ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ସୁରେଶ କଲମାଡିଙ୍କ ପରଲୋକ

ନ୍ୟୁଜ୍ ବ୍ୟୁରୋ: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସୁରେଶ କଲମାଡିଙ୍କର ଦେହାନ୍ତ ଘଟିଛି। ଆଜି ସକାଳେ ସେ ମହାରାଷ୍ଟ୍ରର ପୁଣେରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ। ମହାରାଷ୍ଟ୍ରର
Read More...

ପ୍ରଦୂଷଣ ପାଇଁ ଟ୍ୱିନ୍‌ ସିଟିରେ ଲାଗିଲା କଟକଣା

ଭୁବନେଶ୍ଵର: ପ୍ରଦୂଷଣ ପାଇଁ ଟ୍ୱିନ୍‌ ସିଟିରେ ଲାଗିଲା କଟକଣା। ବିଏମସିକୁ ଘାରିଲା ବାୟୁ ପ୍ରଦୂଷଣ ଚିନ୍ତା। ସନ୍ଧ୍ୟା ୬ଟାରୁ ସକାଳ ୧୦ଟା ପର୍ଯ୍ୟନ୍ତ ସମସ୍ତ ନିର୍ମାଣ ବନ୍ଦ। ବାହାରେ ଆଵର୍ଜନା କିମ୍ବା ଢ଼ାବାରେ କୋଇଲା ଜାଳିବା ମନା। ରାଜଧାନୀରେ ବାୟୁ ପ୍ରଦୂଷଣକୁ ହ୍ରାସ କରିବାକୁ ଏୟାର
Read More...

୪ ଓଡ଼ିଆଙ୍କୁ ମିଳିବ ସି ଭି ରମଣ ପୁରସ୍କାର

୨୦୨୬ ବର୍ଷ ପାଇଁ ସି ଭି ରମଣ ସମ୍ମାନ ଚୟନ ପରିଷଦ ପକ୍ଷରୁ ସି ଭି ରମଣ ପୁରସ୍କାର ଘୋଷଣା ହୋଇଛି । ତେବେ ୪ ଓଡ଼ିଆଙ୍କୁ ମିଳିବ ସି ଭି ରମଣ ପୁରସ୍କାର । ସେମାନଙ୍କ ମଧ୍ୟରୁ ପଦାର୍ଥ ବିଜ୍ଞାନ ର ଗବେଷଣା କ୍ଷେତ୍ରରେ ମୁମ୍ବାଇ ସ୍ଥିତ ଭାବା ଆଣବିକ ଗବେଷଣା କେନ୍ଦ୍ରର ପୂର୍ବତନ ବରିଷ୍ଠ
Read More...

ବିଦ୍ୟାଳୟ ପରିସରରେ ନିଆଁରେ ପୋଡି ୪ ଛାତ୍ର ଗୁରୁତର

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲକ ଅନ୍ତର୍ଗତ ପାଇକଡ଼ାକୁଲୁଗୁଡ଼ାସ୍ଥ ଉନ୍ନିତ ଉଚ୍ଚ ବିଦ୍ୟାଳୟ ପରିସରରେ ଅଘଟଣ। ବିଦ୍ୟାଳୟ ପରିସରରେ ପାଠପଢ଼ା ଚାଲିଥିଲା ବଳେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୪ ଜଣ ଛାତ୍ର ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା
Read More...

ଦିଲ୍ଲୀ ଦଙ୍ଗା ମାମଲା: ଉମର ଖାଲିଦ, ଶାରଜିଲ ଇମାମଙ୍କ ଜାମିନ ନାମଞ୍ଜୁର କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ; ଦିଲ୍ଲୀ ଦଙ୍ଗାରେ ଅଭିଯୁକ୍ତ ଉମର ଖାଲିଦ ଏବଂ ଶାର୍ଜିଲ ଇମାମଙ୍କ ଜାମିନ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଆଜି ୨୦୨୦ରେ ଘଟିଥିବା ଘଟଣାକୁ ନେଇ ସୁପ୍ରିମକୋର୍ଟ ଏହି ରାୟ ଶୁଣାଇଛନ୍ତି। ଅନ୍ୟପଟେ ଜେଲରେ ଥିବା ଅନ୍ୟ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ ୧୨ଟି ସର୍ତ୍ତ ସହିତ
Read More...

ଦେବ୍ରିଗଡ ଅଭୟାରଣ୍ୟକୁ ଆସିବେ ଆଉ ଦୁଇ ବାଘ: ମନ୍ତ୍ରୀ

ସମ୍ବଲପୁର: ଶିମିଳିପାଳ ପରେ ଏବେ ବରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ବ୍ୟାପିଥିବା ଦେବ୍ରିଗଡ ଅଭୟାରଣ୍ୟରେ ବୃଦ୍ଧି ହେବ ବାଘ ସଂଖ୍ୟା। ଅଭୟାରଣ୍ୟକୁ ଆସିବେ ୨ଟି ନୂଆ ବାଘ। ଏନେଇ ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଷରାମ ସିଂ ଖୁଣ୍ଟିଆ। ସେ କହିଛନ୍ତି ଯେ, ନ୍ୟାସନାଲ ଟାଇଗର
Read More...

ଆମ ବସରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର

ଭୁବନେଶ୍ବର: ଆମ ବସ୍ ଦୁର୍ଘଟଣା ପରେ ଆକ୍ସନ ମୋଡକୁ ଆସିଛି ପରିବହନ ବିଭାଗ। ସାରା ରାଜ୍ୟରେ ମୋ ବସ୍ ଡ୍ରାଇଭରଙ୍କୁ ଯାଞ୍ଚ କରାଯାଉଥିବା ବେଳେ ଆଜି ଆମ ବସ୍‌ରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର। ଆଜି ମୋ ବସରେ ଚଢି ଯାତ୍ରୀମାନଙ୍କ ସହ ଯାତ୍ରା କରି ପ୍ରତ୍ୟକ୍ଷ ଭାବେ ଆଲୋଚନା କଲେ
Read More...

ଲାଞ୍ଚ ନେଇ ଧରାପଡ଼ିଲେ ଜଳସେଚନ ବିଭାଗର ଦୁଇ ଅଧିକାରୀ

ମୟୂରଭଞ୍ଜ: ଲାଞ୍ଚ ନେଇ ଧରାପଡ଼ିଛନ୍ତି ମୟୂରଭଞ୍ଜ ଜିଲା ଉଦଳା ଉଠା ଜଳସେଚନ ବିଭାଗର ଦୁଇ ଅଧିକାରୀ। ମୟୂରଭଞ୍ଜ ଜିଲ୍ଲା ଉଦଳା ଉଠା ଜଳସେଚନ ବିଭାଗର ଦୁଇ ଅଧିକାରୀ ଶ୍ରୀ ହରେକୃଷ୍ଣ ସିଂହ ଏବଂ ଶ୍ରୀ ସୁବ୍ରତ ମହାନ୍ତିଙ୍କୁ ଧରିଛି ଭିଜିଲାନ୍ସ ଟିମ୍‌। ଠିକାଦାରଙ୍କ ଠାରୁ ତାଙ୍କର ବାକି ବିଲ୍‌
Read More...

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ବର: ଲୋକସେବା ଭବନ ସମ୍ମୁଖରେ ରିଲ୍ସ କରିବାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ ଆଜି କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ ଗୃହ ବିଭାଗ ଆଗକୁ ଗାଇଡ୍‌ ଲାଇନ୍‌ ଆଣିବ। ଲୋକସେବା ଭବନରେ ରିଲ୍ସ କରିବା ଠିକ୍ କଥା ନୁହେଁ, କାର୍ଯ୍ୟ
Read More...

ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ

୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀପୁରୀ: ପୁରୀ ବଡଦାଣ୍ଡ ବଳଗଣ୍ଡି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବୋଲେରୋ ସ୍କୁଟି ଧକ୍କାରେ ୫ବର୍ଷୀୟ ନାବାଳକର ମୃତ୍ୟୁ ହୋଇଛି। ଅନ୍ୟ ୨ଗୁରୁତର ପୁରୀ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଘଟଣା ସ୍ଥଳରେ ଉତ୍ତେଜନା ଦେଖିବାକୁ ମିଳିଛି।
Read More...