ପ୍ରମୁଖ ଖବର

‘ପୁଷ୍ପା ୨’ ଦଳାଚକଟା ଘଟଣାରେ ମୃତ ମହିଳାଙ୍କ ପରିବାରକୁ ୨ କୋଟି ଦେବେ ଅଲ୍ଲୁ ଅର୍ଜୁନ
ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ପୂର୍ବତନ ରାଜ୍ୟପାଳ ରଘୁବର ଦାସ
କଳାହାଣ୍ଡି ବିଶ୍ୱବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ
ପତଞ୍ଜଳି ବିରୋଧରେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେଲା ଡାବର କମ୍ପାନି
କାଜାଖସ୍ତାନରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ୨ମୃତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଚାଉଁରିଆଗୁଡ଼ା ନିକଟ ଗ୍ଲେଜ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍କୁଟି ଏବଂ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଶନିବାର ବିଳମ୍ବିତ ରାତିରେ ନବରଙ୍ଗପୁର ସହର ନିକଟସ୍ଥ ଗ୍ଲେଜ ନିକଟରେ ଦୁଇ ବାଇକ୍‌ଆରୋହୀ ମୁହାଁମୁହିଁ ଧକ୍କା ହେବା
Read More...

ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର: ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କର ରବିବାର ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। ରବିବାର ସେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପରିବାର ଲୋକେ କ୍ୟାପିଟାଲ ହସ୍ପିଟାଲକୁ ଆଣିଥିଲେ। କିନ୍ତୁ ହସ୍ପିଟାଲରେ
Read More...

ପୂର୍ବତନ କ୍ରିକେଟର୍‌ ରବିନ ଉଥପ୍ପାଙ୍କ ନାଁରେ ଆରେଷ୍ଟ ୱାରେଣ୍ଟ ଜାରି

ନ୍ୟୁଜ୍ ବ୍ୟୁରୋ: ଅଡୁଆରେ ଟିମ୍‌ ଇଣ୍ଡିଆରେ ପୂର୍ବତନ କ୍ରିକେଟର୍‌ ରବିନ୍‌ ଉଥାପ୍ପା। ଭାରତୀୟ କ୍ରିକେଟ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ ରବିନ ଉଥପ୍ପାଙ୍କ ବିରୋଧରେ ଗିରଫ ପରୱାନା ଜାରି କରାଯାଇଛି। ଉଥପ୍ପାଙ୍କ ଉପରେ ଇପିଏଫଓ ଟଙ୍କା ଘୋଟାଲା କରିଥିବା ଅଭିଯୋଗ ହୋଇଛି। ପୂର୍ବତନ ଭାରତୀୟ
Read More...

ଘାଟିରେ ଓଲଟିଲା ମିନି ଟ୍ରକ୍ : ୪ ମୃତ,୩୫ ଆହତ

ମାଲକାନଗିରି: ଭାରସାମ୍ୟ ହରାଇ ଓଲଟିଲା ମିନି ଟ୍ରକ। ମାଲକାନଗିରି ଛତିଶଗଡ ସୀମାନ୍ତ ସୁକମା ଜିଲ୍ଲାର ଦରଭା ଘାଟିରେ ଓଲଟିଲା ମିନି ଟ୍ରକ୍। ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୫ ଜଣ ଆହତ ହୋଇଛନ୍ତି। ଗୁରୁତର ଆହତ ମାନଙ୍କୁ ଜଗଦଲପୁର ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି।
Read More...

ଜନ୍ମ ମାଟିରେ ଶହୀଦ ଯବାନଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି

ବୈପାରିଗୁଡ଼ା: ଓଡ଼ିଆ ଶହୀଦ ଯବାନ ଈଶ୍ୱରଙ୍କ ମରଶରୀର ଶନିବାର ନିଜ ଜନ୍ମମାଟିରେ ପହଞ୍ଚିଛି। ଜନ୍ମ ମାଟିରେ ଶହୀଦ ଯବାନଙ୍କୁ ଦିଆଯାଇଛି ଶେଷ ଶ୍ରଦ୍ଧାଞ୍ଜଳି। ଜନସମୁଦ୍ର ପାଲଟିଥିଲା ଗାଁ ଶ୍ମଶାନ। ସମସ୍ତଙ୍କ ହାତରେ ଥିଲା ଜାତୀୟ ପତକା। ସମସ୍ତଙ୍କ ମୁହଁରେ ଶହୀଦ ଯବାନ ଅମର ରହେ, ଈଶ୍ୱର ଭାଇ
Read More...

୩ ମାସରେ ନୁହେଁ, ଏବେ ପ୍ରତି ମାସରେ ମିଳିବ ରାସନ

ଭୁବନେଶ୍ବର: ନୂଆ ବର୍ଷରୁ ନୂଆ ନିୟମ ଲାଗୁକରିବେ ଯୋଗାଣ ମନ୍ତ୍ରୀ। ଆଉ ୩ ମାସରେ ଥରେ ନୁହେଁ, ପ୍ରତି ମାସରେ ହିତାଧିକାରୀଙ୍କୁ ମିଳିବ ରାସନ । ଏନେଇ ଶନିବାର ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ତେବେ ନୂଆ ବର୍ଷରୁ ଏହି ନୂଆ ନିୟମ ଲାଗୁ ହେବ। ପୂର୍ବରୁ ଏକାସାଙ୍ଗରେ
Read More...

୨୮ରେ ସମ୍ବଲପୁର ଆସିବେ ଶାହ

ସମ୍ବଲପୁର: ଓଡ଼ିଶା ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଆସନ୍ତା ୨୮ରେ ସେ ସମ୍ବଲପୁର ଗସ୍ତ କରିବେ। ଏନେଇ ଶନିବାର ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ସୂଚନା ଦେଇଛନ୍ତି।ଶାହା ତାଙ୍କ ଗସ୍ତ କାଳରେ ମା’ ସମଲେଶ୍ୱରୀଙ୍କ ଦର୍ଶନ କରିବେ। ଏହାପରେ ୩/୪ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିବେ
Read More...

ପଞ୍ଜାବରେ ୬ ମହଲା କୋଠା ଭୁଶୁଡି ୪ ମୃତ

ପଞ୍ଜାବ: ପଞ୍ଜାବର ମୋହାଲିରେ ଘଟିଛି ଏକ ବଡଧରଣର ଅଘଟଣ। ଏକ ୬ ମହଲା କୋଠା ଭୁଶୁଡି ପଡିଛି, ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଏହା ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। କୋଠାର ତଳ ମହଲାରେ ଏକ ଜିମ୍‌ ସେଣ୍ଟର ଥିଲା। ଏହାତଳୁ ୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି।
Read More...

ପୋଲ ତଳକୁ ଖସି ପଡ଼ିଲା ଯାତ୍ରୀବାହୀ ବସ୍‌

ପଟ୍ଟାମୁଣ୍ଡାଇ: ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଲା ଯାତ୍ରୀବାହୀ ବସ୍‌। ଏହି ଦୁର୍ଘଟଣାରେ ୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ପଟ୍ଟାମୁଣ୍ଡାଇ ବ୍ଲକ୍ ଅନ୍ତର୍ଗତ ବଡପଡ଼ାଠାରେ ଏହି ଘଟଣା ଘଟିଛି। ଆଜି କଟକରୁ କେନ୍ଦ୍ରାପଡ଼ାର ଜମ୍ବୁ ଯାଉଥିବା ଯାତ୍ରୀବାହୀ ବସ୍‌ ‘ଉମାଶଙ୍କର’
Read More...

ଭଦ୍ରକରେ ହେବ ବୟନ ପାର୍କ : ମୁଖ୍ୟମନ୍ତ୍ରୀ

ଭଦ୍ରକ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ଭଦ୍ରକରେ ବୟନ ପାର୍କ ପାଇଁ ୪୩୮୨ କୋଟି ଟଙ୍କା ମଞ୍ଜୁର କରିଥିବା ନେଇ ସୂଚନା ଦେଇଛନ୍ତି। ଆଇଓସିଏ୍‌ଲ ଏନେଇ ଅର୍ଥ ମଞ୍ଜୁର କରିଥିବା ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ
Read More...