ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟଙ୍କ ନୋଟିସ୍

ସମ୍ବଲପୁର: ସମ୍ବଲପୁର ଲୋକସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସମ୍ବଲପୁର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟଙ୍କ ନୋଟିସ୍ l ସ୍ବାଧୀନ ପ୍ରାର୍ଥୀ ସୁବାସ ମହାପାତ୍ରଙ୍କ ଆବେଦନ ଆଧାରରେ ନୋଟିସ୍ ଜାରି କଲେ ହାଇକୋର୍ଟ l ଧର୍ମେନ୍ଦ୍ରଙ୍କ ନାଁରେ
Read More...

ଆସନ୍ତା ଆଠ ଦିନ ଯାଏଁ ଭଲ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମବଙ୍ଗ ଅଞ୍ଚଳ ରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି ଏହା ଧୀରେଧୀରେ ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଝାଡଖଣ୍ଡ ଆଡକୁ ଗତି କରିବ। ସେହିପରି ଆଉ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ଉତ୍ତର ବଙ୍ଗୋପସାଗର ଅଞ୍ଚଳ ରେ ଆସନ୍ତା ୨୪ ତାରିଖ ବେଳକୁ ସୃଷ୍ଟି ହେବ। ରାଜ୍ୟ ରେ ମୌସୁମୀ ବାୟୁ
Read More...

ନେପାଳରେ ନଦୀକୁ ବସ ଖସି ୧୪ ଭାରତୀୟ ମୃତ

ନେପାଳରେ ନଦୀକୁ ବସ ଖସି ୧୪ ଭାରତୀୟଙ୍କ ମୃତ୍ୟୁ ହୋଇଛି। ୪୦ଜଣ ଯାତ୍ରୀଙ୍କୁ ଧରି ପୋଖରାର କାଠମାଣ୍ଡୁକୁ ଯାଉଥିବା ବେଳେ ମାର୍ସିଆଙ୍ଗଡି ନଦୀରେ ବସ୍‌ଟି ଖସି ପଡିଛି । ଫଳରେ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ସମସ୍ତ ଯାତ୍ରୀ ଆହତ ହୋଇଛନ୍ତି । ଘଟଣା ସ୍ଥଳରେ ନେପାଳ ସେନା ଦ୍ୱାରା
Read More...

ଜାରି ରହିବ କାର୍ଯ୍ୟରତ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଯୋଜନା

ଭୁବନେଶ୍ୱର: ବିଧାନସଭାରେ ଗୁରୁବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ ସ୍ୱାସ୍ଥ୍ୟ ବୀମା ଯୋଜନା ଜାରି ରହିବ ବୋଲି ସ୍ପଷ୍ଟ କରିଛନ୍ତି ।ବିଧାନସଭାରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,
Read More...

ଜିଲ୍ଲା ପରିଷଦ ନିର୍ବାଚନରେ ବାଜି ମାରିଲା ବିଜେଡି

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷ ନିର୍ବାଚନରେ ବିଜେଡିର ବିଜୟ । ଜିଲ୍ଲା ପରିଷଦ ନିର୍ବାଚନରେ ବାଜି ମାରିଲା ବିଜେଡି । ବିଜେଡି ପ୍ରାର୍ଥୀ ଲିଲିତା ଦାସ ନିର୍ନ୍ଦ୍ୱନ୍ଦରେ କେନ୍ଦ୍ରାପଡା ଜିଲ୍ଲା ପରିଷଦ ଅଧ୍ୟକ୍ଷା ନିର୍ବାଚିତ ହୋଇଛନ୍ତି । ତାଙ୍କ ବିପକ୍ଷରେ ଅନ୍ୟ
Read More...

ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ: ଗଞ୍ଜାମ ସମ୍ବରଝୋଳ ଠାରେ ଆଜି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୪ ଜଣ ପ୍ରାଣ ହରାଇଛନ୍ତି। ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା
Read More...

ଓଡ଼ିଶାରେ ଅଛି ସୁନା ଖଣି : ଖଣି ମନ୍ତ୍ରୀ

ଭୁବନେଶ୍ୱର: ଆଜି ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନର ତୃତୀୟ ଦିନରେ ବି ଚାଲିପାରିଲାନି ଗୃହକାର୍ଯ୍ୟ । ପ୍ରଥମରୁ ମଦମୃତ୍ୟୁ ଓ ଇଡି ପ୍ରସଙ୍ଗକୁ ନେଇ ଗୃହରେ ହଙ୍ଗାମା କରିଥିଲେ କଂଗ୍ରେସ ବିଧାୟକ। ଗୃହ ମଝିକୁ ଆସି ହୋହାଲ୍ଲା କରିଥିଲେ ତାରା ବାହିନୀପତି ଓ ଅନ୍ୟ ବିଧାୟକ। ଏହାରି
Read More...

ସୋଆରେ ର‌୍ୟାଗିଙ୍ଗ ବିରୋଧ ସପ୍ତାହ ପାଳିତ

ଭୁବନେଶ୍ୱର, ୨୧/୦୮ : ର‌୍ୟାଗିଙ୍ଗ ବିରୋଧରେ ଫ୍ୟାକଲ୍ଟି, କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଅଗଷ୍ଟ ୧୪ ରୁ ୧୮ ତାରିଖ ମଧ୍ୟରେ ର‌୍ୟାଗିଙ୍ଗ ବିରୋଧ ସପ୍ତାହ ପାଳିତ ହୋଇଯାଇଛି ।ୟୁଜିସିର ନିୟମାବଳୀ ଅନୁଯାୟୀ ସୋଆର
Read More...

ସ୍ୱାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ବର: ରାଜ୍ୟ ସଭା ପାଇଁ ସ୍ୱାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କରିଛନ୍ତି ଜଗନ୍ନାଥ ପ୍ରଧାନ। ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀ ବିଜେପି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ବିଜେପି ସମର୍ଥକଙ୍କ ସହ ରାଜ୍ୟସଭା ପ୍ରାର୍ଥୀ ଭାବରେ ନାମାଙ୍କନ ଦାଖଲ କରିଛନ୍ତି । ଗତକାଲି ମମତା
Read More...

ଦୁଇ ଦିନିଆ ପୋଲାଣ୍ତ ଗସ୍ତରେ ମୋଦି

ନୂଆଦିଲ୍ଲୀ: ଓ୍ବାର୍ସକୁ ଦୁଇ ଦିନିଆ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦୁଇ ଦିନିଆ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ପୋଲାଣ୍ଡର ଓ୍ବାର୍ସରେ ପହଞ୍ଚିଛନ୍ତି। ପୋଲାଣ୍ଡ ପରେ ମୋଦୀ ମଧ୍ୟ ୟୁକ୍ରେନ ଗସ୍ତ କରିବେ। ଗତ ୪୫ ବର୍ଷ ମଧ୍ୟରେ ପୋଲାଣ୍ଡ
Read More...