରତୀୟ ମହିଳା…
Read More...

ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭୁବନେଶ୍ବର: ସେପ୍ଟେମ୍ବର ୩୦ରେ ପ୍ରସ୍ତାବିତ ଓଡ଼ିଶା ବନ୍ଦକୁ ନଜରରେ ରଖି ରାଜ୍ୟରେ ଆଇନଶୃଙ୍ଖଳା ବଜାୟ ରଖିବାକୁ ସମସ୍ତ ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ୍‌ଙ୍କୁ ପ୍ରତିଷେଧାତ୍ମକ ଏବଂ ସତର୍କତାମୂଳକ ସୁରକ୍ଷା ବ୍ୟବସ୍ଥା ନେବାକୁ ଗୃହ ବିଭାଗ ନିର୍ଦ୍ଦେଶ ଦେଇଛି। ଗୃହ ବିଭାଗ ପକ୍ଷରୁ…
Read More...

ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ: ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଦେବେନ୍ଦ୍ର କୁମାର ଉପାଧ୍ୟାୟଙ୍କୁ ସୁପ୍ରିମକୋର୍ଟରେ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପାରିସ କରିଛନ୍ତି ସର୍ବୋଚ୍ଚ ଅଦାଲତର କଲେଜିୟମ। ସୋମବାର ତାଙ୍କ ସମେତ ୩ ଜଣ ହାଇକୋର୍ଟ ବିଚାରପତିଙ୍କୁ ସୁପ୍ରିମକୋର୍ଟକୁ ପଦୋନ୍ନତି ଦେବାକୁ…
Read More...

କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ: ଜେଲ୍‌ରେ କଏଦୀଙ୍କୁ ଅନାବଶ୍ୟକ ଭାବେ ମାଡ଼ ମାରିବା କିମ୍ବା ହିଂସା କରିବାକୁ ନେଇ ଦିଲ୍ଲୀ ହାଇକୋର୍ଟ କଡ଼ା ଚେତାବନୀ ଦେଇଛନ୍ତି। ଏଭଳି ଆଚରଣ ସମ୍ପୂର୍ଣ୍ଣ ଅନୁମତିଯୋଗ୍ୟ ନୁହେଁ ଏବଂ ଭବିଷ୍ୟତରେ ଏହାର ପୁନରାବୃତ୍ତି ହେଲେ କଡ଼ା ପଦକ୍ଷେପ ନିଆଯିବ ବୋଲି କୋର୍ଟ କହିଛନ୍ତି। …
Read More...

ସମ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ

ଭୁବନେଶ୍ୱର: ତୀବ୍ର ହୃଦ୍‌ଯନ୍ତ୍ର ବିଫଳତାରେ ପୀଡ଼ିତା ଜଣେ ୭୧ ବର୍ଷୀୟା ମହିଳାଙ୍କ ଠାରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ହୃଦ୍‌ରୋଗ ବିଶେଷଜ୍ଞ ଓ ହୃଦ୍‌ଶଲ୍ୟ ଚିକିତ୍ସକଙ୍କୁ ନେଇ ଗଠିତ ଏକ ଏକ ବହୁବିଭାଗୀୟ ଟିମ୍ ସଫଳତାର ସହ ଟ୍ରାନ୍ସକ୍ୟାଥେଟର…
Read More...

ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ହେବ ପରିଣାମ: ବିଲ୍ ଗେଟ୍ସ

ନ୍ୟୁଜ୍ ବ୍ୟୁରୋ: କୃତ୍ରିମ ବୁଦ୍ଧିମତ୍ତା ବା ଏଆଇର ବଢ଼ୁଥିବା ପ୍ରଭାବକୁ ନେଇ ବିଶ୍ୱସ୍ତରରେ ଚର୍ଚ୍ଚା ଜାରି ରହିଛି। ଏହାର ସମ୍ଭାବ୍ୟ ବିପଦ ନେଇ ଏବେ ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ୍ ଗେଟ୍ସ ମଧ୍ୟ ଚେତାବନୀ ଦେଇଛନ୍ତି। ଏଆଇ ଉପରେ ଉପଯୁକ୍ତ ନିୟମ ଓ ନିରୀକ୍ଷଣ ନ ରହିଲେ ଏହା ଗୁରୁତର…
Read More...

ପଞ୍ଚମ ଦିନରେ ବି ହଟ୍ଟଗୋଳରେ ଗୃହ ମୁଲତବୀ

ଭୁବନେଶ୍ବର: ମୌସୁମୀ ଅଧିବେଶନର ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି। ଏମଏମଡିଆର ଆଇନକୁ ନେଇ ସୋମବାର ବିଧାନସଭାରେ ପୁଣି ଶାସକ ଓ ବିରୋଧୀ ମୁହାଁମୁହିଁ ହୋଇଥିଲେ। ଗୃହ ଆରମ୍ଭ ହେବାର ମାତ୍ର ୬ ମିନିଟ୍‌ ପରେ ବିଜେଡି ଓ କଂଗ୍ରେସ ସଦସ୍ୟମାନେ ହଟ୍ଟଗୋଳ ଆରମ୍ଭ କରିବାରୁ ଗୃହକୁ ସାଢ଼େ…
Read More...

ସୋଆ ଏସ୍‌ପିଏସ୍‌ରେ ବିଶ୍ୱ ଫାର୍ମାସିଷ୍ଟିସ ଦିବସ ପାଳିତ

ଭୁବନେଶ୍ୱର: ଶିକ୍ଷା ‘ଓ’ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍ସେସ୍ (ଏସ୍‌ପିଏସ୍‌) ପକ୍ଷରୁ ଶୁକ୍ରବାର ବିଶ୍ୱ ଫାର୍ମାସିଷ୍ଟସ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ଏସ୍‌ପିଏସ୍‌ର ଛାତ୍ରଛାତ୍ରୀଙ୍କ ପକ୍ଷରୁ ଏକ…
Read More...