ପ୍ରମୁଖ ଖବର

କୋଇଲା କ୍ଷେତ୍ରରେ AI ବ୍ୟବହାରକୁ ଗୁରୁତ୍ୱ, ଏମସିଏଲ ସହ ଆଇଆଇଏମ ସମ୍ବଲପୁରର ଚୁକ୍ତି
ସୋମନାଥରେ ୭୫ ବର୍ଷ ପୂର୍ତ୍ତି ଉତ୍ସବ: ସାମିଲ ହେବେ ପ୍ରଧାନମନ୍ତ୍ରୀ
ଫ୍ୟାଶନ ଜଗତରୁ ଶାସନ ସତ୍ତା ପର୍ଯ୍ୟନ୍ତ; ବଙ୍ଗର ପ୍ରଥମ ମହିଳା ଉପ-ମୁଖ୍ୟମନ୍ତ୍ରୀ ଅଗ୍ନିମିତ୍ରା
ତାମିଲନାଡ଼ୁରେ ସରକାର ଗଢ଼ିବ ଟିଭିକେ, ରାଜ୍ୟପାଳଙ୍କ ନିକଟରେ ଦାବି ପେଶ କଲେ ବିଜୟ
ସୁଦୃଢ଼ ହେବ ଓଡ଼ିଶା-ବଙ୍ଗ ସମ୍ପର୍କ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଦିଦିଙ୍କ ଦୁର୍ଗ ଭାଙ୍ଗିଲା: ଅମିତ ଶାହ

ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ

ମୟୁରଭଞ୍ଜ: ଆସନ୍ତା ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ। ଆଗାମୀ ସେପ୍ଟେମ୍ବର ୩୦ତାରିଖ ପର୍ଯ୍ୟନ୍ତ ବନ୍ଦ ନେଇ ବନବିଭାଗ ପକ୍ଷରୁ ନୋଟିସ୍ ଜାରି କରାଯାଇଛି। ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ବନ୍ଦ ହେବ ବୋଲି ବନବିଭାଗ ପକ୍ଷରୁ
Read More...

ଅପରିବର୍ତ୍ତିତ ରହିଲା ରେପୋରେଟ୍

ନୂଆଦିଲ୍ଲୀ; ରିଜର୍ଭ ବ୍ୟାଙ୍କ ପକ୍ଷରୁ ମୁଦ୍ରାନୀତି ଘୋଷଣା ହୋଇଛି। ୬. ୫ ପ୍ରତିଶତରେ ସ୍ଥିର ରହିଲା ରେପୋ ରେଟ୍। ଲଗାତାର ଅଷ୍ଟମଥର ଲାଗି ରେପୋ ରେଟ୍ ଅପରିବର୍ତ୍ତିତ ରଖିଛନ୍ତି ରିଜର୍ଭ ବ୍ଯାଙ୍କ। ଆରବିଆଇର ଏମପିସି ବୈଠକ ପରେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏହି ଘୋଷଣା କରିଛନ୍ତି।
Read More...

ଆଜିଠୁ ଯୁକ୍ତ ଦୁଇରେ ନାମ ଲେଖା ଆବେଦନ ଆରମ୍ଭ

ଭୁବନେଶ୍ବର: ଯୁକ୍ତ ଦୁଇରେ ନାମଲେଖା ପାଇଁ ଆବେଦନ ଆଜିଠୁ ଆରମ୍ଭ ହେଉଛି। ଛାତ୍ରଛାତ୍ରୀମାନେ ଅନଲାଇନରେ ଆବେଦନ କରିବେ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ଥିବା କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ପାଠ୍ୟକ୍ରମରେ ନାମଲେଖା ପାଇଁ www.samsodisha.gov.in
Read More...

ମୋଦୀଙ୍କ ଶପଥ ଗ୍ରହଣ ଉତ୍ସବରେ ସ୍ୱତନ୍ତ୍ର ଅତିଥି ହେବେ କର୍ମଚାରୀ, କିନ୍ନର ଓ ଶ୍ରମିକ

ଭୁବନେଶ୍ବର: ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦୀ।ଆସନ୍ତା ୯ ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ । ସ୍ୱତନ୍ତ୍ର ଅତିଥି ତାଲିକାରେ ଅଛନ୍ତି ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟରେ କାମ କରୁଥିବା ସଫେଇ କର୍ମଚାରୀ, କିନ୍ନର ଏବଂ
Read More...

ଦିଲ୍ଲୀରେ ବିଧାନସଭା ନିର୍ବାଚନ ଏକା ଲଢ଼ିବ ଆପ୍‌

ନୂଆଦିଲ୍ଲୀ: ଚଳିତ ଲୋକସଭାରେ କଂଗ୍ରେସ ସହ ମେଣ୍ଟ କରି ନିର୍ବାଚନ ଲଢ଼ିଥିବା କ୍ଷମତାସୀନ ଆପ୍‌ ନେଇଛି ବଡ଼ ନିଷ୍ପତ୍ତି। ଆସନ୍ତାବର୍ଷ ପ୍ରଥମ ଭାଗରେ ହେବାକୁ ଥିବା ଦିଲ୍ଲୀ ବିଧାନସଭାରେ ଅରବିନ୍ଦ କେଜ୍ରିୱାଲଙ୍କ ଦଳ ଆପ୍‌ ଏକାକୀ ଲଢ଼ିବ ବୋଲି ଆଜି ଘୋଷଣା କରିଛି। ସୂଚନା ଅନୁସାରେ, ୨୦୨୪
Read More...

ଓଡ଼ିଶାରେ ଜୁନ୍ ୧୦ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରବେଶ କରିପାରେ : ସିଇସି

ଭୁବନେଶ୍ୱର, ୦୬/୦୬:ଆରବ ସାଗରରୁ ଦକ୍ଷିଣ-ପଶ୍ଚିମ ବାୟୁ ପ୍ରବାହରେ ଦକ୍ଷିଣ ପଶ୍ଚିମ ମୌସୁମୀ ଦକ୍ଷିଣ ଓଡ଼ିଶାରେ ଜୁନ୍ ୧୦ ସୁଦ୍ଧା ପ୍ରବେଶ କରିପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ବାୟୁ
Read More...

ଶକୁନିକୁ ବାଛି ଥିବା ଲୋକର ସବୁ ଦୋଷ : ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ବର: ଓଡ଼ିଶାରେ ବିଜେପି ସରକାର ଗଢିବା ପରେ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନଙ୍କୁ ଟାର୍ଗେଟ କଲେ ପ୍ରତାପ ଷଡ଼ଙ୍ଗୀ। ବିଜେଡିର ବିପର୍ଯ୍ୟୟ ପରେ ଏବେ ପାୱାରଫୁଲ୍ ନେତା ପାଣ୍ଡିଆନଙ୍କ ପତ୍ତା ମିଳୁନି। ହେଲିକପ୍ଟର ଟୁର୍ ପରେ ଟୁର୍ କରୁଥିଲେ। ନ୍ୟାସନାଲ ଠାରୁ ନେଇ ଲୋକାଲ ସବୁ
Read More...

ଆଡଭୋକେଟ୍ ଜେନେରାଲ ପଦରୁ ଇସ୍ତଫା ଦେଲେ ଅଶୋକ

ଭୁବନେଶ୍ବର: ଓଡ଼ିଶାର ଆଡଭୋକେଟ୍ ଜେନେରାଲ ପଦରୁ ଇସ୍ତଫା ଦେଇଛନ୍ତି ଅଶୋକ ପରିଜା। ତାଙ୍କ ସ୍ଥାନରେ ସରକାରୀ ଓକିଲ ଜ୍ୟୋତିପ୍ରକାଶ ପଟ୍ଟନାୟକ ଇନଚାର୍ଜ ଆଡଭୋକେଟ୍ ଜେନେରାଲ ଭାବେ ଦାୟିତ୍ୱ ତୁଲାଇବେ। ଶ୍ରୀ ପଟ୍ଟନାୟକ ନିଜ ଦାୟିତ୍ୱ ସହ ଅତିରିକ୍ତ ଭାବେ ‘ଆଡଭୋକେଟ୍ ଜେନେରାଲ’ଙ୍କ ଦାୟିତ୍ୱ
Read More...

ଇସ୍ତଫା ଦେଲେ ମନୋଜ ମିଶ୍ର

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଆଣ୍ଡ ଆଇଟି ବିଭାଗର ପ୍ରମୁଖ ସଚିବ ମନୋଜ କୁମାର ମିଶ୍ର ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଶ୍ରୀ ମିଶ୍ର ୨୦୨୨ ଡିସେମ୍ବର ୨୮ତାରିଖରେ ସର୍ବଭାରତୀୟ ରେଳବାଇ ଟ୍ରାଫିକ ସେବା(ଆଇଆରଟିଏସ) ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ ଓ ସେବେଠୁ
Read More...

ଓଡ଼ିଶାରୁ ହଟିଲା ନିର୍ବାଚନୀ ଆଦର୍ଶ ଆଚରଣ ବିଧି

ଭୁବନେଶ୍ବର: ରାଜ୍ୟରେ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଲାଗୁ ହୋଇଥିବା ଆଦର୍ଶ ଆଚରଣ ବିଧି ଆଜି ହଟାଇ ଦିଆଯାଇଛି। ନିର୍ବାଚନ ଆୟୋଗ ଆଜି ଓଡ଼ିଶାର ମୁଖ୍ୟ ସଚିବ ଓ କେନ୍ଦ୍ର କ୍ୟାବିନେଟ୍ ସଚିବଙ୍କୁ ଚିଠି ଲେଖି ଏନେଇ ଅବଗତ କରାଇଛନ୍ତି। ଏପଟେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ
Read More...