ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ଶିମିଳିପାଳରେ ମହାରାଷ୍ଟ୍ରର ମହାବଳ

ମୟୁରଭଞ୍ଜ: ଶିମିଳିପାଳ ଅଭୟାରଣ୍ୟକୁ ଆସିଲେ ନୂଆ ଅତିଥି। ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ମୟୁରଭଞ୍ଜର ଶିମିଳିପାଳକୁ ଅଣାଯାଇଛି । ମହାରାଷ୍ଟ୍ର ତଡ଼ବା ଅନ୍ଧାରୀ ବ୍ୟାଘ୍ର ଅଭୟାରଣ୍ୟରୁ ଏହି ବାଘ ଅଣାଯାଇଛି। ଏକ
Read More...

୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଯୋଜନା

ଭୁବନେଶ୍ବର: ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ
Read More...

ବିଷ ବଳୟରେ ରାଜଧାନୀ

ନୂଆଦିଲ୍ଲୀ: ପ୍ରଦୂଷଣ ଉପରେ ଲାଗୁନି ବ୍ରେକ୍‌। ବିଷ ବଳୟରେ ଦିଲ୍ଲୀ। ଦିନକୁ ଦିନ ଏହା ବଢ଼ି ଚାଲିଛି। ଏବେଠାରୁ ଜହର ପାଲଟିଲାଣି ଦିଲ୍ଲୀ ବାୟୁ। ଫଳରେ ଅଣନିଶ୍ଵାସୀ ହେଲେଣି ରାଜଧାନୀବାସୀ। ଜଳବାୟୁ କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ଦିଲ୍ଲୀ-ଏନସିଆରରେ ବାୟୁ ପ୍ରଦୂଷଣ ବୃଦ୍ଧି ହେତୁ
Read More...

ପୋଲିସ ପିନ୍ଧିବେ ବଡି କ୍ୟାମେରା

ଭୁବନେଶ୍ବର: ଅମାନିଆଙ୍କୁ ସାବାଡ୍‌ କରିବାକୁ ନୂଆ ଯୋଜନା ପ୍ରସ୍ତୁତ କରିଛି କମିଶନରେଟ ପୁଲିସ। ଥାନା ରିସେପସନ୍‌ ଦାୟିତ୍ୱରେ ଥିବା ଅଧିକାରୀ ପିନ୍ଧିବେ ବଡି କ୍ୟାମେରା। କୌଣସି ରିପୋର୍ଟ ଲେଖିଲା ବେଳେ କିମ୍ବା ରେଜିଷ୍ଟ୍ରେସନ ମେଣ୍ଟେନ୍ କଲା ବେଳେ ରିସେପସନରେ ବସୁଥିବା ପୋଲିସ୍
Read More...

୬ ମାସ ଭିତରେ ମିଳିବ ୨୦ ଲକ୍ଷ ଲୋକଙ୍କୁ ଘର

ଭୁବନେଶ୍ବର; ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକଙ୍କ ବଡ ଘୋଷଣା। ୬ ମାସ ଭିତରେ ୨୦ ଲକ୍ଷ ଲୋକଙ୍କୁ ଘର ଦିଆଯିବ। ବାଲେଶ୍ୱର ସୋରରେ ବାତ୍ୟା ପରର ସ୍ଥିତି ସମୀକ୍ଷା କରିବା ପରେ ଏଭଳି ମନ୍ତବ୍ୟ ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ। ତେବେ ବାତ୍ୟାରେ ଯେଉଁମାନଙ୍କ ଘର
Read More...

ଆତଙ୍କବାଦୀଙ୍କ କ୍ୟାମ୍ପ ଧ୍ୱଂସ କଲେ ଯବାନ

ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀରରେ ପୁଣି ଯବାନଙ୍କୁ ମିଳିଲା ସଫଳତା। ଜମ୍ମୁକାଶ୍ମୀର ପୁଞ୍ଚରେ ଆତଙ୍କବାଦୀଙ୍କ କ୍ୟାମ୍ପ ଧ୍ବଂସ କଲେ ଯବାନ। ଘଟଣାସ୍ଥଳରୁ ପାକିସ୍ତାନୀ ବନ୍ଧୁକ ସହ ହାଣ୍ଡ ଗ୍ରେନେଡ୍‌ ମଧ୍ୟ ଜବତ କରାଯାଇଥିବା ବେଳେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏବେ ସର୍ଚ୍ଚ ଅପରେଶନ ଜାରି
Read More...

ବ୍ରତ ପାଇଁ ଆସିଥିବା ହବିଷ୍ୟାଳୀଙ୍କ ମୃତ୍ୟୁ

ପୁରୀ: ପୁରୀକୁ ହବିଷବ୍ରତ କରିବାକୁ ଆସିଥିବା ଜଣେ ହବିଷ୍ୟାଳୀଙ୍କ ମୃତ୍ୟୁ ହୋଇଛି। ବୃନ୍ଦାବତୀ ନିବାସରେ ରହୁଥିବା ରତ୍ନମଣୀ ମଙ୍ଗରାଜ ପ୍ରାୟ ୬୯ ବର୍ଷ ବୟସରେ ମୃତ୍ୟୁ ହୋଇଛି। ସୂଚନା ଅନୁସାରେ ଆଜି ସକାଳ ସମୟରେ ଅସୁସ୍ଥତା କାରଣରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭକରାଯାଇଥିଲା।
Read More...

ମୁମ୍ବାଇ ରେଳ ଷ୍ଟେସନରେ ଦଳଚକଟା, ୯ ଗୁରୁତର

ମୁମ୍ବାଇ: ମୁମ୍ବାଇ ବାନ୍ଦ୍ରା ରେଳ ଷ୍ଟେସନରେ ଘଟିଛି ଅଘଟଣ। ଉତ୍ତରପ୍ରଦେଶ ଗୋରଖପୁର ଅଭିମୁଖେ ଯାଉଥିବା ବାନ୍ଦ୍ରା ଗୋରଖପୁର ଏକ୍ସପ୍ରେସରେ ଚଢ଼ିବା ବେଳେ ଏଭଳି ଅଭାବନୀୟ ସ୍ଥିତି ଉପୁଜିଥିଲା। ଆଜି ଭୋର୍ ପ୍ରାୟ ୬ ଟାବେଳେ ଏହି ଅଘଟଣ ଘଟିଛି। ଦଳାଚକଟାରେ ୯ ଯାତ୍ରୀ ଆହତ, ୨ ଜଣ ଗୁରୁତର।
Read More...

ରାଜଧାନୀର ସବୁ ଆପାର୍ଟମେଣ୍ଟରେ ଲାଗିବ ଆଇପି କ୍ୟାମେରା

ଭୁବନେଶ୍ବର: ଟୁଇନସିଟିର ଆପାର୍ଟମେଣ୍ଟର ପ୍ରବେଶ ଓ ପ୍ରସ୍ଥାନ ଦ୍ୱାରରେ ଏଣିକି ଲାଗିବ କ୍ୟାମେରା। ଆପାର୍ଟମେଣ୍ଟରେ ଚୋରି ରୋକିବାକୁ କମିଶନରେଟ ପୋଲିସ ବଡ଼ ପଦକ୍ଷେପ ନେଇଛି। ରାଜଧାନୀର ସବୁ ଆପାର୍ଟମେଣ୍ଟରେ ଆଇପି ବ୍ୟବସ୍ଥା ଥିବା କ୍ୟାମେରା ଲଗାଇବାକୁ ପରାମର୍ଶ ଦିଆଯାଇଛି। ଏ ନେଇ ସୂଚନା
Read More...

ବାତ୍ୟା ଡ୍ୟୁଟିରେ ଥିବା ଡାକ୍ତରଙ୍କୁ କାମୁଡ଼ିଲା ସାପ

ମହାକାଳପଡ଼ା: ବାତ୍ୟା ଡ୍ୟୁଟି ବେଳେ ଅଘଟଣ। ବାତ୍ୟା ଦାନା ପରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ବାବର ପିଏଚ୍‌ସିରେ ଜଣେ ଡାକ୍ତରଙ୍କ ଡ୍ୟୁଟି ପଡ଼ିଥିଲା। ତେବେ ସେ ଶୌଚ ପାଇଁ ବାହାରକୁ ଯାଇଥିବାବେଳେ ତାଙ୍କୁ ସାପ କାମୁଡ଼ିବାରୁ ସେ ଗୁରୁତର ହୋଇପଡ଼ିଥିଲେ। ସେ କଟକ ବଡ଼
Read More...