୩୫ଟି ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ହ୍ରାସ କଲେ ସରକାର
ନ୍ୟୁଜ୍ ବ୍ୟୁରୋ:ସ୍ୱାସ୍ଥ୍ୟ ସେବାକୁ ସୁଗମ କରିବା ଲକ୍ଷ୍ୟରେ, ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ କର୍ତ୍ତୃପକ୍ଷ (ଏନପିପିଏ) ୩୫ଟି ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ହ୍ରାସ କରି ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛି। ଏହି ଔଷଧଗୁଡ଼ିକ ଔଷଧ କମ୍ପାନୀ ଦ୍ୱାରା ବିକ୍ରି କରାଯାଏ ଏବଂ ସେମାନଙ୍କର!-->…
Read More...
Read More...