ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ବାରାଣାସୀର ରେଳ ଷ୍ଟେସନର ଭୟାବହ ଅଗ୍ନିକାଣ୍ଡ, ୨୦୦ ଗାଡି଼ ପୋଡି ପାଉଁଶ

ବାରାଣାସୀ: ଉତ୍ତରପ୍ରଦେଶର ବାରାଣାସୀର କ୍ୟାଣ୍ଟ ରେଳ ଷ୍ଟେସନର ପାର୍କିଂ ଏରିଆରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ପାର୍କିଂ ହୋଇଥିବା ୨୦୦ ଗାଡି଼ ଜଳି ପୋଡି ପାଉଁଶ ହୋଇଯାଇଛି। ଜଳି ଯାଇଥିବା ସମସ୍ତ ଗାଡ଼ିଗୁଡ଼ିକ ଦୁଇ ଚକିଆ ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ,
Read More...

ଭୁବନେଶ୍ୱର ବିମାନ ବନ୍ଦର ଭିତରୁ ଅଜଣା ବ୍ୟାଗ ଠାବ

ଭୁବନେଶ୍ୱର: ଖଲିସ୍ତାନୀ ଆତଙ୍କୀ ପନ୍ନୁ ଧମକ ପରେ ଭୁବନେଶ୍ୱର ବଜୁ ପଟ୍ଟନାୟକ ବିମାନ ବନ୍ଦର ଭିତରୁ ଠାବ ହୋଇଛି ଅଜଣା ବ୍ୟାଗ। ବିମାନବନ୍ଦରରେ ଅଜଣା ବ୍ୟାଗକୁ ନେଇ ସନ୍ଦେହ ବଢ଼ିବାରେ ଲାଗିଛି। ତେବେ ବ୍ୟାଗ୍‌ କାହାର ସେଥିରେ କ’ଣ ଅଛି ଏହାକୁ ନେଇ ସିଆଇଏସଏଫ ଡଗ ସ୍କ୍ବାଡ ଯାଞ୍ଚ କରୁଛି I
Read More...

ପୁଣି ମେଡିକାଲରୁ ଶିଶୁ ଚୋରି

ନୟାଗଡ଼: କିଛି ଦିନ ତଳେ ସମ୍ବଲପୁର ଜିଲା ଭୀମସାର ମେଡିକାଲରୁ ଶିଶୁ ଚୋରି ହୋଇଥିବାବେଳେ ଏବେ ନୟାଗଡ଼ରୁ ଆସିଛି ସମାନ ଅଭିଯୋଗ । ଶନିବାର ନୟାଗଡ଼ ଜିଲା ରଣପୁର ଥାନା ସୁନାଖଳା ସ୍ବାସ୍ଥ୍ୟକେନ୍ଦ୍ରରେ ନବଜାତ ଶିଶୁ ଚୋରି ଅଭିଯୋଗ ହୋଇଛି। ଶିଶୁ ଜନ୍ମ ପରେ ଗାଏବ କରାଯାଇଥିବା ଅଭିଯୋଗ ହୋଇଛି।
Read More...

ଭବପ୍ରସାଦ ଦାସଙ୍କୁ ମିଳିଲା ଜାମିନ

ଯାଜପୁର: ବିରଜା ହାଟ ମାମଲାକୁ ନେଇ ଯାଜପୁରରେ ଶୁକ୍ରବାର ଯାଜପୁର ଜିଲା ଦୌରାଜଜ୍‌ ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବପ୍ରସାଦ ଦାସଙ୍କୁ ୪ ମାମଲା ମଧ୍ୟରୁ ଗୋଟିଏ ମାମଲାରେ ଜାମିନ ମଞ୍ଜୁର କରିଛନ୍ତି। ଏହିଜାମିନ ମଞ୍ଜୁର ହୋଇଥିଲେ ମଧ୍ୟ ଲଲ ଜେଲ୍‌ରୁ ମୁକୁଳିପାରିବେ
Read More...

ପାଟପୁର ଥାନାକୁ ମିଳିଲା ଶ୍ରେଷ୍ଠ ଥାନା ପୁରସ୍କାର

ଭୁବନେଶ୍ବର: ପାଟପୁର ଥାନା ପାଇଲା ଶ୍ରେଷ୍ଠ ଥାନା ପୁରସ୍କାର। ପୁରସ୍କାର ଦେଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ଦେଶର ଦ୍ୱିତୀୟ ଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ଭୁବନେଶ୍ବର ସ୍ଥିତ ଲୋକସେବା ଭବନ କନଭେନସନ ସେଣ୍ଟରରେ ଆଜି ଆରମ୍ଭ ହୋଇଥିବା
Read More...

ଧାନ ଗଦାରେ ନିଆଁ ଲାଗି ପୋଡିଗଲା ସବୁ ଧାନ

୫୦ କ୍ୱିଣ୍ଟାଲରୁ ଧାନ ପୋଡ଼ି ପାଉଁଶ କେସିଙ୍ଗା: ୫୦ କ୍ୱିଣ୍ଟାଲରୁ ଅଧିକ ଧାନ ପୋଡ଼ି ପାଉଁଶ। ବର୍ଷ ସାରା କେମିତି ଚଳିବେ ସେନେଇ ଚିନ୍ତାରେ ପରିବାରବର୍ଗ। କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ପଞ୍ଚାୟତ ଅନ୍ତର୍ଗତ ତହର୍ଶି ଗ୍ରାମରେ ଦେଖିବାକୁ ମିଳିଛି ଏପରି ଏକ ଅଭାବନୀୟ ଘଟଣା।
Read More...

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ବର: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ଓଡ଼ିଶାରେ ଚାଲିଥିବା ଡିଜିପି ସମ୍ମିଳନୀରେ ହେବେ ସାମିଲ। ଆଜି ପ୍ରଧାନମନ୍ତ୍ରୀ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ଆସନ୍ତାକାଲି ଡିଜିପି ଓ ଆଇଜିପି ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।ତେବେ, ବିମାନବନ୍ଦର
Read More...

ବିଚ୍‌ ରାସ୍ତାରେ ହୋଟେଲ ମାଲିକଙ୍କୁ ହାଣିଲେ ଦୁର୍ବୃତ୍ତ

ବାଲେଶ୍ବର: ବିଚ୍‌ ରାସ୍ତାରେ ଜଣେ ହୋଟେଲ ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ବାଲେଶ୍ବର ସରସ୍ବତୀପୁର ସମଲପୁର ଛକରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ୬ରୁ ୭ଜଣ ଦୁର୍ବୃତ୍ତ ମାରଣାସ୍ତ୍ରରେ ଜଣେ ହୋଟେଲ ମାଲିକଙ୍କୁ ବିଚ୍‌ ରାସ୍ତାରେ ଗୋଡାଇ ଗୋଡ଼ାଇ ଆକ୍ରମଣ କରିଛନ୍ତି।
Read More...

ରାଜଧାନୀ ରାସ୍ତାକଡରୁ ଶିଶୁ କନ୍ୟା ଉଦ୍ଧାର

ଭୁବନେଶ୍ୱର: ପୁଣି ଅଲୋଡ଼ା ହେଲା ଶିଶୁ କନ୍ୟା। ଖୋଦ ରାଜଧାନୀରରେ ସାମ୍ନାକୁ ଆସିଛି ଏପରି ଘଟଣା। ଭୁବନେଶ୍ୱର ଆଚାର୍ଯ୍ୟ ବିହାର ସ୍ଥିତ ମହାରାଜା ସିନେମା ହଲ ନିକଟ ଆର୍‌ଟିଓ-୧ ନିକଟ ବସ୍ତିରୁ ଶିଶୁ କନ୍ୟା ଉଦ୍ଧାର। ଶିଶୁକନ୍ୟାର କାନ୍ଦ ଶୁଣି ଉଦ୍ଧାର କଲେ ବସ୍ତିବାସିନ୍ଦା। ଉଦ୍ଧାର ଶିଶୁକୁ
Read More...

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା

ଦୁର୍ଘଟଣାରେ ୧୦ ମୃତ, ୩୦ ଆହତମହାରାଷ୍ଟ୍ର: ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ମହାରାଷ୍ଟ୍ରର ଗୋନ୍ଦିଆରେ ଶୁକ୍ରବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ରାଜ୍ୟ ପରିବହନ ବିଭାଗ ବସ୍ ଓଲଟି ୧୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ବସଟି ନାଗପୁରରୁ
Read More...