ପ୍ରମୁଖ ଖବର

ଶିଶୁ ଫର୍ମୁଲା ଫୁଡ୍‌କୁ ନେଇ ନେସଲେ ବିରୋଧରେ ୩ ମାମଲା
କ୍ରସ୍‌ ଭୋଟିଂ ମାମଲା: ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା ଗ୍ରହଣ କଲେ ହାଇକୋର୍ଟ
ନିଠାରୀ ଗଣହତ୍ୟା ମାମଲା: ଦୋଷମୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା
ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ
ପୌର ନିର୍ବାଚନ: ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି
୮ ଲକ୍ଷ ଲାଞ୍ଚ ନେବାବେଳେ ଧରାପଡ଼ିଲେ କେନ୍ଦ୍ରୀୟ ଜିଏସ୍‌ଟି ସୁପରିନଟେଣ୍ଡଣ୍ଟ

ଆସନ୍ତା ଆଠ ଦିନ ରେ ବଙ୍ଗୋପସାଗର ରେ ଦୁଇଟି ଲଘୁଚାପ !

ଭୁବନେଶ୍ବର: ଆସନ୍ତା ଆଠ ଦିନ ରେ ବଙ୍ଗୋପସାଗର ରେ ସୃଷ୍ଟି ହୋଇପାରେ ଦୁଇଟି ଲଘୁଚାପ କ୍ଷେତ୍ର। ଆସନ୍ତା ୧୫ ଜୁଲାଇ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ସୃଷ୍ଟି ହୋଇପାରେ ପ୍ରଥମ ଲଘୁଚାପ କ୍ଷେତ୍ର। ଏହି କ୍ଷେତ୍ର ଟି ପ୍ରଭାବ ରେ ୧୪ ତାରିଖ ରୁ ରାଜ୍ୟ ରେ ବର୍ଷା ସମ୍ଭାବନା ରହିଛି। ୧୫-୧୬
Read More...

ଶିକ୍ଷା ମାଧ୍ୟମରେ ସଶକ୍ତ ହେବେ ଜନଜାତି ଛାତ୍ରଛାତ୍ରୀ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ଜନଜାତି ଛାତ୍ରଛାତ୍ରୀଙ୍କୁ ଯୋଗାଇ ଦିଆଯିବ ଇଂରାଜୀ ଶିକ୍ଷା। ଶିକ୍ଷା ମାଧ୍ୟମରେ ସଶକ୍ତ ହେବେ ଜନଜାତି ଛାତ୍ରଛାତ୍ରୀ। ଏଥି ପାଇଁ ଭିତ୍ତିଭୂମି ବିକାଶର ଆବଶ୍ୟକତା ଥିବା ବେଳେ ୪୫୦ଟି ଆବାସିକ ବିଦ୍ୟାଳୟରେ ହଷ୍ଟେଲ ନିର୍ମାଣ କରାଯାଉଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ
Read More...

ଖୁବଶୀଘ୍ର କାର୍ଯ୍ୟକ୍ଷମ ହେବ ଆଉ ୩ଟି ମେଡିକାଲ କଲେଜ : ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ଡାକ୍ତରୀ ଛାତ୍ରୀଛାତ୍ର ମାନଙ୍କ ପାଇଁ ଖୁସି ଖବର। ରାଜ୍ୟରେ ଖୁବ୍‌ଶୀଘ୍ର ଆଉ ୩ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ। ଏବେ ରାଜ୍ୟରେ ୧୧ଟି ମେଡିକାଲ କଲେଜ ରହିଛି। ଆଗାମୀ ଦିନରେ ଯାଜଯୁର, କନ୍ଧମାଳ ଓ ତାଳଚେରରେ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବାକୁ ଯାଉଛି ବୋଲି ଶୁକ୍ରବାର କଟକ
Read More...

ବାଲୁକା କଳା ଚାମ୍ପିଅନସିପରେ ସୁଦର୍ଶନ ଜିତିଲେ ସ୍ୱର୍ଣ୍ଣ ପଦକ

ଭୁବନେଶ୍ବର: ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ସ୍ୱର୍ଣ୍ଣ ପଦକ। ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ପାଇଛନ୍ତି ସୁଦର୍ଶନ ପଟ୍ଟନାୟକ। ପିଟର ଓ ପଲ୍ ଦୁର୍ଗର ବାଲୁକା ପ୍ରତିମୂର୍ତ୍ତି ନିର୍ମାଣ କରି ଏହି ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ଋଷିଆର
Read More...

ରୌପ୍ୟ ପଦକ ବିଜୟୀ ରୋନିତ୍‌ଙ୍କୁ ଜିଲ୍ଲାପାଳଙ୍କ ଶୁଭେଛା

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲାର ଉଦୀୟମାନ ପାୱାର ଲିଫ୍‌ଟିଙ୍ଗ୍ ତାରକା ରୋନିତ୍ ରୋସନ ସ୍ୱାଇଁଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ମଧ୍ୟପ୍ରଦେଶର ଉଜ୍ଜୟିନୀଠାରେ ସଦ୍ୟ ସମାପ୍ତ ଜାତୀୟ ପାୱାର୍ ଲିଫ୍‌ଟିଙ୍ଗ୍
Read More...

ସେବାୟତଙ୍କ ବିବାଦ ପାଇଁ ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିପାରିନି ପତିତପାବନ ବାନା

ପୁରୀ: ପୁରୀରେ ରଥଯାତ୍ରା ଚାଲିଥିବା ବେଳେ ଗୋଟିଏ ପରେ ଗୋଟିଏ ବିଭ୍ରାଟ ସାମ୍ନାକୁ ଆସୁଛି। ନିକଟରେ ପହଣ୍ଡି ବେଳେ ବଳଭଦ୍ରଙ୍କ ବିଗ୍ରହ ରଥରୁ ଖସି ତଳକୁ ମୁହଁ ମାଡ଼ି ପଡ଼ିଯିବା ପରେ ବିବାଦ ସୃଷ୍ଟି ହୋଇଥିଲା। କେଉଁ କାରଣରୁ ଏପରି ଘଟଲା ତାହା ତର୍ଜମା କରିବା ପାଇଁ ଏକ ୩ ଜଣିଆ କମିଟି ମଧ୍ୟ
Read More...

ବାହୁଡ଼ାରେ ସୃଷ୍ଟି ହୋଇପାରେ ଲଘୁଚାପ, ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଜୁଲାଇ ୧୫ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଶୁକ୍ରବାର ସୋଆର ପରିବେଶ ଏବଂ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି। ଜୁଲାଇ ୧୪ରେ ସେହି ଅଂଚଳରେ ଏକ ଅପର୍ ଏୟାର ସାଇକ୍ଲୋନିକ୍
Read More...

ସୁପ୍ରିମକୋର୍ଟରୁ ଜାମିନ ମିଳିଲା ପରେ ମଧ୍ୟ ଜେଲରୁ ବାହାରି ପାରିବେନି କେଜ୍ରିୱାଲ

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ବଡ ଆଶ୍ଵସ୍ତି। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ସୁପ୍ରିମକୋର୍ଟରୁ ମିଳିଲା ଜାମିନ । ଆଜି ସର୍ବୋଚ୍ଚ କୋର୍ଟ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ତେବେ ଅନ୍ତରୀଣ ଜାମିନ ପ୍ରଦାନ କରାଯାଇଥିଲେ ମଧ୍ୟ ତିହାର
Read More...

ସୋଆ ଏବଂ ଏଭିଏନ୍‌ଏଲ୍ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର: ଯୁଗ୍ମ ଗବେଷଣା, ପରାମର୍ଶ, ଶିକ୍ଷା, ପ୍ରଶିକ୍ଷଣ ଓ ପ୍ରକଳ୍ପ କାର୍ଯ୍ୟ ନିମନ୍ତେ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନସ୍ଥ ଆର୍‌ମୋର୍ଡ ଭେହିକିଲ୍ସ ନିଗମ ଲିମିଟେଡ୍ (ଏଭିଏନ୍‌ଏଲ୍‌) ଓ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ମଧ୍ୟରେ ଶୁକ୍ରବାର ଏଠାରେ ଏକ ବୁଝାମଣା ସ୍ୱାକ୍ଷରିତ ହୋଇଯାଇଛି।ସୋଆ
Read More...

ଆସ୍ଥା ଭୋଟ୍ ହାରିଲେ ନେପାଳ ପ୍ରଧାନମନ୍ତ୍ରୀ ପ୍ରଚଣ୍ଡ

ନୂଆଦିଲ୍ଲୀ: ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ଓରଫ ପ୍ରଚଣ୍ଡ। ପ୍ରଚଣ୍ଡଙ୍କ ପାଇଁ ଏକ ଖରାପ ଦିନ ବୋଲି ପ୍ରମାଣିତ ହୋଇଛି ସେ ସଂସଦରେ ଆସ୍ଥା ଭୋଟରେ ହାରି ଯାଇଛନ୍ତି। ଯାହା ପରେ ଏବେ ପ୍ରଶ୍ନ ଉଠିଛି ଯେ ନେପାଳର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ କିଏ ହେବେ। ନେପାଳର ପ୍ରଧାନମନ୍ତ୍ରୀ
Read More...