ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

ମାଓବାଦୀଙ୍କ ବର୍ବରକାଣ୍ଡ, ପିଟି ପିଟି ମାରିଦେଲେ ଦଶମ ଶ୍ରେଣୀ ଛାତ୍ରଙ୍କୁ

ଛତିଶଗଡ଼: ଛତିଶଗଡ଼ରେ ପୁଣି ତେଜିଲେଣି ମାଓବାଦୀ। ନିର୍ମମ ଭାବେ ପିଟିପିଟି ନେଇଗଲେ ଜଣେ ୧୬ ବର୍ଷର ଛାତ୍ରର ଜୀବନ । ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ଛତିଶଗଡ଼ ସୁକମା ଜିଲ୍ଲାରେ। ତେବେ କିଛି ଦିନ ହେବ ଓଡିଶା ଓ ଛତିଶଗଡ ସୀମାରେ ମାଓ କାର୍ଯ୍ୟକଳାପ କିଛି ଟା ଥିମିଥିବା ଭିତରେ ପୁଣି
Read More...

ସ୍ୱାଧୀନତା ଦିବସରେ ହଜାରେ କୋଟିର ହକି ଷ୍ଟାଡିଅମ ନିର୍ମାଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଦେଶ ପାଳୁଛି ୭୮ତମ ସ୍ୱାଧୀନତା ଦିବସ। ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ ପରେ
Read More...

ଘରେ ନିଆଁ ଲାଗି ଭାଇଭଉଣୀଙ୍କର ଶୋଚନୀୟ ମୃତ୍ୟୁ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ବଳରାମପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟି ଭାଇଭଉଣୀଙ୍କର ଶୋଚନୀୟ ମୃତ୍ୟୁ ଘଟିଛି। ଘରେ ନିଆଁ ଲାଗି ଜୀବନ୍ତ ଜଳିଯାଇଛନ୍ତି ଭାଇଭଉଣୀ। ଏଥିରେ୧୧ ବର୍ଷୀୟା ଭଉଣୀ ଓ ୯ ବର୍ଷୀୟ ଭାଇର ମୃତ୍ୟୁ ହୋଇଛି। ଏହାଛଡ଼ା ଘରେ ଥିବା ବହୁତ ସାମଗ୍ରୀ
Read More...

ମହାତ୍ମା ଗାନ୍ଧୀ ମାର୍ଗରୁ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଜତୀୟ ପତାକା ଉତ୍ତୋଳନ କରିଛନ୍ତି । ମହାତ୍ମା ଗାନ୍ଧୀ ମାର୍ଗରୁ ସେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏଥିପାଇଁ ପୂର୍ବରୁ ପ୍ରସ୍ତୁତି ଶେଷ ହୋଇଥିଲା। ଚଳିତ ବର୍ଷ ୫୯ ଜଣ କଣ୍ଟିଜେଣ୍ଟ ରାଜ୍ୟସ୍ତରୀୟ ପରେଡ଼ରେ ଯୋଗ
Read More...

ମଉଳିଲା ଭିନେଶଙ୍କ ମେଡାଲ ଆଶା

ନ୍ୟୁଜ୍ ବ୍ୟୁରୋ: ମଉଳିଲା ମେଡାଲ ଆଶା। ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ ଫାଇନାଲରୁ ଅଯୋଗ୍ୟ ଘୋଷଣା ପରେ ଭାରତୀୟ କୁସ୍ତିଯୋଦ୍ଧା ଭିନେଶ ଫୋଗଟ ରୌପ୍ୟ ପଦକ ପାଇଁ ଶୁଣାଣି ହେବାର ଥିଲା। ଅଧୁରା ରହିଲା ବିନେଶ ଫୋଗଟଙ୍କ ରୌପ୍ୟ ପଦକ ସ୍ବପ୍ନ। ଶେଷ ପ୍ରୟାସ ଓ ଆଶା ମଧ୍ୟ ବ୍ୟର୍ଥ ଯାଇଛି। ଭାରତୀୟ
Read More...

ଶ୍ରୀମନ୍ଦିରରେ ଲାଗିବ ଏଆଇ କ୍ୟାମେରା

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ପ୍ରସଙ୍ଗ । ଉନ୍ନତ ଜ୍ଞାନ କୌଶଳ ପ୍ରୟୋଗ କରାଯାଇ ଭିଡ଼ ନିୟନ୍ତ୍ରଣ କରାଯିବା ସହିତ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ ଏଆଇ କ୍ୟାମେରା
Read More...

ସ୍ୱାଧୀନତା ଦିବସ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ରାତି ପାହିଲେ ସାରା ଦେଶ ପାଳିବ ୭୮ତମ ସ୍ବାଧୀନତା ଦିବସ। ସ୍ବାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ବୁଧବାର ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ତାଙ୍କ ଅଭିଭାଷଣରେ କହିଛନ୍ତି। ସେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ସମ୍ବୋଧିତ କରି କହିଛନ୍ତି
Read More...

ଗଞ୍ଜେଇ ମାଫିଆଙ୍କ ସହ ଡିଲ୍‌ କରି ୯ ପୋଲିସ୍‌ କର୍ମଚାରୀ ନିଲମ୍ବିତ

ଲମତାପୁଟ: ଗଞ୍ଜେଇ ମାଫିଆଙ୍କୁ ଛାଡ଼ିବା ଓ ସେମାନଙ୍କ ସହ ଡିଲ୍‌ କରିବା ପଡ଼ିଲା ମହଙ୍ଗା। ୧୧ ପୋଲିସ୍‌ କର୍ମଚାରୀଙ୍କୁ ନିଲମ଼୍ବନ ଆଦେଶ ଦେଇଛନ୍ତି ଏସ୍‌ପି । ଏହି କର୍ମଚାରୀ ଗଞ୍ଜେଇ ମାଫିଆଙ୍କୁ ପିଛା କରି ସେମାନଙ୍କ ସହ ଡିଲ କରିଥିବା ଅଭିଯୋଗ ହୋଇଥିଲା । ନିଲମ୍ବିତ ପୋଲିସ କର୍ମଚାରୀଙ୍କ
Read More...

ଅରବିନ୍ଦ କେଜରିୱାଲଙ୍କ ଅନ୍ତରୀଣ ଜାମିନ ଖାରଜ

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଅନ୍ତରୀଣ ଜାମିନକୁ ଅଗ୍ରାହ୍ୟ କରିଛନ୍ତି ସୁପ୍ରିମକୋର୍ଟ। ଏହି ମାମଲାରେ ସୁପ୍ରିମକୋର୍ଟ ସିବିଆଇର ଉତ୍ତର ଚାହିଁବା ସହ ମାମଲାର ଶୁଣାଣିକୁ ଆସନ୍ତା ଅଗଷ୍ଟ ୨୩ ଯାଏ ସ୍ଥଗିତ ରଖିଛନ୍ତି।
Read More...

ଓଡ଼ିଶାର ୧୩ ଜଣଙ୍କୁ ପୋଲିସ ମେଡାଲ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସାହସିକତା ଓ ସେବା ମେଡାଲ ଘୋଷଣା କରାଯାଇଛି। ଓଡ଼ିଶାର ୧୩ ଜଣଙ୍କୁ ମିଳିବ ପୋଲିସ ମେଡାଲ। ଉଲ୍ଲେଖନୀୟ ସେବା ପାଇଁ ୨ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପୋଲିସ ପଦକ। ଏଡିଜି ସୁରେଶ ଦେବ ଦତ୍ତ ସିଂହ, ଡିଏସପି ସଚିଦାନନ୍ଦ ରଥଙ୍କୁ ମିଳିବ ମେଡାଲ।
Read More...