ବୁକିଂ କରିବାର ୪୮ଘଣ୍ଟା ମଧ୍ୟରେ ଘରେ ପହଞ୍ଚିବ ଗ୍ୟାସ୍
ଭୁବନେଶ୍ବର: ଅର୍ଡର ଦେବାର ୪୮ ଘଣ୍ଟା ମଧ୍ୟରେ ଘରେ ପହଞ୍ଚିବ ଗ୍ୟାସ। ଧାର୍ଯ୍ୟ ସମୟ ସୀମାରେ ଖାଉଟିଙ୍କ ପାଖରେ ଗ୍ୟାସ ନପହଞ୍ଚିଲେ ନିଆଯିବ କଡା କର୍ଯ୍ୟାନୁଷ୍ଠାନ। ପେଟ୍ରୋଲ, ଡିଜେଲ ଓ ଏଲପିଜି ଡିଲର୍ ସଂଘ ସହ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମଙ୍ଗଳବାର ଏକ ବୈଠକ କରିଛନ୍ତି। ଏକ!-->…
Read More...
Read More...