ପ୍ରମୁଖ ଖବର

କେରଳରେ ପରିବର୍ତ୍ତନର ଲହରୀ, ୟୁଡିଏଫ ଫେରିଲା କ୍ଷମତାକୁ
ଆସାମରେ ହିମନ୍ତଙ୍କ ଐତିହାସିକ ବିଜୟ
କଲକାତାରେ ଭୋଟ ଗଣନା ମଧ୍ୟରେ ସେଲିବ୍ରେସନ ନିଷେଧ
ହାରିଲେ କଂଗ୍ରେସ ମୁଖିଆ ଗୌରବ ଗୋଗୋଇ
ଯାଜପୁରରେ ଭୟାବହ ସଡ଼କ ଦୁର୍ଘଟଣା, ୫ ମୃତ
ଓଡ଼ିଶାରେ ନୌକା ସୁରକ୍ଷା କଠୋର, ଲାଇଫ୍ ଜାକେଟ୍ ବାଧ୍ୟତାମୂଳକ

ସୀତାରାମ ୟେଚୁରୀଙ୍କ ହେବ ନାହିଁ ଦାହ ସଂସ୍କାର

ଗବେଷଣା ଏବଂ ଶିକ୍ଷା ଉଦ୍ଦେଶ୍ୟରେ ମୃତଦେହ ଏମ୍ସକୁ ଦାନ କରିବେ ପରିବାରନୂଆଦିଲ୍ଲୀ: ସିପିଆଇ-ଏମ ନେତା ସୀତାରାମ ୟେଚୁରୀଙ୍କର ଗୁରୁବାର ଦେହାନ୍ତ ହୋଇଛି। ତାଙ୍କ ପରିବାର ସଦସ୍ୟଙ୍କ ଅନୁଯାୟୀ, ୟେଚୁରୀଙ୍କ ମୃତଦେହକୁ ଦାହ କରାଯିବ ନାହିଁ। ତେବେ ତାଙ୍କର ମୃତଦେହକୁ କମ୍ୟୁନିଷ୍ଟ ପାର୍ଟି ଅଫ
Read More...

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍‌ ପରୀକ୍ଷା ତାରିଖ

ଭୁବନେଶ୍ବର: ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍‌ ପରୀକ୍ଷା ପାଇଁ ତାରିଖ ପ୍ରକାଶ ପାଇଛି। ଅକ୍ଟୋବର ୨୭ ତାରିଖରେ ଓଏଏସ୍‌ ପ୍ରିଲିମ୍‌ ପରୀକ୍ଷା ନେଇ ଓଡିଶା ଜନସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତେବେ ପରୀକ୍ଷାର ବିସ୍ତୃତ କାର୍ଯ୍ୟକ୍ରମ ବିଷୟରେ ସୂଚନା ପରେ
Read More...

ବାତିଲ ହେଲା ପ୍ରେସଭ୍ୟୁ ଆଇ ଡ୍ରପ ଲାଇସେନ୍ସ

ମୁମ୍ବାଇ: ଡ୍ରଗ୍ କଣ୍ଟ୍ରୋଲର୍ ଜେନେରାଲ୍ ଅଫ୍ ଇଣ୍ଡିଆ (ଡିସିଜିଆଇ) ପ୍ରେସଭ୍ୟୁ ନାମକ ଏକ ଆଇ ଡ୍ରପର ଉତ୍ପାଦନ ଏବଂ ମାର୍କେଟିଂ ଲାଇସେନ୍ସକୁ ବାତିଲ କରିଦେଇଛି। ଏହି ଆଖି ଡ୍ରପ୍ ମୁମ୍ବାଇ ସ୍ଥିତ ଫାର୍ମାସ୍ୟୁଟିକାଲ୍ କମ୍ପାନୀ ଏଣ୍ଟୋଡ୍ ଫାର୍ମାସ୍ୟୁଟିକାଲ୍ସ ଦ୍ୱାରା ପ୍ରସ୍ତୁତ କରାଯାଇଥିଲା।
Read More...

ସୁଭଦ୍ରା ଯୋଜନା ଫର୍ମ ପୂରଣ ଓ ପଞ୍ଜିକରଣ ପାଇଁ ଟଙ୍କା ମାଗିବା ପଡିଲା ମହାଙ୍ଗା

ଭୁବନେଶ୍ବର; ସୁଭଦ୍ରା ଯୋଜନା ପାଇଁ ଏବେ ଜନସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ରରେ ନାହିଁ ନଥିବା ଭିଡ। ହେଲେ ଏହାରି ଭିତରେ କିଛି ଖଳ ପ୍ରକୃତିର ବ୍ୟକ୍ତି ଚଞ୍ଚକତା କରି ଲୋକଙ୍କ ଠାରୁ ଟଙ୍କା ଲୁଟିବାରେ ଲାଗିଛନ୍ତି । ସୁଭଦ୍ରା ଯୋଜନା ଫର୍ମ ପୂରଣ ଓ ପଞ୍ଜିକରଣ ସଂପୂର୍ଣ୍ଣ ମାଗଣା
Read More...

ମିଠା ପ୍ୟାକେଟରେ ଲାଞ୍ଚ ଦେଇ ଗିରଫ ହେଲେ ସିମେଣ୍ଟ କମ୍ପାନୀର ସିଏମଓ

ବରଗଡ଼: ବରଗଡ଼ ଜିଲ୍ଲାପାଳଙ୍କୁ ଲାଞ୍ଚ ଦେଉଥିବା ବେଳେ ଭିଜେଲାନ୍ସ ହାତରେ ଧରା ପଡିଲେ ସିମେଣ୍ଟ ଉତ୍ପାଦକ କେନ୍ଦ୍ରର ଜଣେ ଅଧିକାରୀ। ବୁଧବାର ସନ୍ଧ୍ୟା ୫ଟା ସମୟରେ ଛତିଶଗଡ଼ ଅମ୍ବୁଜା ସିମେଣ୍ଟର ମୁଖ୍ୟ ଉତ୍ପାଦନ ଅଧିକାରୀ ରାମଭବ ଗଟ୍ଟୁ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଜିଲାପାଳ
Read More...

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ ପାଇଁ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦିଙ୍କ ଓଡ଼ିଶା ଗସ୍ତ ପାଇଁ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ପୁଲିସ କମିଶନର ସଞ୍ଜୀବ ପଣ୍ଡା। ସେ ଗଣମାଧ୍ୟମକୁ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଗସ୍ତ
Read More...

କ୍ୟାବିନେଟ୍‌ ବୈଠକରେ ଅଗ୍ନିବୀରଙ୍କ ପାଇଁ ବଡ଼ ନିଷ୍ପତ୍ତି

ଭୁବନେଶ୍ବର: ରାଜ୍ୟ ସରକାର ଗୁରୁବାର କ୍ୟାବିନେଟ୍‌ରେ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କ୍ୟାବିନେଟ୍‌ ବୈଠକରେ ଅଗ୍ନିବୀରଙ୍କୁ ନେଇ ଆଜି ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଅଗ୍ନିବୀରଙ୍କ ପାଇଁ ରାଜ୍ୟ
Read More...

କୋଟିପତି ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁ ଗିରଫ

ଭଞ୍ଜନଗର: ବନ୍ଧା ହେଲେ ଭଞ୍ଜନଗର ଜଳ ସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ୱାଇଁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ପ୍ରସନ୍ନ ସ୍ୱାଇଁଙ୍କୁ ଗିରଫ କରିଛି ଭିଜିଲାନ୍ସ। ବୁଧବାର ଭିଜିଲାନ୍ସ ପକ୍ଷରୁ ତାଙ୍କର ସମସ୍ତ ସ୍ତାବର ଅସ୍ତାବର ସମ୍ପତ୍ତି ଉପରେ ଚଢାଉ କରିଥିଲା
Read More...

ପୂର୍ବତନ ରାଜ୍ୟସଭା ସାଂସଦ ସୀତାରାମ ୟେଚୁରୀଙ୍କ ପରଲୋକ

ନୂଆଦିଲ୍ଲୀ: ସିପିଆଇଏମ ସାଧାରଣ ସମ୍ପାଦକ ତଥା ପୂର୍ବତନ ରାଜ୍ୟସଭା ସାଂସଦ ସୀତାରାମ ୟେଚୁରୀଙ୍କ ଦେହାନ୍ତ ହୋଇଛି। ଆଜି ଦିଲ୍ଲୀ ଏମ୍ସରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା। ଶ୍ୱାସନଳୀ ସଂକ୍ରମଣ ଯୋଗୁ ସେ ଅଗଷ୍ଟ ୧୯ରୁ ଦିଲ୍ଲୀ ଏମ୍ସରେ ଚିକିତ୍ସିତ
Read More...

ଆସନ୍ତା ୧୮ରୁ ଯୁକ୍ତ ଦୁଇ ଫର୍ମ ପୂରଣ ଆରମ୍ଭ

ଭୁବନେଶ୍ବର: ଆସନ୍ତା ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ। ୧୮ ସେପ୍ଟେମ୍ବରରୁ ୧ ଅକ୍ଟୋବର ଯାଏଁ ଚାଲିବ ଫର୍ମ ପୂରଣ। ଯେଉଁମାନେ ଏହି ତାରିଖରେ ଫର୍ମ ପୂରଣ କରିପାରିବେ ନାହିଁ ସେମାନେ ଅକ୍ଟୋବର ୪ରୁ ୧୪ ଯାଏଁ ୨୦୦ ଟଙ୍କା ଜୋରିମାନାରେ ଫର୍ମପୂରଣ କରିପାରିବେ। ସେହିପରି ୬୦୦ ଟଙ୍କା
Read More...