ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ଚଳିତ ମାସରେ ରାସନ କାର୍ଡଧାରୀଙ୍କୁ ମିଳିବ ଗହମ

ଭୁବନେଶ୍ବର: ଓଡ଼ିଶାର ରାସନ କାର୍ଡଧାରୀଙ୍କ ପାଇଁ ଏକ ଖୁସି ଖବର। ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି ଯେ ଚଳିତ ମାସରେ ରାସନ କାର୍ଡଧାରୀ ଖାଉଟିଙ୍କୁ ଗହମ ଯୋଗାଇ ଦିଆଯିବ। ରାଜ୍ୟରେ ଉପଲବ୍ଧ ଗହମ ତୁରନ୍ତ ଖାଉଟିଙ୍କୁ ବଣ୍ଟନ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ
Read More...

ଆଇଏଏସ ମନୋଜ କୁମାର ମହାନ୍ତି ଓପିଏସସି ସଦସ୍ୟ ନିଯୁକ୍ତ

ଭୁବନେଶ୍ବର: ଓଡ଼ିଶା ସରକାର ଗୁରୁବାର ଦିନ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)ର ସଦସ୍ୟ ଭାବରେ ଆଇଏଏସ ଅଧିକାରୀ (ଅବସରପ୍ରାପ୍ତ) ମନୋଜ କୁମାର ମହାନ୍ତିଙ୍କୁ ନିଯୁକ୍ତ କରିଛନ୍ତି। ମନୋଜଙ୍କୁ ୬ବର୍ଷ ପାଇଁ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗ ଦ୍ୱାରା ଜାରି
Read More...

ରାଜଧାନୀରୁ ୨୫ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ; ୫ ଗିରଫ

ଭୁବନେଶ୍ବର: ରାଜଧାନୀରୁ ୨୫ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ। ମୈତ୍ରୀବିହାର ଥାନା ଅଞ୍ଚଳରେ କାରବାର ବେଳେ ଧରିଛି ପୋଲିସ। ୨୫୪ ଗ୍ରାମ୍‌ ବ୍ରାଉନ୍‌ସୁଗାର ସହ ତିନୋଟି ବାଇକ୍‌ ଓ ୩ ହଜାର ଟଙ୍କା ଜବତ କରିଛି ପୋଲିସ। ପୋଲିସ ଅତର୍କିତ ଚଢ଼ଉ କରି ୨୫୪ ଗ୍ରାମ ବ୍ରାଉନସୁଗାର ଜବତ କରିଛି।
Read More...

ମେଘନାଦ ପାଚେରୀ ଡେଇଁ ଶ୍ରୀମନ୍ଦିରକୁ ପଶିଲେ ୪ ଯୁବକ

ପୁରୀ: ମେଘନାଦ ପାଚେରି ଡେଇଁ ଶ୍ରୀମନ୍ଦିରରେ ପଶିଲେ ୪ ଜଣ ଯୁବକ। ଦକ୍ଷିଣ ଦ୍ୱାର ମେଘନାଦ ପାଚେରି ଉପରେ ଚଢି ଭିତରକୁ ଗଲେ ଏହି ଯୁବକ ମାନେ। ଶ୍ରୀମନ୍ଦିର ବାହାରେ ଓ ଭିତରେ ମାଳମାଳ ସୁରକ୍ଷାକର୍ମୀ ନିଯୁକ୍ତ ହେବା ସତ୍ତ୍ବେ ସବୁ ସୁରକ୍ଷାକୁ ଭେଦ କରି କିପରି ମେଘନାଦ ପାଚେରୀ ଉପରେ ଚଢି
Read More...

ଜଗା ପ୍ରଧାନଙ୍କୁ ମିଳିଲା ଜାମିନ

ଭୁବନେଶ୍ବର: ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ। ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍ କୋର୍ଟ ଜଗନ୍ନାଥ ପ୍ରଧାନଙ୍କ ଆବେଦନର ଶୁଣାଣି କରି ଜାମିନ ପ୍ରଦାନ କରିଛନ୍ତି। ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ମୁଚାଲିକାରେ ଜାମିନ। ନିକଟରେ ବିଏମସି ଅଧିକାରୀଙ୍କୁ ମାଡ଼ ଘଟଣାରେ ଜଗନ୍ନାଥ
Read More...

ଆଗାମୀ ସୁନାବେଶରେ ଲାଗିବ ନୂଆ ଅଳଙ୍କାର: ଆଇନ ମନ୍ତ୍ରୀ

ପୁରୀ: ଆଗାମୀ ଦିନରେ ମହାପ୍ରଭୁଙ୍କ ସୁନାବେଶରେ ଲାଗିବ ନୂଆ ଅଳଙ୍କାର। ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ରତ୍ନଭଣ୍ଡାରର କୌଣସି ଅଳଙ୍କାର ଏଥିରେ ବ୍ୟବହାର ହେବନି। ନୂଆ ଅଳଙ୍କାର ନେଇ ସରକାର ବ୍ୟବସ୍ଥା କରିବେ ଏବଂ ଭକ୍ତଙ୍କୁ ସ୍ବର୍ଣ୍ଣ ଦାନ ପାଇଁ ଅନୁରୋଧ କରାଯିବ ବୋଲି
Read More...

ମେଡିକାଲ କଲେଜ ଏବଂ ହସ୍ପିଟାଲରେ ନିଯୁକ୍ତି ହେଲେ ୯ ବରିଷ୍ଠ ଡାକ୍ତର

ଭୁବନେଶ୍ବର: ଓଡ଼ିଶା ସରକାର ନଅ ଜଣ ବରିଷ୍ଠ ଡାକ୍ତରଙ୍କ ନିଯୁକ୍ତି ଏବଂ ବଦଳି ସହିତ ମେଡିକାଲ କଲେଜ ଏବଂ ହସ୍ପିଟାଲ (ଏମସିଏଚ)ରେ ଏକ ଅଦଳବଦଳ କରିଛନ୍ତି। ବ୍ରହ୍ମପୁରର MKCG ଏମସିଏଚର ଅଧୀକ୍ଷକ ସୁଚିତ୍ରା ଦାସଙ୍କୁ ସେହି ପ୍ରତିଷ୍ଠାନର ଡିନ୍ ଏବଂ ପ୍ରିନ୍ସିପାଲ ଭାବେ ନିଯୁକ୍ତ କରାଯାଇଛି।
Read More...

ସ୍କୁଲ ବସକୁ ଧକ୍କା ଦେଲା ଟ୍ରେନ, ୩ ଛାତ୍ର ମୃତ

ତାମିଲନାଡୁ: ତାମିଲନାଡୁର କୁଡ୍ଡାଲୋର ଜିଲ୍ଲାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଫାଟକ ପାର୍‌ ହେଉଥିବା ବେଳେ ଏକ ପାସେଞ୍ଜର ଟ୍ରେନ୍‌କୁ ସ୍କୁଲ ଭ୍ୟାନ୍‌ ଧକ୍କା ଦେଇଛି। ଫଳରେ ଭ୍ୟାନରେ ଥିବା ୩ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଛାତ୍ର ଗୁରୁତର ଥିବା ଜଣାପଡିଛି।କୁଡ୍ଡାଲୋର ଏବଂ
Read More...

କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ପିତା ଦାଉଲାଲ ବୈଷ୍ଣବଙ୍କ ପରଲୋକ

ନୂଆଦିଲ୍ଲୀ: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ପିତା ଦାଉଲାଲ ବୈଷ୍ଣବଙ୍କ ପରଲୋକ ଘଟିଛି। ଦୀର୍ଘ ଦିନ ଧରି ଶ୍ୱାସକ୍ରିୟାରେ ସମସ୍ୟା ହେତୁ ତାଙ୍କୁ ଯୋଧପୁର ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗତ କିଛି ଦିନ ଧରି ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ
Read More...

ରାଜ୍ୟ ସଭାପତି ଭାବେ ମନମୋହନଙ୍କ ନାଁରେ ବାଜିଲା ମୋହର

ଭୁବନେଶ୍ବର: ବରିଷ୍ଠ ଭାଜପା ନେତା ମନମୋହନ ସାମଲ ପୁଣି ଥରେ ଓଡ଼ିଶା ଭାଜପାର ରାଜ୍ୟ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସର୍ବସହମତିରେ ତାଙ୍କୁ ଚତୁର୍ଥ ଥର ପାଇଁ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ ନିର୍ବାଚିତ କରାଯାଇଛି। ଏନେଇ ଆଜି ବିଧିବଦ୍ଧ ଭାବେ ଘୋଷଣା
Read More...