ରଥ ଚକାରେ ଚାପି ହୋଇ ୬ ଆହତ
ସୋନପୁର: ସୋନପୁର ଜିଲା ବିନିକା ବ୍ଲକ କଂସାରୀପଡ଼ା ବାହୁଡ଼ାଯାତ୍ରାରେ ବଡ଼ ଅଘଟଣ ଘଟିଛି। ରଥ ଚକାରେ ଚାପିହୋଇ ୬ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୪ ଜଣ ନାବାଳକ ଥିବା ଜଣାପଡ଼ିଛି।ସୂଚନା ଅନୁଯାୟୀ,୪ ଜଣ ଆହତଙ୍କ ମଧ୍ୟରୁ ଜଣେ ନାବାଳକଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା!-->…
Read More...
Read More...