ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଡିସେମ୍ବର ୧ରୁ ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଥମିକ ଶିକ୍ଷକ

ନ୍ୟୁଜ୍ ବ୍ୟୁରୋ: ୨ ଦଫା ଦାବି ନେଇ ଡିସେମ୍ବର ୧ରୁ ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଥମିକ ଶିକ୍ଷକ। ନଭେମ୍ବର ୩୦ ସୁଦ୍ଧା ସରକାର ଯଦି ଦାବି ପୂରଣ ନ କରନ୍ତି, ତେବେ ଡିସେମ୍ବର ୧ରୁ ରାଜରାସ୍ତାରେ ପ୍ରାଥମିକ ଶିକ୍ଷୟିତ୍ରୀଶିକ୍ଷକ ବିକ୍ଷୋଭ ପ୍ରଦର୍ଶନ କରିବେ। ଏଥିପାଇଁ ରାଜ୍ୟ ପ୍ରାଥମିକ ବିଦ୍ୟାଳୟ
Read More...

ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶ: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ ମିଳିଛି ମୃତ୍ୟୁଦଣ୍ଡ। ମାନବତା ବିରୋଧୀ ଅପରାଧ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ବିରୋଧରେ ସ୍ୱତନ୍ତ୍ର ଟ୍ରିବ୍ୟୁନାଲର ରାୟ ଆସିଛି। ନରସଂହାର ମାମଲାରେ ହାସିନାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି
Read More...

ଟ୍ରାଫିକ୍ ଜରିମାନା ୫୦% ହ୍ରାସ କଲେ ଓଡ଼ିଶା ସରକାର

ଭୁବନେଶ୍ବର: ଓଡ଼ିଶା ସରକାର ମୋଟର ଯାନ ଆଇନ, ୧୯୮୮ ଅନୁଯାୟୀ ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ଯାନବାହାନ ମାଲିକ ଏବଂ ଡ୍ରାଇଭରମାନଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହି ସୁବିଧା ଜୁଲାଇ ୩୧, ୨୦୨୫ ପର୍ଯ୍ୟନ୍ତ ଉପଲବ୍ଧ ରହିବ।
Read More...

ଜଙ୍ଗଲରୁ ବିପୁଳ ବିସ୍ଫୋରକ ଜବତ

ନ୍ୟୁଜ୍ ବ୍ୟୁରୋ: ପୋଲିସ ଓ ବିଏସଏଫକୁ ମିଳିଛି ଆଉ ଏକ ବଡ ସଫଳତା। ଏକ ଗୁମ୍ଫାରୁ ମାଓବାଦୀ ଲୁଚାଇଥିବା ବିସ୍ଫୋରକ ଜବତ ହୋଇଛି। କାଲିମେଳା ଥାନା ଦୁଲାଗୁଣ୍ଡି ଜଙ୍ଗଲରେ ବିଏସଏଫ ଏବଂ ଓଡ଼ିଶା ପୁଲିସ ପକ୍ଷରୁ ମିଳିତ କୋମ୍ବିଂ ସମୟରେ ପଥର ଗୁମ୍ଫା ତଳେ ଲୁଚାଇ ରଖାଯାଇଥିବା ଏହି ବିସ୍ଫୋରକର
Read More...

ଶିମିଳିପାଳରେ ଆଜିଠୁ ଆରମ୍ଭ ହେଲା ବାଘ ଗଣନା

ମୟୂରଭଞ୍ଜ: ଆରମ୍ଭ ହେଲା ଶିମିଳିପାଳରେ ବାଘ ଗଣନା। ଆଜି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣରେ ଅଖିଳ ଭାରତୀୟ ବ୍ୟାଘ୍ର ଆକଳନ-୨୦୨୬ ଆରମ୍ଭ ହୋଇଛି। ଜାତୀୟ ବ୍ୟାଘ୍ର ସଂରକ୍ଷଣ ଅଥୋରିଟିର ଗାଇଡ ଲାଇନକୁ ଆଧାର କରି ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବ୍ୟାଘ୍ର ଆକଳନ ପ୍ରକିୟା ଆରମ୍ଭ
Read More...

ଭୟଙ୍କର ଅଗ୍ନିକାଣ୍ଡ: ଜିଅନ୍ତା ଜଳିଗଲେ ଗୋଟିଏ ପରିବାରର ୫ ସଦସ୍ୟ

ବିହାର: ବିହାର ମୁଜାଫରପୁରରେ ଘଟିଛି ଏକ ବଡ ଅଘଟଣ। ବିହାର ମୁଜାଫରପୁରର ମୋତିପୁର ଥାନା ଅଞ୍ଚଳରେ ଗୋଟିଏ ଘରେ ନିଆଁ ଲାଗି ଯିବା ଫଳରେ ପାଞ୍ଚ ଜଣ ସଦସ୍ୟଙ୍କର ମୃତ୍ୟୁ ହୋଇଛି। ଏହି ଅଗ୍ନିକାଣ୍ଡରେ ଅନ୍ୟ ୫ ଜଣ ସଦସ୍ୟ ପୋଡ଼ି ଆହତ ହୋଇଛନ୍ତି ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ
Read More...

ପୋଲିସ ଷ୍ଟେଶନ ଭିତରେ ବଡ଼ ବିସ୍ଫୋରଣ: ୯ ମୃତ୍ୟୁ, ୩୦ ଆହତ

ଜମ୍ମୁ କାଶ୍ମୀର: ଶୁକ୍ରବାର ବିଳମ୍ବିତ ରାତିରେ ଜମ୍ମୁ ଏବଂ କାଶ୍ମୀରର ଦକ୍ଷିଣ ଶ୍ରୀନଗରର ନୌଗାମ ପୋଲିସ ଷ୍ଟେସନରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ୯ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୯ ଜଣ ଆହତ ହୋଇଛନ୍ତି। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ଏହାର ଶବ୍ଦ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି
Read More...

ପ୍ରକାଶ ପାଇଲା ସ୍ପେଶାଲ ଓଟିଇଟି ପରୀକ୍ଷା ଫଳ

ଭୁବନେଶ୍ବର: ପ୍ରକାଶ ପାଇଛି ସ୍ପେଶାଲ ଓଟିଇଟି-୨୦୨୫ ପରୀକ୍ଷା ଫଳ। ସେପ୍ଟେମ୍ବର ୨୭ ତାରିଖରେ ହୋଇଥିବା ପରୀକ୍ଷା ରେଜଲ୍ଟ ପ୍ରକାଶ ଶନିବାର ପ୍ରକାଶ ପାଇଛି। ପେପର-୧ରେ ୧୨ହଜାର ୯୮୮କୃତକାର୍ଯ୍ୟ ହୋଇଥିବା ବେଳେ ପାସ୍‌ ହାର ୪୭.୧୭ପ୍ରତିଶତ ରହିଛି। ସେହିପରି ପେପର-୨ରେ ୩୫ହଜାର ୧୬୫କୃତକାର୍ଯ୍ୟ
Read More...

ସୋଆ ଜାଗୋ କ୍ଳବ୍ ପକ୍ଷରୁ ଶିଶୁଦିବସ ପାଳନ

ଭୁବନେଶ୍ୱର: ଶିଶୁମାନେ ହେଉଛନ୍ତି ରାଷ୍ଟ୍ରର ଭବିଷ୍ୟତ ନାଗରିକ। ତେଣୁ ପ୍ରତ୍ୟେକ ଶିଶୁକୁ ସ୍ନେହ ପ୍ରଦାନ କରିବା ସହ ଏକ ସୁରକ୍ଷିତ ପରିବେଶ ଓ ଉପଯୁକ୍ତ ଶିକ୍ଷା ଗ୍ରହଣ ନିମନ୍ତେ ସମସ୍ତ ସୁଯୋଗ ଦେବା ଆମ ସମସ୍ତଙ୍କର କର୍ତବ୍ୟ ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ଉପସଭାପତି
Read More...

ସାରା ଦେଶରେ ପ୍ରତିଷ୍ଠା ହେବ ଆଉ ୧୦୦ଟି ସୈନିକ ସ୍କୁଲ୍ : ଅମିତ ଶାହ

ନୂଆଦିଲ୍ଲୀ: ସାରା ଦେଶରେ ପ୍ରତିଷ୍ଠା ହେବ ୧୦୦ଟି ସୈନିକ ସ୍କୁଲ୍। ଏନେଇ ଘୋଷଣା କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। ଆଜିର ପିଲା କାଲିର ଭବିଷ୍ୟତ। ଆଉ ପିଲାଙ୍କ ଭବିଷ୍ୟତକୁ ଭଲ କରିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଆହୁରି ୧୦୦ଟି ସୈନିକ ସ୍କୁଲ୍ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି
Read More...