ବାଦଲ ଫଟା ବର୍ଷାରେ ଭାସିଗଲା ଗାଁ
ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡ ଉତ୍ତରକାଶୀର ଧରାଲିରେ ବାଦଲ ଫଟା ବର୍ଷା ଫଳରେ ମଙ୍ଗଳବାର ଅପରାହ୍ନରେ ଏକ ଗାଁ ସମ୍ପୂର୍ଣ୍ଣ ଭାବେ ଭାସି ଯାଇଛି। ତେବେ ଏହି ଧରାଲି ଗାଁ ଡେରାଡୁନରୁ ୨୧୮ କିଲୋମିଟର ଏବଂ ଗଙ୍ଗୋତ୍ରୀ ଧାମରୁ ୧୦ କିଲୋମିଟର ଦୂରରେ ଅବସ୍ଥିତ ଅଟେ।
ଏହି ଘଟଣାର ଭିଡିଓ ଓ ଫଟୋ!-->!-->!-->…
Read More...
Read More...