ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଆସିଲା ପୋଷ୍ଟମର୍ଟମ ରିପୋର୍ଟ
କଲିକତା: ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଡାକ୍ତରୀ ପିଜି ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ପୋଷ୍ଟମର୍ଟମ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ଯ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଟ୍ରେନି ମହିଳା ଡାକ୍ତରଙ୍କୁ ଅତି ନିର୍ମମ ଭାବେ ପିଟିବା ପରେ ତାଙ୍କ ସହ ଦୁଷ୍କର୍ମ କରାଯାଇଥିଲା।!-->…
Read More...
Read More...