ପ୍ରମୁଖ ଖବର

ତୃତୀୟ ଥର ପାଇଁ ଟାଟା ଚେୟାରମ୍ୟାନ ହେଲେ ଏନ.ଚନ୍ଦ୍ରଶେଖରନ୍‌
ଭାରତୀୟ ବାୟୁସେନାକୁ ତେଜସ୍‌ ଓ ଏଚ୍‌ଟିଟି-୪୦ ହସ୍ତାନ୍ତର କରିବ ଏଚ୍‌ଏଏଲ୍‌
ଦକ୍ଷତା ବିକାଶରେ ଓଡ଼ିଶା ମଡେଲକୁ ନୀତି ଆୟୋଗର ସ୍ୱୀକୃତି
ଭୁବନେଶ୍ୱର ଡିସିପି ପଦରୁ ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ
ଗ୍ଲୋବାଲ ସେମିକଣ୍ଡକ୍ଟର ହବ୍‌ ଦିଗରେ ଭାରତ, ‘ସେମିକନ୍ ଇଣ୍ଡିଆ ୨୦୨୬’ ଉଦ୍‌ଘାଟନ କଲେ ମୋଦି

ବିଧାନସଭାରେ ବାଚସ୍ପତିଙ୍କ ଉପରକୁ ପେପର ଫୋପାଡ଼ିଲେ ତାରା

ଭୁବନେଶ୍ବର: ସପ୍ତଦଶ ବିଧାନସଭା ଅଧିବେଶନର ଷଷ୍ଠ ଦିନରେ ହୋହଲ୍ଲାରେ କମ୍ପିଲା ଗୃହ। ଶାଳୀନତାର ସୀମା ଟପିଲେ କଂଗ୍ରେସ ବିଧାୟକ ତାରା ବାହିନୀପତି। ବାଚସ୍ପତି ସୁରମା ପାଢୀଙ୍କ ଉପରକୁ ପେପର ଫୋପାଡ଼ିଲେ ତାରା। ମୁଖ୍ୟମନ୍ତ୍ରୀଙ୍କ ଉପରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବକୁ ଆଲୋଚନା କରାଯାଉ ଦାବି
Read More...

ହୀରାକୁଦ ନିଷିଦ୍ଧାଞ୍ଚଳରେ ଉଡ଼ିଲା ଡ୍ରୋନ୍

ହୀରାକୁଦ: ହୀରାକୁଦ ଗେଟ୍ ଖୋଲାଯିବା ସମୟରେ ଡ୍ରୋନ ଉଡ଼ାଇ ଭିଡିଓ ରେକର୍ଡ କଲେ ବ୍ଲଗର। ସୋସିଆଲ ମିଡିଆରେ ଭାଇରାଲ ହେଲା ଅପରେସନ ଗ୍ୟାଲେରୀର ଭିଡିଓ। ମିଷ୍ଟର ଓଡିଆ ବ୍ଲଗର ନାମକ ଏକ ଆକାଉଣ୍ଟରେ ନିଷିଦ୍ଧାଞ୍ଚଳରେ ଡ୍ରୋନ ଉଡ଼ାଇ ଏହାର ଭିଜୁଆଲ ପୋଷ୍ଟ ହୋଇଛି। ଡ୍ୟାମ, ସ୍ପିଲ ଓ୍ବେ ଉପରେ
Read More...

ରାଜଧାନୀରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଟପିଲା

ଭୁବନେଶ୍ବର: ବାରମ୍ବାର ସଚେତନ କରିବା ସତ୍ତ୍ୱେ ବି ରାଜଧାନୀରେ ଉପରମୁହାଁ ହେଲାଣି ଡେଙ୍ଗୁ ସଂକ୍ରମଣ। ବର୍ଷା ଦିନ କାରଣରୁ ମଶାମାନଙ୍କର ଉପଦ୍ରବ ବଢିବାରୁ ରାଜଧାନୀରେ ବଢ଼ିବାରେ ଲାଗିଛି ସଂକ୍ରମଣଙ୍କ ସଂଖ୍ୟା। ଏହାର ପ୍ରଭାବରେ ଏବେ ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ସଂକ୍ରମଣ ୨୦୦ ପାର୍
Read More...

ହେମନ୍ତ ସୋରେନଙ୍କୁ ମିଳିଲା ଆଶ୍ୱସ୍ତି

ଝାଡ଼ଖଣ୍ଡ: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ହେମନ୍ତ ସୋରେନଙ୍କ ଜାମିନ ଆଦେଶରେ ହସ୍ତକ୍ଷେପ କରିବାକୁ ମନା କରି ସୁପ୍ରିମକୋର୍ଟ ଇଡିଙ୍କ ଆବେଦନ ଶୁଣିବାକୁ ମନା କରି ଦେଇଛନ୍ତି। ହାଇକୋର୍ଟଙ୍କ ଦ୍ୱାରା ହେମନ୍ତ ସୋରେନଙ୍କୁ
Read More...

ରାଜଧାନୀରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ

ଭୁବନେଶ୍ବର: ରାଜଧାନୀରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ। ମଞ୍ଚେଶ୍ବର ଷ୍ଟେସନ ୟାର୍ଡରେ ଗତକାଲି ମଧ୍ୟରାତ୍ରିରେ ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ରାତି ପ୍ରାୟ ୧ଟା ୩୫ ମିନିଟରେ ଏହି ଅଘଟଣ ଘଟିଥିବା ରେଲବାଇ ପକ୍ଷରୁ ସୂଚନା ଦିଆଯାଇଛି। ରେଳଧାରଣାରୁ ୮ ବଗି ଖସିପଡ଼ିଛି। ଫଳରେ
Read More...

ମାଲକାନଗିରିରେ କାୟା ବିସ୍ତାର କରୁଛି ଡାଇରିଆ

ମାଲକାନଗିରି: ମାଲକାନଗିରିରେ ଡାଇରିଆ ଆତଙ୍କ ଦିନକୁ ଦିନ ବଢିବାରେ ଲାଗିଛି। ଡାଇରିଆ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢ଼ାଇ ଦେଇଛି। ଗତ ସପ୍ତାହରେ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୫୦ରୁ ଅଧିକ ଡାଇରିଆ ରୋଗୀ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି।
Read More...

କୋଚିଂ ସେଣ୍ଟରରେ ସ୍ଵେରେଜ ପାଣି ପଶିଯିବାରୁ ୩ ଛାତ୍ର ମୃତ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଘଟିଛି ଏକ ହୃଦୟ ବିଦାରକ ଘଟଣା। ଦିଲ୍ଲୀର ଏକ କୋଚିଂ ସେଣ୍ଟରର ବେସମେଣ୍ଟରେ ସ୍ଵେରେଜ ପାଣି ପଶିଯିବାରୁ ୩ ଛାତ୍ରଙ୍କର ମୃତ୍ୟୁ ହୋଇଥିବା ବେଳେ କିଛି ଛାତ୍ର ଭାସିଯାଇଛନ୍ତି। ଘଟଣାସ୍ଥଳରେ ଏନଡିଆରଏଫ ଟିମ୍ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଅନ୍ୟ ନିଖୋଜ
Read More...

ପାଣି ଉଠାଇବା ବେଳେ ବୁଡ଼ିଗଲେ ଦୁଇ କାଉଡ଼ିଆ

କଟକ: କଟକ ଗଡଗଡିଆ ଘାଟରେ ଘଟିଛି ଏକ ଅଘଟଣ। କାଲି ଶ୍ରାବଣ ମାସର ଦ୍ୱିତୀୟ ସୋମବାର। ଏନେଇ ରବିବାର ନଦୀ, ପୋଖରୀ ଘାଟରୁ ପାଣି ଉଠାଇ ମହାଦେବଙ୍କ ନିକଟରେ ଜଳ ଲାଗି କରିବାକୁ ସବୁଠି କାଉଡିଆଙ୍କ ଭିଡ଼ ଜମିଛି। ଏଭଳି ସ୍ଥିତିରେ କଟକ ଗଡ଼ଗଡ଼ିଆ ଘାଟରେ ମଧ୍ୟ କାଉଡିଆଙ୍କ ଭିଡ଼ ଲାଗିଛି।
Read More...

ଓଡ଼ିଆ ଭାଷାର ବ୍ୟବହାର ନେଇ କାଲି ରିପୋର୍ଟ ଦେବେ ସଚିବ

ଭୁବନେଶ୍ବର: ଓଡିଆ ଅସ୍ମିତାକୁ ଅସ୍ତ୍ର କରି ଏଥର ଶାସନ ଗାଦି ହାତେଇଛି ବିଜେପି ସରକାର। ସେଥିପାଇଁ ସବୁ କ୍ଷେତ୍ରରେ ଓଡିଆ ଅସ୍ମିତାକୁ ପ୍ରଧାନ୍ୟ ଦେଉଛନ୍ତି ମୋହନ ସରକାର। କ୍ଷମତାକୁ ଆସିବା ପରେ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟର ନଥିପତ୍ର ଓଡିଆରେ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଜାରି
Read More...

ଅର୍ଥ ବିଭାଗର ପ୍ରମୁଖ ସଚିବ ହେଲେ ଶାଶ୍ୱତ ମିଶ୍ର

ଭୁବନେଶ୍ବର: ଆଇଏଏସ୍‌ ଅଫିସର ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ। ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ତାଙ୍କୁ ନିଯୁକ୍ତି ମିଳିଛି। ଏହାଛଡ଼ା ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ ଭାବେ ମଧ୍ୟ ତାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି। ସେହିଭଳି ଆଇଏଏସ୍‌ ଅଫିସର ଏନ୍‌.ବି.ଏସ୍‌. ରାଜପୁତଙ୍କୁ ଶାଶ୍ୱତଙ୍କ
Read More...