ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ହସ୍ପିଟାଲରେ ଭର୍ତ୍ତି ହେଲେ ଉଦ୍ଧବ ଠାକରେ

ମହାରାଷ୍ଟ୍ର: ଶିବସେନା ମୁଖ୍ୟ ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ମୁମ୍ବାଇର ରିଲାଏନ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉଦ୍ଧବ ଠାକରେଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ରହିଛି। ସୋମବାର ସକାଳେ ହାର୍ଟରେ ବ୍ଳକେଜ ଚିହ୍ନଟ ହେବା ପରେ
Read More...

ଆଜି ମେଲାଣି ନେଇଛନ୍ତି ମା’ ଦୁର୍ଗା।

ଭୁବନେଶ୍ବର; ଆଜି ମେଲାଣି ନେଇଛନ୍ତି ଜଗତ୍‌ଜନନୀ ମା’ ଦୁର୍ଗା। ପୁଣି ଆର ବରଷକୁ ଅପେକ୍ଷା କରିବେ ଭକ୍ତ। ମା’ଙ୍କ ଭସାଣି ଉତ୍ସବ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ଭସାଣୀ ଉତ୍ସବ ପାଇଁ ବ୍ୟାପକ ବନ୍ଦୋବସ୍ତ ହୋଇଛି। ବିଶେଷକରି ଟୁଇନ୍‌ ସିଟି ଭୁବନେଶ୍ବର-କଟକରେ ଭସାଣି ପାଇଁ
Read More...

ବାବା ସିଦ୍ଦିକୀ ହତ୍ୟା ଘଟଣାର ଚତୁର୍ଥ ଅଭିଯୁକ୍ତ ଚିହ୍ନଟ

ମୁମ୍ବାଇ: ବାବା ସିଦ୍ଦିକୀ ହତ୍ୟା ମାମଲାରେ ପୋଲିସକୁ ମିଳିଲା ଆଉ ଏକ ବଡ ସଫଳତା। ହତ୍ୟା ଘଟଣାର ଚତୁର୍ଥ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ। ଚତୁର୍ଥ ଅଭିଯୁକ୍ତ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଇଛି ମୁମ୍ବାଇ ପୋଲିସ। ତିନି ଜଣ ସୁଟରଙ୍କ ବ୍ୟତୀତ ସେମାନଙ୍କୁ ନିର୍ଦ୍ଦେଶ ଦେଇଥିବା ସନ୍ଦିଗ୍ଧ
Read More...

ଆସନ୍ତା ୨୪ରେ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଆସନ୍ତା ୨୪ ତାରିଖର ପୁରୀ ଆସିବା କାର୍ଯ୍ୟକ୍ରମ ରହିଛି। ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ ତମ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବାକୁ ସେ ସ୍ଵୀକୃତି ପ୍ରଦାନ କରିଛନ୍ତି।
Read More...

ଶ୍ରୀମନ୍ଦିରରେ ମିଳିବ ମାଗଣା ମହାପ୍ରସାଦ କୁଡୁଆ

ପୁରୀ: ଶ୍ରୀମନ୍ଦିର ମହାପ୍ରସାଦକୁ ନେଇ ବଡ ଘୋଷଣା କରିଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣା ମହାପ୍ରସାଦ କୁଡୁଆ ମିଳିବ । ଏନେଇ ରାଜ୍ୟ ସରକାର ଯୋଜନା କରୁଛନ୍ତି ବୋଲି କହିଛନ୍ତି ଆଇନ ମନ୍ତ୍ରୀ। ମନ୍ତ୍ରୀ ଆହୁରି କହିଛନ୍ତି ଯେ,
Read More...

ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକଙ୍କୁ ଗୁଳି କରି ହତ୍ୟା

ମହାରାଷ୍ଟ୍ର: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପିର ଅଜିତ ପାୱାର ଦଳର ସଦସ୍ୟ ବାବା ସିଦ୍ଦିକଙ୍କୁ ମୁମ୍ବାଇର ବାନ୍ଦ୍ରା ଠାରେ ଗୁଳିମାଡ ହୋଇଛି।ଶନିବାର ବିଳମ୍ବିତ ସନ୍ଧ୍ୟାରେ ସିଦ୍ଦିକିଙ୍କୁ ବାନ୍ଦ୍ରାରେ ଥିବା ପୁଅଙ୍କ ଅଫିସ ନିକଟରେ ଗୁଳି କରି ହତ୍ୟା କରାଯାଇଥିଲା। ଗୁଳିମାଡ ପରେ
Read More...

ଦିଲ୍ଲୀରେ ଓଡିଶା ଯୁବତୀଙ୍କୁ ବଳାତ୍କାର

ନୂଆଦିଲ୍ଲୀ: ଦକ୍ଷିଣ ପୂର୍ବ ଦିଲ୍ଲୀର ସାର କାଲେ ଖାନ ଫ୍ଲାଏ ଓଭର ନିକଟରେ ୩୪ ବର୍ଷ ବୟସ୍କା ଯୁବତୀଙ୍କୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି। ମହିଳା ଜଣକ ଓଡ଼ିଶାର ବାସିନ୍ଦା ହୋଇଥିବା ବେଳେ ତାଙ୍କୁ ବଳାତ୍କାର କରାଯାଇ ଏଠାରେ ଫିଙ୍ଗି ଦିଆଯାଇଥିବା ପୋଲିସ କହିଛି। ଦକ୍ଷିଣ ପୂର୍ବ
Read More...

ତାମିଲନାଡ଼ୁ ଟ୍ରେନ ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲା ଭାରତୀୟ ରେଳବାଇ

ତାମିଲନାଡ଼ୁ: ତାମିଲନାଡ଼ୁ ଟ୍ରେନ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛି ଭାରତୀୟ ରେଳବାଇ। ତାମିଲନାଡ଼ୁର ତିରୁବଲ୍ଲୁରରେ ମହୀଶୁର-ଦରଭଙ୍ଗା ବାଗମତୀ ସୁପରଫାଷ୍ଟ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହା ଟ୍ରାକରେ ଛିଡ଼ା ହୋଇଥିବା ଏକ ମାଲବାହୀ ଟ୍ରେନକୁ ଧକ୍କା ଦେବାରୁ ୧୨ଟି
Read More...

ମହାଷ୍ଟମୀ ଭୋଗ ଖାଇ ପ୍ରାୟ ୧୫୦ ଅସୁସ୍ଥ

ପୁରୀ: ଦୁର୍ଗା ପୂଜା ଉତ୍ସବରେ ଶନିବାର ଦିନ ପ୍ରସାଦ ସେବନ କରିବା ପରେ ପୁରୀରେ ଅତି କମରେ ୧୫୦ ଲୋକ ଅସୁସ୍ଥ ହୋଇପଡିଛନ୍ତି। ପୁରୀର ଗୋପ ବ୍ଲକର ଓଟଙ୍ଗା ଗ୍ରାମରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି। ଗତ ୧୦ ତାରିଖ ରାତିରେ ମା’ ତାରାଦେଇଙ୍କ ପାଖରେ ଗ୍ରାମବାସୀଙ୍କ ପକ୍ଷରୁ ମହାଷ୍ଟମୀ
Read More...

୧୭ରେ ଶପଥ ନେବେ ହରିୟାନାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

ହରିୟାଣା: ହରିୟାଣାର ନୂଆ ସରକାର ଆସନ୍ତା ୧୭ ତାରିଖରେ ଶପଥ ନେବେ। ହରିୟାନାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ନାୟବ ସିଂହ ସୋନୀ ଶପଥ ଗ୍ରହଣ କରିବେ ।ଉକ୍ତ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହେବେ। ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ପଞ୍ଚକୁଲାରେ ଅନୁଷ୍ଠିତ
Read More...