ପୂର୍ବତନ ମୁଖ୍ୟ ସଚିବ ଏବଂ ଲେଖକ ସୁବାସ ପାଣିଙ୍କ ପରଲୋକ
ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟ ସଚିବ ସୁବାସ ପାଣିଙ୍କର ସୋମବାର ଭୁବନେଶ୍ୱରରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କର ବୟସ ୭୬ ବର୍ଷ ଥିଲା। ସୁବାସ ପାଣିଙ୍କ ନିଧନରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏନେଇ ନିଜ ଏକ୍ସରେ ଶ୍ରଦ୍ଧାଞ୍ଜଳି ଦେଇ ଲେଖିଛନ୍ତି, ଓଡ଼ିଶା!-->…
Read More...
Read More...