ପ୍ରମୁଖ ଖବର

ଏସ୍‌ସି-ଏସ୍‌ଟି ମାମଲା ପାଇଁ ୬ ନୂଆ ସ୍ପେଶାଲ୍ କୋର୍ଟ
ଗଞ୍ଜାମରେ କରୋନା ରୋଗୀ ଚିହ୍ନଟ, ଏମ୍‌କେସିଜିରେ ଚିକିତ୍ସାଧୀନ ମହିଳା ସଂକ୍ରମିତ
ରାମ ମନ୍ଦିର ଟ୍ରଷ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପଦ ପାଇଁ ୫,୨୦୦ ଆବେଦନ
ନିଖୋଜ କମିଶନ ରିପୋର୍ଟ ମାମଲାରେ ଭି.କେ. ପାଣ୍ଡିଆନଙ୍କୁ ପୋଲିସର ନୋଟିସ
ଆସନ୍ତା ୪ ଓ ୫ ତାରିଖରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭିତରକନିକା-ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ଦାନା

ଭୁବନେଶ୍ବର: ଓଡିଶା ଉପକୂଳ ଆଡକୁ ମାଡିଆସୁଛି ଦାନା। ଆସନ୍ତାକାଲି ନେବ ଭୀଷଣ ବାତ୍ୟାର ରୂପ। ୨୪ତାରିଖ ରାତି ଓ ୨୫ତାରିଖ ସକାଳ ମଧ୍ୟରେ ଭିତରକନିକା ଓ ଧାମରା ପାଖରେ ଲ୍ୟାଣ୍ଡଫଲ କରିପାରେ ଦାନା। ପ୍ରଭାବରେ ଧାମରା, ପାରାଦୀପ ସହ କେନ୍ଦ୍ରାପଡା ରାଜକନିକାରେ ବର୍ଷା ଆରମ୍ଭ ହୋଇଛି। ସଂଧ୍ୟା
Read More...

ବାତ୍ୟା ‘ଦାନା’ ପାଇଁ ଜାରି ହେଲା ଜରୁରୀକାଳୀନ ହେଲ୍ପଲାଇନ ନମ୍ବର

ଭୁବନେଶ୍ୱର: ବାତ୍ୟା ‘ଦାନା’ କୁ ନଜରରେ ରଖି ରାଜ୍ୟ ସରକାର ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ଅଧୀନରେ ଥିବା ୧୫ଟି ଜିଲ୍ଲାର ଲୋକଙ୍କୁ ସହାୟତା କରିବା ପାଇଁ ଜରୁରୀକାଳୀନ ହେଲ୍ପଲାଇନ ଫୋନ୍ ନମ୍ବର ଜାରି କରିଛନ୍ତି। ଉଦ୍ଧାର ଓ ରିଲିଫ୍ କାର୍ଯ୍ୟର ତଦାରଖ କରିବା ପାଇଁ
Read More...

ସମୁଦ୍ର କୂଳରେ ଲାଗୁ ହେଲା ୧୪୪ ଧାରା

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ସମ୍ଭାବ୍ୟ ବାତ୍ୟା ‘ଦାନା’ର ପ୍ରକୋପ ଅନୁଭୂତ ହେବାର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହା ପୂର୍ବରୁ ଜଗତସିଂହପୁର ଜିଲ୍ଲାର ବିଭିନ୍ନ ସମୁଦ୍ର କୂଳରେ ଲାଗୁ ହୋଇଛି ୧୪୪ ଧାରା। ଏଥିସହ ପାରାଦୀପ ଠାରୁ ଏରସମା ଶିଆଳି ପର୍ଯ୍ୟନ୍ତ ସମୁଦ୍ର ତଟରେ ଏହି
Read More...

ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ମିଳିଲା ଜାମିନ

ମୁମ୍ବାଇ: ଗ୍ୟାଙ୍ଗଷ୍ଟର ଛୋଟା ରାଜନ୍‌କୁ ମିଳିଲା ବଡ଼ ଆଶ୍ୱସ୍ତି। ବମ୍ବେ ହାଇକୋର୍ଟ ବୁଧବାର ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ହୋଟେଲ ବ୍ୟବସାୟୀ ଜୟା ଶେଟ୍ଟି ମାମଲାରେ ସେ ଏହି ଜାମିନ ପାଇଛନ୍ତି। ୨୦୦୧ରେ ଜୟା ଶେଟ୍ଟୀଙ୍କୁ ହତ୍ୟା କରାଯାଇଥିଲା ଏବଂ ଛୋଟା ରାଜନଙ୍କ
Read More...

ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସ ହେଲେ ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ

ଭୁବନେଶ୍ବର; ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସଙ୍କୁ ମିଳିଛି ନୂଆ ଦାୟିତ୍ୱ। ସେ ଓଡ଼ିଶା ସବ୍‌ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍ସନ(ଓଏସ୍‌ଏସ୍‌ଏସ୍‌ସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ରାଜ୍ୟ ସରକାର ଲଳିତ ଦାସଙ୍କୁ ପୂର୍ଣ୍ଣକାଳୀନ ଅଧ୍ୟକ୍ଷ ନିଯୁକ୍ତି କରିଛନ୍ତି। ଏଥି ସହିତ
Read More...

ନିର୍ଦୋଷ ସାବ୍ୟସ୍ତ ହେଲେ ସେବି ଅଧ୍ୟକ୍ଷ ମାଧବୀ ବୁଚ

ନ୍ୟୁଜ୍ ବ୍ୟୁରୋ: ସେବି ଅଧ୍ୟକ୍ଷ ମାଧବୀ ବୁଚଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି। ନିଜ ପଦର ଅପବ୍ୟବହାର କରୁଥିବା ନେଇ ଅଭିଯୋଗ ଆଣିଥିଲା କଂଗ୍ରେସ। ତାଙ୍କ ବିରୋଧରେ ମିଳିଲାନି କୌଣସି ବି ପ୍ରମାଣ। ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ୍ ବୋର୍ଡ ଅଫ୍ ଇଣ୍ଡିଆ (ସେବି) ଚେୟାରମ୍ୟାନ୍ ମାଧବୀ ପୁରୀ ବୁଚଙ୍କ
Read More...

ଆସନ୍ତାକାଲି ବଙ୍ଗୋପସାଗର ରେ ସୃଷ୍ଟି ହେବ ବାତ୍ୟା

୨୪ ରେ ଉତ୍ତର ଓଡ଼ିଶା ଦେଇ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନାଭୁବନେଶ୍ବର:ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଅବପାତ ସୃଷ୍ଟି ହୋଇଛି। ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହେବା ସହ ଆଉ ଅଳ୍ପ କିଛି ଘଣ୍ଟା ମଧ୍ୟରେ ଗଭୀର ଅବପାତ ରେ ପରିଣତ ହେବ ଓ ଆସନ୍ତାକାଲି ସକାଳେ
Read More...

ଲାଞ୍ଚ ନେଇ ନିଲମ୍ବିତ ହେଲେ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜ

ବରଗଡ଼: ନିଲମ୍ବିତ ହେଲେ କଂସ ମହାରାଜ। ସରକାରୀ ଚାକିରିରୁ ନିଲମ୍ବନ ହେଲେ ବରଗଡ଼ ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରୁଥିବା ହୃଷିକେଶ ଭୋଇ। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗରେ ମହାପ୍ରୟାଣ ଗାଡ଼ିର ଡ୍ରାଇଭର ଭାବେ କାର୍ଯ୍ୟ କରୁଥିବା ହୃଷିକେଶ ଲାଞ୍ଚ ନେବା ଅଭିଯୋଗରେ ତାଙ୍କୁ ଚାକିରିରୁ
Read More...

ବାତ୍ୟା ପାଇଁ ସଜାଗ ହେଲେ ନନ୍ଦନକାନନ କର୍ତ୍ତୃପକ୍ଷ

ଭୁବନେଶ୍ବର: ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଆଗୁଆ ସଜାଗ ହୋଇଛନ୍ତି। ବାତ୍ୟା ଆରମ୍ଭରୁ ପ୍ରାଣୀଙ୍କୁ ଖୁଆଡ଼ ବାହାରକୁ ଛଡ଼ା ନ ଯାଇ ସେମାନଙ୍କୁ ଫିଡିଂ ଚାମ୍ବରରେ ରଖାଯିବ। ସେମାନଙ୍କ ପାଇଁ ଆବଶ୍ୟକ ଖାଦ୍ୟ ପାନୀୟ ଔଷଧ ରଖାଯିବ। ତାହା ସହିତ ପରିସର ମଧ୍ୟରେ
Read More...

ବାତ୍ୟା ପାଇଁ ୧୭୮ଟି ଟ୍ରେନ ବାତିଲ

ନୂଆଦିଲ୍ଲୀ: ରେଲୱେର ବଡ ସୂଚନା। ବାତ୍ୟା ପାଇଁ ବ୍ୟାପକ ଟ୍ରେନ୍‌ ବାତିଲ ଘୋଷଣା କଲା ରେଲୱେ। ୨୩, ୨୪ ଏବଂ ୨୫ ମଧ୍ୟରେ ମୋଟ ୧୭୮ ଟ୍ରେନ ବାତିଲ ହୋଇଛି। ସେଥିମଧ୍ୟରୁ ଯିବା ଟ୍ରେନ ୮୫ ଏବଂ ଆସିବା ଟ୍ରେନ ୯୩ଟି ରହିଛି। ସେ ସବୁ ଟ୍ରେନ୍‌ ମଧ୍ୟରୁ ହାୱଡ଼ା-ସିକନ୍ଦରାବାଦ, ସାଲିମାର-ପୁରୀ,
Read More...