ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ରାଜ୍ୟ କ୍ୟାବିନେଟରେ ୮ ପ୍ରସ୍ତାବ କୁ ମିଳିଲା ମଞ୍ଜୁରୀ

ଭୁବନେଶ୍ବର: ଆଜି ୮ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ ମୋହର ବାଜିଛି। ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ବୁଧବାର ଅପରାହ୍ନରେ ଲୋକସେବା ଭବନର ୩ୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଏଥିରେ ୫ଟି ମସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ
Read More...

ଏବେ ୭ ବର୍ଷ ପରେ ଜଣେ ଏସଆଇ ଇନ୍ସପେକ୍ଟର ହୋଇପାରିବେ

ଭୁବନେଶ୍ବର; ଏସଆଇମାନଙ୍କ ପଦୋନ୍ନତି ନେଇ ଆସିଲା ଖୁସି ଖବର। ଓଡ଼ିଶା ସରକାର ପୋଲିସ ପ୍ରଶାସନରେ ପଦୋନ୍ନତି ପାଇଁ ଯୋଗ୍ୟତା ନିୟମକୁ ପରିବର୍ତ୍ତନ କରିଛନ୍ତି। ଏଣିକି ୭ ବର୍ଷ ଏସଆଇ ରହିବା ପରେ ଜଣେ ଇନ୍ସପେକ୍ଟର ହୋଇପାରିବେ। ପୂର୍ବରୁ ଏହା ୧୦ ବର୍ଷ ଥିଲା।ନିଷ୍ପତ୍ତି ଅନୁଯାୟୀ, ପୋଲିସ ଏସଆଇରୁ
Read More...

ଲୋକଙ୍କୁ ଫେରାଯିବ ବେଦାନ୍ତ ଜମି

ଭୁବନେଶ୍ବର: ବେଦାନ୍ତ ପାଇଥିବା ଜମିକୁ ଲୋକଙ୍କୁ ଫେରସ୍ତ କରାଯିବ। ପୁରୀରେ ଅନ୍ତର୍ଜାତୀୟ ସ୍ତରର ବିଶ୍ୱବିଦ୍ୟାଳୟ ସ୍ଥାପନ କରିବା ପାଇଁ ବେଦାନ୍ତ କମ୍ପାନୀ ନେଇଥିବା ଜମି ଲୋକଙ୍କୁ ଫେରସ୍ତ କରାଯିବ। ଜମି ଫେରସ୍ତ ପାଇଁ ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ରାଜସ୍ୱ ଓ
Read More...

ଜାନୁଆରୀରେ ମିଳିବ ନୂଆ ରାସନ କାର୍ଡ

ଭୁବନେଶ୍ବର: ଆସନ୍ତା ବର୍ଷ ଜାନୁଆରୀ ଲୋକମାନଙ୍କୁ ମିଳିବ ନୂଆ ରାସନ କାର୍ଡ। ବୁଧବାର ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଏବଂ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି,ଗତ ଜୁଲାଇରେ ଆରମ୍ଭ ହୋଇଥିବା ଇ-କେୱାଇସି ଚଳିତ ମାସ ଶେଷ ହେବ ବୋଲି ଆଶା କରାଯାଉଛି।
Read More...

ପୂର୍ବତନ କାଶୀପୁର କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ ଗିରଫ

କାଶୀପୁର: ଗିରଫ ହେଲେ ପୂର୍ବତନ କାଶୀପୁର କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ୧ କୋଟି ୭୩ ଲକ୍ଷରୁ ଊର୍ଦ୍ଧ୍ବ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ଅଭିଯୋଗ ହୋଇଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ
Read More...

ସମ୍ପତ୍ତି ପାଇଁ ବଡ ଭାଇକୁ ହତ୍ୟା

ଗଞ୍ଜାମ: ସମ୍ପତ୍ତି ଆଗରେ ବଡଭାଇ ତୁଚ୍ଛ। ଗଞ୍ଜାମ ଜିଲା ଆସିକାରେ ଏଭଳି ଏକ ନୃଶଂସ ହତ୍ୟାକାଣ୍ଡ ଘଟିଛି। ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳୀ ପଞ୍ଚାୟତର ସମେଇଗୁଡ଼ା ଗ୍ରାମରେ ବୁଧବାର ସକାଳ ପ୍ରାୟ ୯ ଘଣ୍ଟା ସମୟରେ ସେହି ଗ୍ରାମର ରାଜୁ ପାତ୍ର(୫୫)ଙ୍କୁ ନିର୍ମମ ଭାବେ ହତ୍ୟା
Read More...

ଗିରଫ ହେଲେ କନିଷ୍ଠ କିରାଣୀ ପ୍ରଦୀପ୍ତ କୁମାର ସାହୁ

ଖୋର୍ଦ୍ଧା: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ପଡିଲେ ଖୋର୍ଦ୍ଧା ବ୍ଲକ ଶିକ୍ଷାଧିକାରୀ(ବିଇଓ)ଙ୍କ କାର୍ୟ୍ୟାଳୟରେ କାର୍ୟ୍ୟରତ କନିଷ୍ଠ କିରାଣୀ ପ୍ରଦୀପ୍ତ କୁମାର ସାହୁ । ସେ ଆଜି ଭିଜିଲାନ୍ସ ବିଭାଗ ଦ୍ୱାରା ଗିରଫ ହୋଇଛନ୍ତି। ୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ
Read More...

ଭାଗିରଥୀ ମାଣ୍ଡାଙ୍ଗି ହତ୍ୟା ମାମଲାରେ ନ.ଭାସ୍କର ରାଓଙ୍କ ନାଁରେ ଏନବିଡବ୍ଲ୍ୟୁ ଜାରି

ରାୟଗଡା: ବହୁ ଚର୍ଚ୍ଚିତ ଭାଗିରଥୀ ମାଣ୍ଡାଙ୍ଗି ହତ୍ୟାକାଣ୍ଡ ମାମଲାରେ ପୂର୍ବତନ ରାଜ୍ୟସଭା ସାଂସଦ ତଥା ବର୍ତ୍ତମାନର ଜିଲ୍ଲା ବିଜେଡ଼ି ସଭାପତି ଏନ.ଭାସ୍କର ରାଓଙ୍କ ସମେତ ୬ ଜଣଙ୍କ ନାମରେ ଆଜି ରାୟଗଡା ଏସଡିଜେଏମ କୋର୍ଟ ଜାମିନ ବିହିନ ଗିରଫ ପରୱାନା (ଏନବିଡବ୍ଲ୍ୟୁ ) ଜାରି କରିଛନ୍ତି ।
Read More...

ଥାନାରେ କିଭଳି ବ୍ୟବହାର କରିବେ ପୋଲିିସ ଅଫିସର

ଏସଓପି ଆଣିଲେ ରାଜ୍ୟ ସରକାର କଟକ: ଭରତପୁର ଥାନା ମାମଲାରେ ଆଜି ହାଇକୋର୍ଟରେ ଶୁଣାଣି ହୋଇଛି। ଏହାପରେ ଥାନାରେ ସିସିଟିଭି ଲଗାଇବା ଓ ପ୍ରତିରକ୍ଷା କର୍ମଚାରୀଙ୍କ ସହ କିଭଳି ବ୍ୟବହାର କରିବେ ପୋଲିିସ ଅଫିସର, ସେନେଇ ରାଜ୍ୟ ସରକାର ସ୍ୱତନ୍ତ୍ର ଏସଓପି ଆଣିଛନ୍ତି। ଏସଓପି ଅନୁସାରେ,
Read More...

ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା

କଟକ: ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା ଦେଲା ଓଡ଼ିଶା ଫିଲ୍ମ ଓ ଟିଭି ନିର୍ଦ୍ଦେଶକ ସଂଘ। ଅଭିନେତା ତଥା ରାଜନେତା ମନୋଜ ମିଶ୍ରଙ୍କ ନାଁରେ କଟକ ସାଇବର ଥାନାରେ ଏତଲା ହୋଇଛି। ମନୋଜ ମିଶ୍ର ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ଦେଉଥିବା ଅଭିଯୋଗରେ ତାଙ୍କ ନାହରେ ଏତଲା ହୋଇଛି। ଓଡ଼ିଆ
Read More...